-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜ୍ୟ

ଆଇସିସି ଆରମ୍ଭ କଲା ନୂତନ ଆଓ୍ଵାର୍ଡ’ପ୍ଲେୟାର ଅଫ ଦ ମନ୍‌ଥ’, ଭାରତର ଏହି ଚାରି ଖେଳାଳି ମନୋନୀତ l

27-Jan-2021



ଦୁବାଇ (ପ୍ରେରଣା ଖବର) ଖେଳାଳିଙ୍କୁ ପୁରସ୍କୃତ କରିବା ପାଇଁ ଆଇସିସି ଆରମ୍ଭ କଲା ଏକ ନୂତନ ଆଓ୍ଵାର୍ଡ କାର୍ଯ୍ୟକ୍ରମ ‘ପ୍ଲେୟାର ଅଫ ଦ ମନ୍‌ଥ’। ଭାରତର  ବରିଷ୍ଠ ଅଫ ସ୍ପିନର ଆର ଅଶ୍ଵିନ ଓ ଓ୍ଵିକେଟ୍ କିପର ବ୍ୟାଟସମ୍ୟାନ ଋଷଭ ପନ୍ତଙ୍କୁ ଅନ୍ତରାଷ୍ଟ୍ରୀୟ କ୍ରିକେଟ୍ ପରିଷଦ(ଆଇସିସି) ଜାନୁଆରୀ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ପାଇଁ ମନୋନୀତ କରିଛି। ଅଶ୍ଵିନ ଓ ପନ୍ତଙ୍କ ବ୍ୟତୀତ ଭାରତର ମହମ୍ମଦ ସିରାଜ ଓ ଟି ନଟରାଜନ ମଧ୍ୟ ଏହି ଆଓ୍ଵାର୍ଡ ଦୌଡରେ ଅଛନ୍ତି। ଏହି ସବୁ ଖେଳାଳି ଅଷ୍ଟ୍ରେଲିଆରେ ଐତିହାସିକ ଟେଷ୍ଟ ସିରିଜ୍ ବିଜୟରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ନିଭାଇଥିଲେ। ଆଇସିସି କହିଛି, ପ୍ରତି ମାସ ସବୁ ଫର୍ମାଟରେ ଦମଦାର ପ୍ରଦର୍ଶନ କରୁଥିବା ମହିଳା ଓ ପୁରୁଷ କ୍ରିକେଟରଙ୍କୁ ଏହି ପୁରସ୍କାର ଦିଆଯିବ।ଜାନୁଆରୀ ମାସ ପାଇଁ ଇଂଲଣ୍ଡର ଅଧିନାୟକ ଜୋ ରୁଟ୍, ଅଷ୍ଟ୍ରେଲିଆର ବ୍ୟାଟସମ୍ୟାନ ଷ୍ଟିଭ୍ ସ୍ମିଥ୍, ଆଫଗାନିସ୍ତାନର ରହମାନୁଲ୍ଲାହ ଗୁରବାଜ, ଦକ୍ଷିଣ ଆଫ୍ରିକାର ମରିଜାନେ କାପ ଓ ନାଦିନ ଡେ କ୍ଲେର୍କ ଏବଂପ ପାକିସ୍ତାନର ନିଦା ଡାର ମଧ୍ୟ ସାମିଲ। ଆଇସିସି କହିଛି,ପ୍ରଶଂସକଙ୍କୁ ପ୍ରତି ମାସରେ ଅନଲାଇଟ୍ ଭୋଟିଂ ପାଇଁ ନିମନ୍ତ୍ରଣ କରାଯାଇଛି। ଅନଲାଇନ୍‌ ଭୋଟିଂ ବ୍ୟତୀତ ଏକ ସ୍ଵତନ୍ତ୍ର ଆଇସିସି ଭୋଟିଂ ଏକାଡେମୀ ମଧ୍ୟ ଗଠନ ହୋଇଛି। ଏଥିରେ ପୂର୍ବତନ ଖେଳାଳି, ପ୍ରସାରକ ଓ ସାମ୍ବାଦିକ ସାମିଲ।ଆଇସିସି ମହା ପ୍ରବନ୍ଧକ ଜ୍ୟୋଫ ଅଲାର୍ଡିସ୍ କହିଛନ୍ତି, ଆଇସିସି ମାସର ଶ୍ରେଷ୍ଠ ଖେଳାଳିଙ୍କ ଆଓ୍ଵାର୍ଡ ଜରିଆରେ ପ୍ରଶଂସକଙ୍କ ସହ ଯୋଡି ହେବାର ସୁଯୋଗ ମିଳିବ। ପ୍ରତିଟି ବର୍ଗ ପାଇଁ ତିନି ନମିନେସନ  ଆଇସିସି ପୁରସ୍କାର  ନାମାଙ୍କନ କମିଟି ସ୍ଥିର କରିବେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like