-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

*ଧୋଡ୍ରା କୁ ନୂତନ ବ୍ଲକ ମାନ୍ୟତା ପାଇଁ କ୍ରିୟାନୁଷ୍ଠାନ ସମିତି ର ଦାବି*

08-Sep-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର,) ଝରିଗାଁ ବ୍ଲକ ଧୋଡ୍ରା କୁ ବ୍ଲକ ମାନ୍ୟତା ପାଇଁ ଦାବି ଆଜି ଜୋର ଧରିଛି | ୧୪ ଗୋଟି ପଞ୍ଚାୟତ ର ସରପଞ୍ଚ ସମେତ ତୃଣମୂଳ ପ୍ରତିନିଧି ଙ୍କୁ ନେଇ ସୋମବାର ସମସ୍ତେ ଏକତ୍ରିତ ହୋଇ ଉକ୍ତ ଦାବିକୁ ସରକାରଙ୍କୁ ଜଣାଇବା ପାଇଁ ଧୋଡ୍ରା ଦୁର୍ଗା ମଣ୍ଡପ ଠାରୁ ଏକ ବିରାଟ ଶୋଭାଯାତ୍ରା ରେ ବାହାରି ଶିବ ମନ୍ଦିର ଠାରେ ଯାଇଥିଲେ | ସେଠାରେ ପ୍ରଥମେ ମନ୍ଦିରରେ ପୂଜାର୍ଚନା କରି ବୈଠକ ଆରମ୍ଭ ହୋଇ ଥିଲା | ସ୍ଥାନୀୟ ବିଧାୟକ ଏବଂ ସାଂସଦ ଙ୍କ ଜରିଆରେ ରାଜ୍ୟ  ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟପାଳ ଓ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଏବଂ ରାଷ୍ଟ୍ରପତି ଙ୍କ ଉଦ୍ଦେଶ୍ୟରେ ଦାବି ପତ୍ର ପ୍ରଦାନ କରିବା ପାଇଁ ଶହସ୍ର ଲୋକ ଏକତ୍ରିତ ହୋଇଥିଲେ | ଅନେକ ପଞ୍ଚାୟତ ୨୫ ରୁ ୫୦କିମି ଦୂର ରେ ଅବସ୍ଥିତ ଥିବା ହେତୁ ସରକାର ଙ୍କ ଯୋଜନା ସମ୍ବନ୍ଧରେ କିଛି ଜାଣି ପାରୁନାହାନ୍ତି ଏବଂ ଅବହେଳିତ ଅବସ୍ଥାରେ ରହି ଆସୁଛନ୍ତି |ବର୍ତ୍ତମାନ ସରକାର କେତେକ ପଞ୍ଚାୟତ ସମିତି କୁ ଦୂରତା ତଥା ଗମନା ଗମନ ଦୃଷ୍ଟି ରୁ ପୁନର୍ଗଠନ କରିବାକୁ ଚିନ୍ତା କରିଛନ୍ତି | ଏଣୁ ଧୋଡ୍ରା ଗ୍ରାମ ପଞ୍ଚାୟତ ଗୁଡିକର କେନ୍ଦ୍ର ସ୍ଥଳି ଏବଂ ଗମନା ଗମନ ସୁବିଧା ଦୃଷ୍ଟିରୁ ଧୋଡ୍ରା କୁ ନୂତନ ବ୍ଲକ କରିବାକୁ ଦାବି ହେଉଛି | ଝରିଗାଁ ବ୍ଲକ ର ଧାମନା ଗୁଡା, ଚାଟିଗୁଡା, ବକଡା ବେଡା, ଡଙ୍ଗରୀଗୁଡା, ଧୋଡ୍ରା, ଭିକ୍ଷା, କାନାକୋଟ ଓ ଉମରକୋଟ ବ୍ଲକ ର କାରାଗାଁ, ମୁଣ୍ଡିଗୁଡା, ସିଙ୍ଗିସାରୀ, ରାଜପୁର, , ଭଣ୍ଡାରୀଗୁଡା, ତୋରେଙ୍ଗା ପଞ୍ଚାୟତ ପ୍ରମୁଖ ମିଶାଇବାକୁ ଦାବି ହୋଉଛି |

ମୁଖ୍ୟମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ରେ ସରପଞ୍ଚ ସଂଘ ବିଧାୟକ ନରସିଂ ଭତରା ଙ୍କୁ ଦାବି ପତ୍ର ପଦାନ କରିଥିବା ବେଳେ ନୂତନ ବ୍ଲକ କ୍ରିୟାନୁଷ୍ଠାନ ସମିତି ସାଂସଦ ପ୍ରତିନିଧି ଙ୍କୁ ପ୍ରଧାନମନ୍ତ୍ରୀ ଙ୍କ ଉଦ୍ଦେଶ୍ୟ ରେ ଦାବିପତ୍ର ଦେଇଛନ୍ତି | ଏହି ଅବସରେ ଜନପ୍ରତିନିଧି ମାନଙ୍କ ସହ ୧୪ଗୋଟି ପଞ୍ଚାୟତ ର ତୃଣମୂଳ ସ୍ତର ରୁ ବହୁ ଜନତା ଉପସ୍ଥିତ ଥିଲେ ଏବଂ ଦାବି ପୂରଣ ହେବା ପର୍ଯ୍ୟନ୍ତ ଏହା ଜାରି ରହିବ ବୋଲି କହିଛନ୍ତି |


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like