-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||     

HOME   ଜିଲ୍ଲା

ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ: "ରାଷ୍ଟ୍ର ତଥା ସମାଜର ବିକାଶ ପାଇଁ ସାକ୍ଷରତା ଅପରିହାର୍ଯ୍ୟ"

08-Sep-2025



ବଲାଙ୍ଗୀର(ପ୍ରେରଣା ଖବର): ସ୍ଥାନୀୟ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ତରଫରୁ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ର କନଫରେନ୍ସ ହଲ ଠାରେ ଆନ୍ତର୍ଜାତୀୟ ସାକ୍ଷରତା ଦିବସ ପାଳିତ ହୋଇ ଯାଇଛି। ଜ଼ିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୀପ ନାଗଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜ଼ିଲ୍ଲା ଶିକ୍ଷା ଅଧିକାରୀ ରୀନା କୁମାରୀ ବେହେରା ସଭାପତିତ୍ୱ କରିଥିଲେ। ମୁଖ୍ୟ ଅତିଥି ଭାବେ ସରକାରୀ ମହିଳା ମହାବିଦ୍ୟାଳୟର

ଅଧ୍ୟକ୍ଷ ଡ. ଅରବିନ୍ଦ ଓଝା ନିଜ ବକ୍ତବ୍ୟରେ ରାଷ୍ଟ୍ର ତଥା ସମାଜର ବିକାଶ ପାଇଁ ସାକ୍ଷରତା ଅପରିହାର୍ଯ୍ୟ ବୋଲି କହିବା ସହ ଉନ୍ନତ ଶିକ୍ଷା ମାଧ୍ୟମରେ ହିଁ ଏଭଳି ସମସ୍ୟାକୁ ଦୂର କରାଯାଇପାରିବ ବୋଲି କହିଥିଲେ। ନିମନ୍ତ୍ରିତ ବକ୍ତା ଭାବେ ବିଇଡି କଲେଜ ର ସହକାରୀ ପ୍ରଫେସର  ଡ.ସୁଧୀର ସାହୁ ଯୋଗଦେଇ ପଢିବା ଓ ଲେଖିବା ପାଇଁ ଅସମର୍ଥ ହେଲେ ଶିକ୍ଷା ବାଧା ପ୍ରାପ୍ତ ହୁଏ ଓ ଆମ ବ୍ୟକ୍ତିତ୍ୱର ବିକାଶ ମଧ୍ୟ କଷ୍ଟକର ପାଲଟିଥାଏ ବୋଲି କହିଥିଲେ। ଏଡିଇଓ ସେବାଶ୍ରୀ ଭୋଇ, ପ୍ରବୀର ପଣ୍ଡା, ଵିଇଓ ଦେଓଗାଁ ମମତା ମହାଡ଼ିକ, ଵିଇଓ ମୁରିବାହାଲ ଶାନ୍ତନୁ ପଡିହାରୀ, ବିଇଓ ସଇଁତଲା ଦିଲୀପ ଯୋଶୀ, ବିଇଓ ଗୁଡ଼ଭେଳା ନମିତା ଭୋଇ,ଡେପୁଟି କଂଟ୍ରୋଲର, କଟକ ବୋର୍ଡ଼ ଅଫିସ ଅବିନାଶ ଶତପଥି, ଡ଼ାଏଟ ବଲାଙ୍ଗୀର ର ଅଧ୍ୟକ୍ଷ ଡ. ଜୟ ପ୍ରକାଶ ଦାସ ପ୍ରମୁଖ ଯୋଗଦେଇ ସାକ୍ଷରତାର ମହତ୍ତ୍ୱ ପ୍ରତିପାଦନ କରିବା ସହ ବ୍ୟକ୍ତିଗତ,ସାମୁଦାୟିକ ତଥା ସାମାଜିକ ସ୍ତରରେ ସାକ୍ଷରତା ହାର ବଢ଼ାଇବା ନିମିତ୍ତ ସଚେତନତା ସୃଷ୍ଟି କରାଇବା ଏହି ଦିବସ ପାଳନର ମୁଖ୍ୟ ଉଦ୍ଦେଶ୍ୟ ବୋଲି କହିବା ସହ ଶିକ୍ଷା ବ୍ୟକ୍ତିକୁ ଶୃଙ୍ଖଳିତ କରିଥାଏ ବୋଲି ମତବ୍ୟକ୍ତ କରିଥିଲେ। କାର୍ଯ୍ୟକ୍ରମର ଦ୍ଵିତୀୟ ଅଧିବେଶନ ରେ ସଇଁତଳା ବ୍ଲକ ରୁ ଆସିଥିବା ଦୈତାରୀ ମାଝୀ, ବେଲପଡା ବ୍ଲକ ରୁ ସନ୍ୟାସୀ ସାହୁ, ତୁରକେଲା ବ୍ଲକ ରୁ ସବିତା ପୁଟେଲ, ଆଗଲପୁର ବ୍ଲକ ରୁ ତରଣୀ ପଟେଲ ପ୍ରମୁଖ "ଉଲ୍ଲାସ" କାର୍ଯ୍ୟକ୍ରମ ଜରିଆରେ ନିଜେ କିପରି ଅକ୍ଷର ଓ ସଂଖ୍ୟା ଜ୍ଞାନ ଅର୍ଜନ କଲେ ସେ ସମ୍ପର୍କୀୟ ଅନୁଭୂତି କହିଥିଲେ। କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ପୃଥ୍ୱୀରାଜ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ସନ୍ତୋଷିନୀ ସେଠି ପ୍ରଦାନ କରିଥିବା ବେଳେ ସଂଯୋଜନା କରିଥିଲେ ପ୍ରଧାନ ଶିକ୍ଷକ ସରୋଜ ନାୟକ।ଶେଷରେ ଧନ୍ୟବାଦ ଦେଇଥିଲେ ପ୍ରଧାନ ଶିକ୍ଷକ ନରେନ୍ଦ୍ର ମିଶ୍ର। ସ୍ଥାନୀୟ ଜନସାଧାରଣଙ୍କୁ ଅବଗତ କରିବା ନିମନ୍ତେ କାର୍ଯ୍ୟକ୍ରମର

ପ୍ରାରମ୍ଭରେ ଜ଼ିଲ୍ଲା ଶିକ୍ଷା କାର୍ଯ୍ୟାଳୟରୁ ଏକ ସଚେତନତା ରାଲି ବାହାରି ସାକ୍ଷରତାର ମହତ୍ତ୍ଵ ସମ୍ବନ୍ଧୀୟ ସ୍ଲୋଗାନ ମାନ ଦେଇ ସହର ପରିକ୍ରମା କରିଥିଲା।ଏହି ସଚେତନତା ରାଲି ରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ,ପ୍ରଧାନ ଶିକ୍ଷୟତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ, ବିଭିନ୍ନ ବ୍ଲକରୁ ଆସିଥିବା "ଉଲ୍ଲାସ" ର ଶିକ୍ଷାର୍ଥୀ, ସିଆରସିସି, ଅଭିଭାବକ ଯୋଗ ଦେଇଥିଲେ।କାର୍ଯ୍ୟକ୍ରମରେ ଜ଼ିଲ୍ଲା ଶିକ୍ଷା କାର୍ଯ୍ୟାଳୟର ବିଜ୍ଞାନ ନିରୀକ୍ଷକ ନବଘନ ସାହୁ,ବୀରେନ୍ଦ୍ର ହୋତା, ନୀଳାଚଳ ଗାଈଗରିଆ ପ୍ରମୁଖ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026
  ଜିଲ୍ଲା  
କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   15-Sep-2026
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026

You Might Also Like