-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||      ଓଡ଼ିଶା ରାଜ୍ୟ କୃଷକ ସଂଗଠନ ର ନୂତନ କର୍ମକର୍ତ୍ତା    (23-Apr-2026)       ||      ମହିଳା ସଂରକ୍ଷଣ ବିଲକୁ ବିରୋଧ ପ୍ରତିବାଦରେ ବିକ୍ଷୋଭ ପ୍ରଦର୍ଶନ ସହ ରାହୁଲ ଓ ନବୀନ ଙ୍କ କୁଶ ପୁତ୍ତଳିକା ଦାହ   (23-Apr-2026)       ||      ନୂଆପଡ଼ା ଜିଲ୍ଲା ର ପୋଲିସ ସୁରକ୍ଷା ବାହିନୀର ଅଂଶ ବିଶେଷ ଯାଦବ ଚନ୍ଦ୍ର ଜଗତଙ୍କ ଅବସର ଗ୍ରହଣ,   (23-Apr-2026)       ||     

HOME   ଜିଲ୍ଲା

ବ୍ୟାଡମିଣ୍ଟନରେ ପୁଣି ଚମକିଲେ ବଲାଙ୍ଗିର ଖେଳାଡି ୯ ବର୍ଷ ବର୍ଗରେ ରାଜ୍ୟ ଚମ୍ପିୟାନ ହେଲେ ଅର୍ଣ୍ଣବ ସାହୁ ଇଷ୍ଟ ଜୋନ ଚମ୍ପିୟାନ ହେଲେ ଜୟଶ ଅଗ୍ରୱାଲ

08-Sep-2025



ବଲାଙ୍ଗିର(ପ୍ରେରଣା ଖବର): ଓଡିଶା ରାଜ୍ୟ ବ୍ୟାଡମିଣ୍ଟନ ସଂଘ ଦ୍ୱାରା ଆୟୋଜିତ ମିନି ସବ୍‌ଜୁନିୟର ବ୍ୟାଡ ମିଣ୍ଟନ ପ୍ରତିଯୋଗିତାରେ ବଲାଙ୍ଗିର ଖେଳାଳି ଅର୍ଣ୍ଣବ ସାହୁ ନିଜ ବୟସ ବର୍ଗ ପୁଣି ଥରେ ଚମ୍ପିୟାନ ହୋଇଛନ୍ତି । ବାଲେଶ୍ୱର ରେ ଅନୁଷ୍ଠିତ ହୋଇଥିବା ଏହି ପ୍ରତିଯୋଗିତାରେ ବଲାଙ୍ଗିର ଜିଲ୍ଲା ତରଫରୁ ୮ ଜଣ ଖେଳାଳି ପ୍ରତିନିଧିତ୍ୱ କରିଥିଲେ । ୯ ବର୍ଷ ବୟସ ବର୍ଗରେ ବଲାଙ୍ଗିର ଖେଳାଳି ଅର୍ଣ୍ଣବ ନିଜ ପ୍ରତିଦ୍ୱନ୍ଦି ଶ୍ରୀହାନ ପଟ୍ଟନାୟକଙ୍କୁ ୨୧/୫, ୨୧/୧୨ ସିଧାସଳଖ ଦୁଇଟି ସେଟ ରେ ପରାସ୍ତ କରି ଚମ୍ପିୟାନ ଆଖ୍ୟା ଅର୍ଜନ କରିଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ ଦୁଇମାସ ତଳେ ଅନୁଷ୍ଠିତ ହୋଇଥିବା ପ୍ରତିଯୋଗିତାରେ ମଧ୍ୟ ସେ ରାଜ୍ୟ ଚମ୍ପିୟାନ ହୋଇଥିଲେ । ଅନ୍ୟ ଖେଳାଳିମାନଙ୍କ ମଧ୍ୟରେ ଜି.ଗୌତମ, ଆଦ୍ୱେତ ବଳରାଜ କର ନିଜ ନିଜ ବିଭାଗରେ ଉନ୍ନତ ଖେଳ ପ୍ରଦର୍ଶନ କରି ସେମିଫାଇନାଲ ପର୍ଯ୍ୟନ୍ତ ପହଂଚି ପ୍ରତିଯୋଗିତାରେ ତୃତୀୟ ସ୍ଥାନ ଅଧିକାର କରିଥିଲେ । ବଲାଙ୍ଗିର ଖେଳାଳି ସାଇ ଆୟୁଷ, ଶ୍ରୀହାଂଶ ପତି, ଅରୁଜ ମହାଣା, ସାଇ ଶଙ୍କର ପାଢି, ସମର୍ଥ ପାଢି ମଧ୍ୟ ପ୍ରମୁଖ ଉଚ୍ଚ କୋଟିର ଖେଳ ପ୍ରଦର୍ଶନ କରିଥିଲେ । ଠିକ୍ ସେହିପରି ବଲାଙ୍ଗିର ଖେଳାଳି ଜୟଶ ଅଗ୍ରୱାଲ ଝାରଖଣ୍ଡର ଜାମସେଦପୁର ଠାରେ ଆୟୋଜିତ ହୋଇଥିବା ଇଷ୍ଟ ଜୋନ ବ୍ୟାଡମିଣ୍ଟନ ଚମ୍ପିୟାନସିପ୍ ରେ ଜୁନିୟର ବର୍ଗରେ ଓଡିଶା ତରଫରୁ ପ୍ରତିନିଧିତ୍ୱ କରି ମିକ୍ସ ଡବଲ୍ସ ରେ ନିଜର ସାଥୀ ସ୍ୱିଟିପ୍ରୀୟା ପ୍ରଧାନ ଙ୍କ ସହ ଫାଇନାଲ ରେ ଉତ୍ତରାଖଣ୍ଡ ଖେଳାଳି ଗର୍ବ ସାହାଣି ଓ ଅନ୍ୟା ବିସ୍ତ ଙ୍କୁ ହରାଇ ସ୍ୱର୍ଣ୍ଣପଦକ ବିଜୟୀ ହୋଇଛନ୍ତି । ବଲାଙ୍ଗିର ରେ ବ୍ୟାଡମିଣ୍ଟନ ଖେଳର ମାହୋଲ ଶିର୍ଷରେ ଥିବା ବେଳେ ଏହି ଉଭୟ ଖେଳାଳିଙ୍କ ସଫଳତା ନିଶ୍ଚିତ ଭାବରେ ଅନ୍ୟ ଖେଳାଳିମାନଙ୍କୁ ଉତ୍ସାହିତ କରିବ ବୋଲି ଜିଲ୍ଲା ବ୍ୟାଡ ମିଣ୍ଟନ ସଂଘ ସାଧାରଣ ସଂପାଦକ ସୁରୁଲାଲ ମଟାରୀ ନିଜ ପ୍ରତିକ୍ରିୟାରେ କହିଛନ୍ତି । ପ୍ରତିଯୋଗିତାରେ ବଲାଙ୍ଗିର ଦଳ ତଥା ଏହି ଉଭୟ ଖେଳାଳିଙ୍କ ସଫଳତା ପାଇଁ ସଂଘ ସଭାପତି ଗୋପାଳ ପଣ୍ଡା, ଉପ-ସଭାପତି ଘନଶ୍ୟାମ ମିଶ୍ର, ପବିତ୍ର ବେହେରା, ମାନସ ମହାନ୍ତି, ଶୁଭ୍ରାଂଶୁ ପଣ୍ଡା ପ୍ରମୁଖ ଅଭିନନ୍ଦନ ଜଣାଇବା ସହ ଖେଳାଳିମାନଙ୍କର ଆଗାମୀ ଦିନରେ ଆହୁରି ଉତ୍ତମ ପ୍ରଦର୍ଶନ ପାଇଁ କାମନା କରିଛନ୍ତି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   25-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026
  ରାଜ୍ୟ  
ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   24-Apr-2026
  ଜିଲ୍ଲା  
ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   24-Apr-2026
  ଜିଲ୍ଲା  
୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ   24-Apr-2026

You Might Also Like