-+91-9937148622 |

prerana_bgr@rediffmail.com |

  Saturday 25th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   (25-Apr-2026)       ||      ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   (25-Apr-2026)       ||      ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   (25-Apr-2026)       ||      ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   (25-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    (24-Apr-2026)       ||      ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   (24-Apr-2026)       ||      ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ    (24-Apr-2026)       ||      ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   (24-Apr-2026)       ||      ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   (24-Apr-2026)       ||      ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   (24-Apr-2026)       ||      ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   (24-Apr-2026)       ||      *ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   (24-Apr-2026)       ||      ବହୁରୂପୀ ହନିଟ୍ରାପ୍ ଠକର ହରଡଘଣାରେ ସର୍ବସ୍ବାନ୍ତ  ! ଅଧ୍ୟାପକରୁ ବାଣିଜ୍ଯକର କମିଶନର ଓ ବିଶ୍ବବିଦ୍ୟାଳୟର ରେଜିଷ୍ଟ୍ରାର୍ ♦️  ଭଷ୍ମାରେ ଚାକିରୀ କରାଇଦେବାକୁ ମହିଳାଙ୍କ ଠାରୁ ୧୫ ଲକ୍ଷ ଠକେଇ   (24-Apr-2026)       ||      ଅସହ୍ୟ ତାତି ଜନଜୀବନ ଅସ୍ତବ୍ୟସ୍ତ   (24-Apr-2026)       ||      ୭୬୧ ଟି କଇଁଛ ସହ ଜଣେ କଇଁଛ ଚୋରା ଚାଲାଣ କାରୀ ଗିରଫ    (24-Apr-2026)       ||      ବଲାଙ୍ଗୀର ଜିଲ୍ଳା ଓକିଲ ସଂଘ ପାଳନ କରିବ ଲୟର୍ସ ଡେ    (24-Apr-2026)       ||      ଅଧ୍ୟାପକଙ୍କୁ ସମ୍ବର୍ଦ୍ଧନା   (24-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମକୁ ନେଇ ବଲାଙ୍ଗୀର ବିଜେପି ମହିଳା ମୋର୍ଚ୍ଚା ର ପ୍ରେସ ମିଟ୍   (23-Apr-2026)       ||      ଲୋଇସିଂହା ବ୍ଲକ ସମ୍ମୁଖରେ ବିଜୁ ଜନତା ଦଳ ପକ୍ଷରୁ ଭିକ୍ଷୋଭ ପ୍ରଦର୍ଶନ ଓ ପ୍ରତିବାଦ ସଭା   (23-Apr-2026)       ||      ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ଆନ୍ଦୋଳନକୁ ଓହ୍ଲାଇ ଲେ ମହିଳା    (23-Apr-2026)       ||     

HOME   ଜିଲ୍ଲା

ନର୍ଲା ରୋଡ ଜୟଦୁର୍ଗା ହାଇସ୍କୁଲ ଠାରେ ଆନ୍ତର୍ଜାତିକ ସାକ୍ଷରତା ସପ୍ତାହ ପାଳନ

09-Sep-2025



ନର୍ଲା (ଚିନ୍ତାମଣି ନାଏକ)
ନର୍ଲାରୋଡ଼ ଜୟଦୁର୍ଗା ହାଇସ୍କୁଲ ଠାରୁ  ବ୍ଲକସ୍ତରୀୟ ଶୋଭାଯାତ୍ରା ଅନୁଷ୍ଠିତ ହୋଇ ଯାଇଛି । ଏହି ଅବସରରେ ବିଇଓ ତପିମଣି ଜାନୀଙ୍କ ତତ୍ୱବ ଧାନରେ ଏକ ସଚେତନତା ଶୋଭାଯାତ୍ରା  ଅନୁଷ୍ଠିତ ହୋଇଯାଇଛି । ଜୟଦୁର୍ଗା ହାଇସ୍କୁଲ ଠାରୁ ଅନୁଷ୍ଠିତ ଶୋଭାଯାତ୍ରା ରେ ପ୍ରଧାନଶିକ୍ଷକ ବିଶ୍ବମ୍ବର ଭୋଇ, ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ସନ୍ତୋଷ କୁମାର କର,  ସିଆର୍‌ସିସି ହେମନ୍ତ ସାହୁ, ଫିରୋଜ ପଧାନ , କ୍ଷୀରସିନ୍ଧୁ ବାଗ ଓ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ , ଛାତ୍ରଛାତ୍ରୀ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ବିଭିନ୍ନ ସ୍ଲୋଗାନ ଦେଇ ଗ୍ରାମ ପରିକ୍ରମା କରିଥିଲେ । ନବ ଭାରତ ସାକ୍ଷରତା କାର୍ଯ୍ୟକ୍ରମ ମାଧ୍ୟମରେ ୧୫ ବର୍ଷରୁ ଅଧିକ ବ୍ୟକ୍ତି ଯିଏ ଆଦୌ ପାଠ ପଢିନଥିବେ କିମ୍ବା ପାଠ ଭୁଲି ଯାଇଥିବେ, ସର୍ଭେ କରି ସେମାନଙ୍କୁ ଚିହ୍ନଟ କଲାପରେ ଉଲ୍ଲାସ ପାଠ୍ୟକ୍ରମରେ ସାମିଲ କରି ସ୍ବେଚ୍ଛାସେବୀ ଶିକ୍ଷକ ମାଧ୍ୟମରେ ପାଠ ପଢାଇ ସେମାନଙ୍କୁ ସାକ୍ଷର କରାଯିବା ଏହି କାର୍ଯ୍ୟକ୍ରମ ର ଲକ୍ଷ୍ୟ ରହିଛି ।


News Comment




Photo in News

Advertisment
Lastest News
  ରାଜ୍ୟ  
ଅବ୍ୟବସ୍ଥାରେ ପୂର୍ତ୍ତ  ଓ ଗୃହନିର୍ମାଣ କାର୍ଯ୍ୟାଳୟ, ଜରାଜୀର୍ଣ୍ଣ ଛାତ୍ରାବାସ କୋଠା   25-Apr-2026
  ରାଜ୍ୟ  
ପରମହଂସନାଥ ମନ୍ଦିରର ସ୍ଥିତି ଅନୁଧ୍ୟାନ କଲେ ବିଧାୟକ ତୁରନ୍ତ ମରାମତି ପାଇଁ ନିର୍ଦ୍ଦେଶ   25-Apr-2026
  ଜିଲ୍ଲା  
ଯୋଜନା ଅଛି, କିନ୍ତୁ ଲାଭ ପହଞ୍ଚୁନି♦️ ସମ୍ପୂର୍ଣ ଭିନ୍ନକ୍ଷମ ଭତ୍ତାରୁ ବଞ୍ଚିତ ବିମ୍ବାଧର: ୧୦୦% ଦୃଷ୍ଟିହୀନ ଥାଇ ମଧ୍ୟ ମିଳୁନି ପୂର୍ଣ୍ଣ ଭତ୍ତା   25-Apr-2026
  ଜିଲ୍ଲା  
ଅସହ୍ୟ ତାତି, ଜନଜୀବନ ଅସ୍ତବ୍ୟସ୍ତ   25-Apr-2026
  ଜିଲ୍ଲା  
ରାଜ୍ୟସ୍ତରୀୟ ଜାତୀୟ ପଂଚାୟତି ରାଜ ଦିବସ ସମାରୋହରେ ଯୋଗ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଲୋକଙ୍କ ସକ୍ରିୟ ଭାଗିଦାରୀ ଓ ଅଭିନବ ଚିନ୍ତାଧାରା ପଞ୍ଚାୟତିରାଜ ବ୍ୟବସ୍ଥାକୁ ଅଧିକ ଗତିଶୀଳ କରିବ- ମୁଖ୍ୟମନ୍ତ୍ରୀ    24-Apr-2026
  ଜିଲ୍ଲା  
ଡାବୁଗାଁ ବ୍ଲକ ପରିସରରେ ଜାତୀୟ ପଞ୍ଚାୟତିରାଜ ଦିବସ ପାଳନ   24-Apr-2026
  ଜିଲ୍ଲା  
ଘରୋଇ ଆଇ.ଟି.ଆଇ ସଂଘର ଜରୁରୀକାଳୀନ ବୈଠକ   24-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁରରେ ଜାତୀୟ ପଞ୍ଚାୟତିରାଜ ଦିବସ-୨୦୨୬ ପାଳିତ   24-Apr-2026
  ଜିଲ୍ଲା  
ବଲାଙ୍ଗୀରବାସୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନରସିଂହ, ଭୀମଭୋଇ ମେଡିକାଲ ଓ ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟର ପଦବୀ ପୁରଣ ପାଇଁ କଲେ ଆଲୋଚନା   24-Apr-2026
  ରାଜ୍ୟ  
ଗ୍ରୀଷ୍ମ ପ୍ରବାହ ପାଇଁ ଆଗୁଆ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ, ଏପ୍ରିଲ ୨୭ରୁ ସମସ୍ତ ସ୍କୁଲ ବନ୍ଦ ରହିବ   24-Apr-2026
  ଜିଲ୍ଲା  
ଜାତୀୟ ପଞ୍ଚାୟତ ରାଜ ଦିବସ ରେ ସ୍ୱତଃ ମନେ ପଡନ୍ତି ସୁବର୍ଣ୍ଣପୁର ଜିଲ୍ଲା ର ଆଦର୍ଶ ସରପଞ୍ଚ ସ୍ଵର୍ଗତ ଘାସିରାମ ତ୍ରିପାଠି*-   24-Apr-2026
  ଜିଲ୍ଲା  
*ଉଲୁଣ୍ଡା ବ୍ଲକ ଅଞ୍ଚଳ ରେ ତମାଖୁ ଜାତୀୟ ଦ୍ରବ୍ୟ ର ବ୍ୟବହାର ଓ ବିକ୍ରୟ ନିଷିଦ୍ଧ ପାଇଁ ଏକ ଟିମ ର ଚଢ଼ାଉ ଓ ଜରିମାନା ଆଦାୟ*-   24-Apr-2026

You Might Also Like