-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଜଳ ସମ୍ପଦ ଓ ସୂଚନା ଲୋକସମ୍ପର୍କ ମନ୍ତ୍ରୀ ଓ ବିଧାୟକ କେସିଙ୍ଗା ବ୍ଲକ ପରିଦର୍ଶନ l

27-Jan-2021



ନର୍ଲା(ସଞ୍ଜୀବ ଦାସ) ଜଳସମ୍ପଦମନ୍ତ୍ରୀ ରଘୁନନ୍ଦନ ଦାଶ ଓ ନର୍ଲା ବିଧାୟକ ଭୂପିନ୍ଦର ସିଂ ସୁକୁନା ଭଟା ଜାତୀୟ ରାଜପଥ ଠାରୁ ଏକ ଟ୍ରାକ୍ଟର ଯୋଗେ ତେଲନଦୀ କୁ ପରିଦର୍ଶନ କରିଥିଲେ l ଚାଷୀ ଙ୍କ ସୁବିଧା ପାଇଁ ଏକ ଉଠା ଜଳସେଚନ ନିର୍ମାଣ କରିବା ପାଇଁ ସ୍ଥାନ ନିରୂପଣ କରିଥିଲେ l    ଏଥିରେ ମନ୍ତ୍ରୀ କହିଥିଲେ ଏହି ମେଗା ପ୍ରୋଜେକ୍ଟ ର ତିନିଖଣ୍ଡ ଗ୍ରାମର କୃଷକ ମାନେ ମେଗା ପ୍ରୋଜେକ୍ଟ ସ୍ବମନ୍ଧରେ ସମସ୍ୟା ବାବଦ କୁ ନେଇ ଅଭିଯୋଗ କରନ୍ତୁ ବୋଲି ପ୍ରକାଶ କରିଥିଲେ l  ସେଠାରୁ କେସିଙ୍ଗା ବ୍ଲକର ହାତୀଖୋଜ ଗ୍ରାମ ସ୍ଥିତ ବୃହତ ଉଠାଜଳ ସେଚନ ପ୍ରକଳ୍ପ ର ବିଭିନ୍ନ ଯନ୍ତ୍ରlସ  କୁ ବୁଲି ଦେଖିଥିଲେ l ଚାଷୀ ମାନେ ମନ୍ତ୍ରୀ ଓ ବିଧାୟକ ଙ୍କୁ ସ୍ୱାଗତ ଜଣାଇଥିଲେ l ହାତୀଖୋଜ ଗ୍ରା.ପ, ତୁଣ୍ଡଲା ବେଲଖଣ୍ଡି, ସିର୍ଜlପଳି ଆଦି ପଞ୍ଚାୟତର ଚାଷୀ ମାନେ ଯୋଗ ଦେଇଥିଲେ l ମନ୍ତ୍ରୀ ଓ ବିଧାୟକ ଙ୍କ ସହିତ ଦୀର୍ଘ 40 ମିନିଟ ଯାଏ ଚାଷୀ ମାନଙ୍କ ସହିତ ଜଳସେଚନ ବିଷୟରେ ଆଲୋଚନା କରିଥିଲେ l ରାହୁଲ ନଦୀ, ଉତେଇ ନଦୀ,ସାନ୍ଧୁଲ ଓ ତେଲନଦୀ ପାର୍ଶ୍ୱରେ ନୂତନ ପ୍ରକଳ୍ପ ନିର୍ମାଣ ପାଇଁ ନର୍ଲା ବିଧାୟକ ଭୂପିନ୍ଦର ସିଂ ପ୍ରସ୍ତାବ ଦେଇଥିଲେ l ପରଲସିଙ୍ଗା ଗ୍ରାମକୁ ଏକ ନୂତନ ପାଇପ ଲାଇନ ସଂଯୋଗ କରିବାକୁ ମଧ୍ୟ ବିଧାୟକ ଦାବୀ ଜଣାଇଥିଲେ l ମନ୍ତ୍ରୀଙ୍କ ନିକଟରେ ଚାଷୀ ମାନେ ସୁବିଧାରେ ଜଳସେଚନ ପାଇବା ପାଇଁ ମଧ୍ୟ ଲିଖିତ ଦାବୀ ଜଣାଇ ଥିଲେ l ହାତୀଖୋଜ ଉଠା ଜଳସେଚନ ପ୍ରକଳ୍ପ ରେ ବିଦ୍ୟୁତ ସମସ୍ୟା ଯୋଗୁଁ କିଛି ଗ୍ରାମର ଚାଷୀ ମାନେ ଜଳସେଚନ ପାଇ ପାରୁନଥିଲେ l ମନ୍ତ୍ରୀ କହିଲେ ଏଣୁ ଏଣିକି ବିଦ୍ୟୁତ ସମସ୍ୟା ହେବନାହିଁ ଆବଶ୍ୟକ ସ୍ଥଳେ ନୂତନ ଉଠା ଜଳସେଚନ କରାଯିବ ବୋଲି ପ୍ରତିଶୃତି ଦେଇଥିଲେl ଏଠାରୁ ଏମ.ରାମପୁର ବ୍ଲକର ମାଣିକେରା, PWD, ID, ହରିହର ସାଗର, ରେତ ଇରୀଗେସନ ପ୍ରୋଜେକ୍ଟ ପରିଦର୍ଶନ କରି ସନ୍ଧ୍ୟାରେ ଭୁବନେଶ୍ୱର ଫେରି ଯାଇଥିଲେ l ଏଥିରେ ଉଠା ଜଳସେଚନ ର ବିଭାଗୀୟ ଅଧିକାରୀ ଗଣ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like