-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ଆମ ସାଥିରେ ଚାରିଟେବୁଲ ଆସୋସିଏସନ ପକ୍ଷରୁ ସାମ୍ବାଦିକ ଉଗ୍ରସେନ କର୍ମୀ ସମ୍ବର୍ଦ୍ଧିତ l

09-Sep-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 କଟକ ସ୍ଥିତ ଟାଉନ ହଲ ଠାରେ ଆମ ସାଥିରେ ଚାରିଟେବୁଲ ଆସୋସିଏସନ୍ ପକ୍ଷରୁ  ଗୁରୁଦିବସ ପାଳିତ ହେବା ସହ ପ୍ରତିଭା ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି l ଆମ ସାଥିରେ ପ୍ରତିଷ୍ଠାତ୍ରୀ ଦେବଶ୍ରୀ ଛାଟୋଇ ଏବଂ ସଭାପତି ପ୍ରଦୀପ୍ତ କୁମାର ନାୟକ ଙ୍କ ଅଧ୍ୟକ୍ଷତାରେ କଟକ ଟାଉନ୍ ହଲ୍ ଠାରେ ଅନୁଷ୍ଠିତ ହୋଇଥିବା ଏହି କାର୍ଯ୍ୟକ୍ରମରେ ଉଦଘାଟକ ଭାବେ ଡକ୍ଟର ଅଭୟ ରଞ୍ଜନ ପଟ୍ଟନାୟକ,ଡାକ୍ତର ଆଲୋକ ସାହୁ ,  ମୁଖ୍ୟ ଅତିଥି ଭାବେ କଟକ ବିଜେପି ମହିଳା ମୋର୍ଚ୍ଚା ନେତ୍ରୀ ସ୍ମୃତି ପଟ୍ଟନାୟକ, ମୁଖ୍ୟ ବକ୍ତା  ବିଶ୍ୱଜିତ୍ ସୂର୍ଯ୍ୟବଂଶୀ, ଅତିଥି ମଧୁସ୍ମିତା ବାରିକ, ସୁରେଶ ମହାନ୍ତି,ସମାଜସେବୀ କାନ୍ତା ରାଓ ପ୍ରମୁଖ ଯୋଗଦେଇଥିଲେ। ଓଡିଶା ର ବିଭିନ୍ନ ଅଞ୍ଚଳ ରୁ ଆସିଥିବା 
 ସମାଜ କୁ ଭଲ ପାଉଥିବା ବ୍ୟକ୍ତି  ତଥା ସାମାଜିକ ଅନୁଷ୍ଠାନ ମାନଙ୍କୁ ଉକ୍ତ କାର୍ଯ୍ୟକ୍ରମରେ  ସମ୍ବର୍ଦ୍ଧିତ କରାଯାଇଥିଲା।  ଏହି ଅବସରରେ ସୁବର୍ଣ୍ଣପୁର ର ସାମ୍ବାଦିକ ଉଗ୍ରସେନ କର୍ମୀ ଙ୍କୁ ଆମ ସାଥିରେ ପକ୍ଷରୁ ଟ୍ରଫି ଓ ଉପଢୌକନ ଦେଇ ସମ୍ବର୍ଦ୍ଧିତ କରାଯାଇଛି l କାର୍ଯ୍ୟକ୍ରମ ଟିକୁ ଟ୍ରଷ୍ଟି ପ୍ରେମାନନ୍ଦ ପରିଡ଼ା, ଜଗନ୍ନାଥ ସ୍ବାଇଁ, ଦିଲୀପ ଗିରି , ବିବେକାନନ୍ଦ ଦଳେଇ ପ୍ରମୁଖ  ସମ୍ପାଦନ କରିଥିଲେ । କୁନି କୁନି ଝିଅ ମାନଙ୍କ ଦ୍ୱାରା ଓଡିଶୀ, ସମ୍ବଲପୁରୀ ନୃତ୍ୟ ପରିବେଷଣ କରାଯାଇଥିଲା l ଶେଷରେ ଶିଶିର ରଥ ଧନ୍ୟବାଦ୍ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like