-+91-9937148622 |

prerana_bgr@rediffmail.com |

  Wednesday 16th September 2026 |

| | | |

R.N.I. Regd No. ODIODI/2010/46693

Breaking News

ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||     

HOME   ଜିଲ୍ଲା

ବିଜେପି ର ନୂଆଁଖାଇ ଭେଟଘାଟ,ଜୁହାର ଭେଟ ଓ ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଲୁକିଲା ମଞ୍ଚ।

09-Sep-2025



କୋକସରା   (ତ୍ରିନାଥ ବେଶ୍ରା )
ନୂଆଁଖାଇ ଏକ ଏମିତିକା ପର୍ବ  ଯାହା ଭାଇଚାରା,ପରମ୍ପରା ଓ ସାମାଜିକ ନିଦର୍ଶନ କୁ ଏକ ସୂତ୍ରରେ ବାନ୍ଧି ନିଜର ପରିବାର ଜାତି ସମାଜ କୁ ଏକ ସୁତ୍ରରେ ଏକତା ର ବାର୍ତ୍ତା ଦେଇଥାଏ। ସେ ରାଜନୀତି କ୍ଷେତ୍ରରେ ହେଉ ଅବା ସାମାଜିକ କ୍ଷେତ୍ରରେ ହେଉ ନୂଆଁଖାଇ ପର୍ବ ର ଗାରିମାମୟ ଇତିହାସ ସବୁବେଳେ ପଶ୍ଚିମ ଓଡ଼ିଶାର ଲୋକଙ୍କ ମନରେ ଏକ ପ୍ରମୁଖ ସ୍ଥାନ ନେଇ ପରମ୍ପରା କୁ ବଜାୟ ରଖିବା ପ୍ରୟାସ ଜାରି ରହିଛି। ସେହି ନିଆଁରା ପରମ୍ପରା କୁ ବଜାୟ ରଖିବା ପାଇଁ ମଙ୍ଗଳବାର କୋକସରା ବ୍ଲକ ଭାରତୀୟ ଜନତା ପାର୍ଟି ପକ୍ଷରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ କୋକସରା ଧାନ ମଣ୍ଡିରେ ଅନୁଷ୍ଠିତ ହୋଇଯାଇଛି।
 କାର୍ଯ୍ୟକ୍ରମରେ ଜିଲ୍ଲା ଭାଜପା ସଭାପତି ଯୁଗଳ କିଶୋର ପୋଢ଼ ଙ୍କ ସଭାପତିତ୍ୱରେ  ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ,ମୁଖ୍ୟ ବକ୍ତା ଭାବେ ପୂର୍ବତନ ଜିଲ୍ଲା ସଭାପତି ଧନଞ୍ଜୟ ପାତ୍ର , ବିଜେପି ଜିଲ୍ଲା ଉପ ସଭାପତି ମୁକେଶ ଅଗ୍ରୱାଲ, ଲକ୍ଷ୍ମୀକାନ୍ତ ବାଗ ,ଜିଲ୍ଲା ସାଧାରଣ ସମ୍ପାଦକ ଜୟଶଙ୍କର ନାଏକ , ଜିଲ୍ଲା ଯୁବମୋର୍ଚ୍ଚା ସଭାପତି ବିଜୟ ଦେବ ସାହୁ,ଯୁବମୋର୍ଚ୍ଚା ବଲାଙ୍ଗୀର ପ୍ରଭାରୀ ହିମାଂଶୁ ପଣ୍ଡା ,ଯୁବ ମୋର୍ଚ୍ଚା ସାଧାରଣ ସମ୍ପାଦକ ନରହରି ପଟ୍ଟନାୟକ, ଧର୍ମଗଡ ବ୍ଲକ ରୁ ଅପ୍ରେସ ସ୍ୱାଇଁ, ସୌରଭ ମିତ୍ତଳ, କୋକସରା ବ୍ଲକ ର ୩ ମଣ୍ଡଳ ସଭାପତି ଧର୍ମବ୍ରତ ପଣ୍ଡା, ବସନ୍ତ ନାଗ, ମଧୁବନ ପାତ୍ର, ଜିଲ୍ଲା ପ୍ରତିନିଧି ଦୁର୍ଗା ପ୍ରଧାନୀ, ଅର୍ଜୁନ ଭାଟି, ଚକ୍ରଧର ନାଏକ,ବରିଷ୍ଠ ନେତା ନୀଳକଣ୍ଠ ମାଝୀ,ଗରୁଡ଼ ଧ୍ଵଜ ମାଝୀ,ରାଜ୍ୟ କାର୍ଯ୍ୟ କାରିଣୀ ସଦସ୍ୟା କୁନ୍ତୀ ପାଳ ମଞ୍ଚାସିନ ରହିଥିବା ବେଳେ
 କୋକସରା ବ୍ଲକ ର ବିଭିନ୍ନ ପଞ୍ଚାୟତ ର ସରପଞ୍ଚ ଓ ଅନ୍ୟ ଜନ ପ୍ରତିନିଧି ମାନେ ଉପସ୍ଥିତ ଥିଲେ।

ସେମାନଙ୍କୁ ମଧ୍ୟ ଦଳ ପକ୍ଷରୁ ଉତ୍ତରୀୟ ଦେଇ ସ୍ୱାଗତ ସମ୍ବର୍ଦ୍ଧନା ଜଣାଇଥିଲେ।ନୂଆଁଖାଇ ଭେଟଘାଟ ଅବସରରେ ପ୍ରଥମେ ଇଷ୍ଟଦେବୀ ଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ ପରେ ନୂଆଁଖାଇ ଜୁହାର ଭେଟ ସହ ଶୁଭେଚ୍ଛା ଜଣାଇଥିଲେ। ଏହି ଅବସରରେ ମଞ୍ଚରେ ଉପସ୍ଥିତ ସମସ୍ତ ନେତୃବୃନ୍ଦ ଆମର ପଶ୍ଚିମ ଓଡ଼ିଶାର ସଂସ୍କୃତି ଆମର ପରମ୍ପରା କୁ ନେଇ ମତ ବ୍ୟକ୍ତ କରିବା ସହ ବିଜେପି ରାଜ୍ୟ ସରକାର କୃଷି ଓ କୃଷକ ଙ୍କ ବିକାଶ ପାଇଁ ସଦା ସର୍ବଦା ପ୍ରୟାସ ଜାରି ରଖିଛନ୍ତି ବୋଳି କହିଥିଲେ। କାର୍ଯ୍ୟକ୍ରମ କୁ ମଞ୍ଚ ସଂଯୋଜନାରେ ବରିଷ୍ଠ ବିଜେପି ନେତା ତ୍ରିନାଥ ଶବର ସହଯୋଗ କରିଥିବା ବେଳେ ଆମପାଣି ମଣ୍ଡଳ ସଭାପତି ମଧୁବନ ପାତ୍ର ଧନ୍ୟବାଦ ଅର୍ପଣ କରିଥିଲେ। ଏହି ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ ଅବସରରେ ବିଭିନ୍ନ ଲୋକକଳା ଓ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। କାର୍ଯ୍ୟକ୍ରମ ପରିଚାଳନା ରେ କୋକସରା ବ୍ଲକ ର ୩ ଗୋଟି ମଣ୍ଡଳ ର ଶତାଧିକ କର୍ମକର୍ତ୍ତା ମାନେ ସହଯୋଗ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   15-Sep-2026

You Might Also Like