-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର କାର୍ଯ୍ୟକାରିଣୀ ବୈଠକ

09-Sep-2025



ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର କାର୍ଯ୍ୟକାରିଣୀ ବୈଠକ ସ୍ଥାନୀୟ ସିଭିଲ କୋର୍ଟ ବାର୍ ହଲ୍ ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ସଂଘର ବିଭିନ୍ନ ସାଂଗଠନିକ  ପ୍ରସ୍ତୁତି ଓ ଆଗାମୀ କାର୍ଯ୍ୟପନ୍ଥା ବିଷୟରେ ଆଲୋଚନା ହୋଇଥିଲା । ଓକିଲ ଓ ଜନସାଧାରଣଙ୍କ ସୁବିଧାଦୃଷ୍ଟିରୁ ବଲାଙ୍ଗୀର ମୁନିସିପାଲିଟି ଅନ୍ତର୍ଗତ ସୁଦପଡାର ଜେଲ୍‌ଖାନା ପାଖରେ ପ୍ରସ୍ତାବିତ ସିଭିଲ କୋର୍ଟ ନିର୍ମାଣ ବଦଳରେ ବସ ଟର୍ମିନାଲ ପାଖ ସ୍ଥାନ ହିଁ ସିଭିଲ କୋର୍ଟ ପାଇଁ ଉପଯୁକ୍ତ ସ୍ଥାନ ବୋଲି ମତପ୍ରକାଶ ପାଇଥିଲା । ରାଜ୍ୟସରକାର ତାଙ୍କ ନିଷ୍ପତ୍ତି ପରିବର୍ତ୍ତନ କରି ବସଟର୍ମିନାଲ ପାଖରେ ସିଭିଲ କୋର୍ଟ ନିର୍ମାଣ କରିବାକୁ ପ୍ରସ୍ତାବ ଆଗତ କରାଯାଇଥିଲା । ଆସନ୍ତାକାଲି ମାନ୍ୟବର ରାଜସ୍ୱ ମନ୍ତ୍ରୀ ସୁରେଶ ପୂଝାରୀଙ୍କ ବଲାଙ୍ଗୀର ଆଗମନ ଅବସରରେ ଓକିଲ ସଂଘ ପକ୍ଷରୁ ଏକ ପ୍ରତିନିଧି ଦଳ ମନ୍ତ୍ରୀଙ୍କୁ ସାକ୍ଷାତ କରି ଏ ସଂପର୍କରେ ଅବଗତ କରାଇବାକୁ ନିଷ୍ପତ୍ତି ହୋଇଥିଲା । ଏ  ସଂକ୍ରାନ୍ତରେ ଜିଲ୍ଲା ଦୌରାଜଜ୍ ଙ୍କୁ ମଧ୍ୟ ସଂଘ ପକ୍ଷରୁ ଏକ  ଦାବି ପତ୍ର ପ୍ରଦାନ କରାଯାଇଥିଲା l ଜିଲ୍ଲା ଓକିଲ ସଂଘର ସଭାପତି ବାସୁଦେବ ରଥଙ୍କ ପୌରହିତ୍ୟରେ ଅନୁୁଷ୍ଠିତ ଏହି ବୈଠକରେ ସଂଘର ସଂପାଦକ ସଂଜୟ ବଗର୍ତ୍ତୀଙ୍କ ସମେତ ଯୁଗ୍ମ ସଂପାଦକ ସୁମିତ ଖୁଆସ, ସରୋଜ ଗୁପ୍ତା, ଆର୍ତ୍ତତ୍ରାଣ ପୁରୋହିତ, ଦିପ୍ତି ଶର୍ମା, ପ୍ରମୋଦ ତ୍ରିପାଠୀ, ଚନ୍ଦ୍ର ଶେଖର ମିଶ୍ର, ମଳୟ ରଂଜନ ଗଡତ୍ୟା, ଗୋବିନ୍ଦ ମହାନ୍ତି, ସବିତାରାଣୀ ମିଶ୍ର, ରାଜେନ୍ଦ୍ର ମିଶ୍ର, ସମୀର ମିଶ୍ର, ଶିବଦତ୍ତ ଦ୍ୱିବେଦ ପ୍ରମୁଖ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like