-+91-9937148622 |
prerana_bgr@rediffmail.com |
Wednesday 6th May 2026 |
R.N.I. Regd No. ODIODI/2010/46693
Breaking News
27-Jan-2021
ବଲାଙ୍ଗୀର, (ସନ୍ତୋଷ କୁମାର ଠାକୁର)-୭୨ତମ ସାଧାରଣତନ୍ତ୍ର ଦିବସ ଅବସରରେ ଜିଲ୍ଲା ଓକିଲ ସଂଘ ପକ୍ଷରୁ ସ୍ଥାନୀୟ ଭୀମ ଭୋଇ ମେଡିକାଲ କଲେଜ ଓ ହସ୍ପିଟାଲର ମେଡିସିନ ୱାର୍ଡରେ ରୋଗୀ ମାନଙ୍କୁ ଫଳ ବଂଟନ କରାଯାଇଥିଲା । ଜିଲ୍ଲା ଓକିଲ ସଂଘର ସଭାପତି ପ୍ରବୀଣ ମିଶ୍ର ଓ ସଂପାଦକ ବାସୁଦେବ ରଥଙ୍କ ଆବାହକତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ସଂଘର ବହୁ ସଭ୍ୟା/ସଭ୍ୟା ଯୋଗ ଦେଇ କାର୍ଯ୍ୟକ୍ରମକୁ ସାଫଲ୍ୟମଣ୍ଡିତ କରିଥିଲେ ।