-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ ନାଗରିକ ସଂଗଠନର ପ୍ରତିନିଧିଙ୍କ ଦ୍ଵାରା ଉପଖଣ୍ଡ ଡ଼ାକ୍ତରଖାନା ପରିଦର୍ଶନ - ବିଭିନ୍ନ ସମସ୍ୟା ପାଇଁ ଦାବି ପତ୍ର

09-Sep-2025



ବୀରମହାରାଜପୁର,(ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ସଦର ସ୍ଥିତ ବରିଷ୍ଠ ନାଗରିକ ସଂଗଠନର କର୍ମକର୍ତ୍ତା  ମଙ୍ଗଳବାର ସ୍ଥାନୀୟ ଉପଖଣ୍ଡ ଡ଼ାକ୍ତରଖାନା ପରିଦର୍ଶନ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଓ ଜିଲ୍ଲା ଜନସ୍ବାସ୍ଥ୍ୟ ଅଧିକାରୀ ଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ସ୍ଥାନୀୟ ଅଧୀକ୍ଷକ ଙ୍କ ଜରିଆରେ ପ୍ରେରଣ କରାଯାଇଛି ।  ଉପଖଣ୍ଡ ଡାକ୍ତରଖାନାରେ ଏକ ଡାଇଲିସିସ୍ ସେଣ୍ଟର ସ୍ଥାପନ କରିବା,ବ୍ଲଡ୍ ବେଙ୍କ ଖୋଲିବା,ସାପ ଓ କୁକୁର କାମୁଡ଼ା ଭେକ୍‌ସିନ୍ ମହଜୁଦ ରଖିବା ଓ ବରିଷ୍ଠ ନାଗରିକଙ୍କ ପାଇଁ ଏକ ସ୍ବତନ୍ତ୍ର ଧାଡ଼ି ମାଧ୍ୟମରେ ଡାକ୍ତର ଙ୍କୁ ସ୍ବାସ୍ଥ୍ୟ ଦେଖାଇବା ଆଦି ବିଷୟ ଏହି ସ୍ମାରକପତ୍ରରେ ଉଲ୍ଲେଖ ରହିଛି।ଏହି ପ୍ରତିନିଧି ଦଳ ଡାକ୍ତରଖାନାର ଭାର ପ୍ରାପ୍ତ ଅଧୀକ୍ଷକ ଡାକ୍ତର ସ୍ବରୂପ ବେହେରାଙ୍କୁ ସ୍ମାରକପତ୍ର ପ୍ରଦାନ କରିବା ପରେ ଡାକ୍ତର ଶ୍ରୀ ବେହେରା ସମସ୍ତ ବିଭାଗ ବୁଲାଇ ଦେଖାଇଥିଲେ ଓ ସୁବିଧା ଅସୁବିଧା ଅବଗତ କରାଇଥିଲେ। ଆବଶ୍ୟକ ସଂଖ୍ୟକ ଡାକ୍ତର ଓ କର୍ମଚାରୀ ନ ଥିବାରୁ କେତେକାଂଶରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି ବୋଲି କହିଥିଲେ। ଡାକ୍ତରଖାନା ପରିସର ପରିଷ୍କାର ପରିଚ୍ଛନ୍ନତା ଉପରେ ବିଶେଷ ଧ୍ୟାନ ଦେବାକୁ ପ୍ରତିନିଧି ଦଳ ପରାମର୍ଶ ଦେଇଥିଲେ।ଏହି ଅବସରରେ ଅନ୍ତର୍ବାସୀ ରୋଗୀ ମାନଙ୍କୁ ବରିଷ୍ଠ ନାଗରିକ ସଂଗଠନ ତରଫରୁ ମିଷ୍ଟାନ୍ନ, ବିସ୍କୁଟ ଓ ଫଳ ବିତରଣ କରା ଯାଇଥିଲା। ପ୍ରତିନିଧି ଦଳରେ ସଭାପତି ଡକ୍ଟର ପ୍ରଫୁଲ୍ଲ ରଥ,ସଂପାଦକ ସନ୍ତୋଷ ଷଡ଼ଙ୍ଗୀ, ସଦସ୍ୟ ପ୍ରତାପ ଶଙ୍କର ପାଣିଗ୍ରାହୀ, ଡକ୍ଟର ଦ୍ବିତୀକୃଷ୍ଣ ପଣ୍ଡା,ବାସୁଦେବ ପଣ୍ଡା, କୃଷ୍ଣଚନ୍ଦ୍ର ପାଢ଼ୀ,ସତ୍ୟ ନାରାୟଣ ନାୟକ,ଚମରା ମହାକୁର,ସୁରୁ ସାହୁ, ନାରାୟଣ ପ୍ରସାଦ ନାୟକ, ଦିଲ୍ଲିପ ମିଶ୍ର, ବଳରାମ କାଣ୍ଡ, ଜୀତେନ୍ଦ୍ର ପ୍ରଧାନ ,ଅକ୍ରୂର ଚରଣ ଦନ୍ତା ପ୍ରମୁଖ ରହିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like