-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||     

HOME   ଜିଲ୍ଲା

ସୁବର୍ଣ୍ଣପୁର ର ଅପହୃତ ନାବାଳକ ଆୟୁଷ ପୁରୀ ରୁ ଉଦ୍ଧାର - ସାମ୍ୱାଦିକ ସମ୍ମିଳନୀରେ ସୂଚନା ଦେଲେ ସୁବର୍ଣ୍ଣପୁର ଏସପି*--

09-Sep-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ମଧ୍ୟପ୍ରଦେଶର ତିନି ଜଣ ଦୁର୍ବୃତ୍ତଙ୍କ ଦ୍ବାରା ଅପହୃତ ସୋନପୁର ର ନଅ ବର୍ଷ ର ନାବାଳକ କୁ ଗତ ରାତି ୧ ଟା ରେ ପୁରୀ ମାର୍କେଟ୍ ଛକ ସ୍ଥିତ ମହାୱର ଗେଷ୍ଟ୍ ହାଉସ୍‌ରୁ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ସମ୍ପୃକ୍ତ  ମଧ୍ୟପ୍ରଦେଶ ର ୩ ଜଣ ଅଭିଯୁକ୍ତ ପୁରୀ ରୁ ଖସି ଯାଇଛନ୍ତି । ତେବେ ସେମାନେ ବ୍ୟବହାର କରୁଥିବା କାର ଓ଼ ଏକ ମାଉଜର କୁ ଜଗନ୍ନାଥ ବଲ୍ଲଭ ପାର୍କିଂ ରେ ପୋଲିସ ପାଇଛି । ୭ ତାରିଖ ରାତି ସୋନପୁର ସହର ୧୦ ନମ୍ବର ୱାର୍ଡ଼ ର ପଟାଭାଡ଼ିରୁ ବାଳକକୁ ଅପହୃତ କରଯାଇଥିଲା l ବିଶ୍ୱସ୍ତ ସୂତ୍ରରୁ ଖବର ପାଇବା ପରେ ପୁରୀ ଏସ୍‌ପି ଏସ ପ୍ରତୀକ ସିଂହ ଓ ସିଟିଡିଏସପି ଙ୍କ ଉଦ୍ୟମ ରେ ବିଭିନ୍ନ ଥାନାର ଆଇଆଇସି ଘଟଣାସ୍ଥଳରେ ପହଞ୍ଚି ସନ୍ଧାନୀ କୁକୁର ସହାୟତାରେ ତନାଘନା ଚଳାଇ ଥିଲେ । ପୋଲିସ ଡିଜି ଏବଂ ଉତ୍ତରାଞ୍ଚଳ ଆଇଜି ଙ୍କ ତତ୍ୱାବଧାନରେ ପୁରୀ ଓ଼ ସୁବର୍ଣ୍ଣପୁର ଏସପି ଙ୍କ ଉଦ୍ୟମରେ ଦୁଇଟି ସାଈବର ଟିମ ଙ୍କ ପ୍ରଚେଷ୍ଟା ରେ  ଅପହୃତ ନାବାଳକ କୁ  ସୁରକ୍ଷିତ ଉଦ୍ଧାର କରିଥିବା ବିଷୟ ଏସପି ପ୍ରକାଶ କରିଛନ୍ତି l ସୁବର୍ଣ୍ଣପୁର  ଜିଲ୍ଲା ପୋଲିସ ର ଏକ ସ୍ବତନ୍ତ୍ର ଟିମ ଆଜି ସକାଳେ ପୁରୀ ପହଞ୍ଚି ପୁରୀ ପୋଲିସ ପାଖରୁ  ସୁରକ୍ଷିତ ଭାବେ ଆଣି ସୋନପୁର ଥାନା ରେ ରଖିଥିବା ଓ ଅପହୃତ ନାବାଳକ ର ବାପା ଶ୍ରଦ୍ଧା କର ନାଏକ ଓ ମାଆ ମନ୍ଦାକିନୀ ନାଏକ  ଙ୍କୁ ହସ୍ତାନ୍ତର କରି ଥିବା ବିଷୟ ଆଜି ସଂଧ୍ୟାରେ ସୁବର୍ଣ୍ଣପୁର ଏସପି ଏକ ସାମ୍ୱାଦିକ ସମ୍ମିଳନୀରେ ବାଳକ ର ବାପା ମା ଆଗରେ  ସବୁ ବିଷୟ ସୂଚନା ଦେଇଛନ୍ତି l

ଟଙ୍କା ପାଇଁ ଆୟୁଷ କୁ ଅପହରଣ କରି ନିଆ ଯାଇଥିବା କଥା ଅପହୃତ ନାବାଳକ ର ବାପା ମାଆ  ସୁବର୍ଣ୍ଣପୁର ପୋଲିସ କୁ  ଓ ସାମ୍ୱାଦିକ ଙ୍କୁ କହିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ ଯେ, ସୋନପୁର ସହର ପଟାଭାଡ଼ିର ଉକ୍ତ ବାଳକ ଆୟୁଷ ରବିବାର ନିକଟସ୍ଥ ଏକ ଫାଷ୍ଟଫୁଡ ଦୋକାନକୁ ଚାଉମିନ ଖାଇବାକୁ ଯାଇଥିଲା । ସେଠାରୁ ବାଳକ କୁ ବିଭିନ୍ନ ପ୍ରଲୋଭନ ଦେଖାଇ ଅପହରଣ କରି ନିଆଯାଇଥିବା ପରିବାର ଲୋକେ ରବିବାର ରାତି ୧ ଟା ରେ ଥାନାରେ ଅଭିଯୋଗ କରିଥିଲେ | ଯାହାକି ୨୦ ଲକ୍ଷ ଟଙ୍କା ଦାବୀ କରି ଦୁବୃର୍ତ୍ତ ବାରମ୍ବାର ଫୋନ୍ ଚାର୍ଟିଂ ମାଧ୍ୟମରେ ଶ୍ରଦ୍ଧା କର କୁ ଧମକ ଦେଇଥିବା ବିଷୟ ସୂଚନା ମିଳିଛି l ସୁବର୍ଣ୍ଣପୁର ପୋଲିସ ଏକ ମାମଲା ରୁଜୁ କରି ତିନି ଗୋଟି ସ୍ଵତନ୍ତ୍ର ସ୍କ୍ୱାର୍ଡ ଗଠନ କରି   ଛାନଭିନ ଜାରି ରଖିଥିଲା ବୋଲି ଏସପି ଶ୍ରୀ ନାରାୟଣ ନାଏକ ଏହି ସମ୍ମିଳନୀରେ ସୂଚନା ଦେଇଛନ୍ତି । ଓ଼ ଅଭିଯୁକ୍ତ ମାନଙ୍କୁ ଧରିବା ପରେ  ଅପହରଣ ର ଅସଲ କାରଣ ଜଣା ପଡିବ ବୋଲି ଏସପି କହି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026
  ଜିଲ୍ଲା  
ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026
  ଜିଲ୍ଲା  
ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   16-Sep-2026

You Might Also Like