-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଆରମ୍ଭ ହେଲା "କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୫" ୫ମ ଅଡିଶନ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ସ୍ଥାନିତ ପାଇଁ ଯୋଜନା

10-Sep-2025



ସାଲେଭଟା(ପ୍ରେରଣା ଖବର): ଏଆର୍ ପ୍ରଡକ୍ସନ୍ ତରଫରୁ ହେଉଥିବା କୋଶଳ ସୁନ୍ଦରୀ ଆୱାର୍ଡ ୨୦୨୫ ପାଇଁ ଗତକାଲି  ଆଭାଷୀ ମାଧ୍ୟମରେ ଏକ ଅସ୍ଥାୟୀ କମିଟି ଘୋଷଣା ହୋଇ ଯାଇଛି।ଏଆର୍ ପ୍ରଡକ୍ସନ୍ ର ମୁଖ୍ୟ ଆରୁଷି ଅମୃତା ସରାଫ୍ ଙ୍କ ଆବାହନରେ ଏହି ବୈଠକ ହୋଇଥିଲା।ଏଥିରେ ସର୍ବସମ୍ମତି କ୍ରମେ ସୃତିସୁଧା ପଣ୍ଡା ସଂଜୋଜିକା ଏବଂ ସହନିର୍ଦ୍ଦେଶିକା, ହେମଲତା ନିଆଲ୍ ପୋଗ୍ରାମ ସଭାପତି,୨୦୨୨ କୋଶଳ ସୁନ୍ଦରୀ ବିଜେତା ଚୁମକି ମିଶ୍ର କାର୍ଯ୍ୟକାରୀ ସଭାପତି,୨୦୨୪ କୋଶଳ ସୁନ୍ଦରୀ ବିଜେତା ସୁନି ମେହେର ଉପସଭାପତି, ଲିଟିଲ୍ ନାୟକ ସଂପାଦିକା,ସିବପ୍ରିୟା ସାହୁ ସହସଂପାଦିକା ୨୦୨୩ କୋଶଳ ସୁନ୍ଦରୀ ବିଜେତା ଡକ୍ଟର ସସ୍ମିତା ମେହେର କୋସାଧ୍ୟକ୍ଷ,ସଙ୍ଗୀତା ଦୀପ ଉପସ୍ଥାପିକା ମନୋନୀତ ହୋଇ ଥିବା ବେଳେ ଝିଲି ରଣା,ଛନ୍ଦାଚରଣ ଭୋଇ,ମଗସିର ସାହୁ, ନାରଦ ସାହୁ ପ୍ରଚାରପ୍ରସାର ଦାଇତ୍ବରେ ରହିଥିବା ଜଣା ଯାଇଛି।ସେହି ଭଲି କିଶୋର ହୋତା,ଅଶୋକ କୁମାର ସାହୁ, ତଥାଗତ ସ୍ବାଇଁ,କିଷାନ ଅଗ୍ରୱାଲ,ବିରାଜ ନନ୍ଦ ପାଢୀ,ଆଲୋକ ମେହେର୍,ସଂଗ୍ରାମ କୁମାର ପଣ୍ଡା, ମୀନକେତନ ଦାଶ (ଛତିସଗଡ)ବନମାଲି ଭୁଏ,ରିଙ୍କି ସରାଫ୍ ପ୍ରମୁଖ ପରିଚାଳନା ଦାଇତ୍ବରେ ରହିଛନ୍ତି।କୋଶଳ ସୁନ୍ଦରୀ ପାଇଁ ପ୍ରକାଶିତ ହେବାକୁ ଥିବା ସ୍ବରଣିକାର ପ୍ରକାଶିକା ଭାବରେ ହେମଳତା ନିଆଲ, ସହ ପ୍ରକାଶିକା ଡକ୍ଟର ସସ୍ମିତା ମେହେର, ସଂପାଦକ ଅକ୍ଷୟ ସରାଫ୍ ,ସହ ସଂପାଦିକା ସଙ୍ଗୀତା ଦିପ, ସଂପାଦନା ମଣ୍ଡଳିରେ ସୃତି ସୁଧା ପଣ୍ଡା, ମୀନା ପଣ୍ଡା,ଛନ୍ଦା ଚରଣ ଭୋଇ, ବନମାଳୀ ଭୁଏ ରହିଛନ୍ତି।ଏଥର କୋଶଳ ସୁନ୍ଦରୀ ଆୱାର୍ଡ କୁ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ସ୍ଥାନିତ କରିବାକୁ କହିଛନ୍ତି  ପୋଗ୍ରାମର ନିର୍ଦେଶକ ଅକ୍ଷୟ ସରାଫ୍।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like