-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଯୋଗାଣ ସହାୟକ ଙ୍କ ଦାଦାଗିରି

10-Sep-2025



କନ୍ଧମାଳ ଜିଲ୍ଲା ଚକପାଦ ବ୍ଲକର ଅନ୍ତର୍ଗତ କୁସୁମେଣ୍ଡି ପଞ୍ଚାୟତ ଅଧୀନରେ ଥିବା ପଣସ ପଦର ଗାଁ ର  --ସରମିତା ନାୟକ ଓ ସସ୍ମିତା ନାୟକଙ୍କ ଅନୁପସ୍ଥିତ ରେ ବାଇଓ ମେଟ୍ରିକ କୁ ଜାଲିଆତି କରି ଚାଉଳ  ଉଠାଇ ଖାଇ ଦେଇଛି  ଯୋଗାଣ ସହାୟକ ସରୋଜ ଦଳ ବେହେରା ଚାଉଳ ହଡ଼ପ ବିଷୟରେ ଅଗଷ୍ଟ ତା-୪/୮/୨୦୨୫ରିଖରେ ଜିଲ୍ଲାପାଳ ଙ୍କ ନିକଟରେ ଅଭିଯୋଗ ହୋଇଥିଲା ଯାହା ଫଳରେ ଏବେ ତଦନ୍ତ ଚାଲିଛି ତଦନ୍ତ ପ୍ରତିକ୍ରିୟା କୁ ଚାପିଦେବା ପାଇଁ ଏପରି କାର୍ଯ୍ୟ ହୋଇଥାଇ ପାରେ ବୋଲି ଜନସାଧାରଣ ଆଲୋଚନା ହେଉଛି ଏହା ଉପରେ ଗଣ ମାଧ୍ୟମ ସୂଚନା ପାଇବା ପରେ ଲୋକ ଲୋଚନ କୁ ଆସି ଥିଲା l ଘଟଣା କୁ ଚାପି ଦେବା ପାଇଁ ହିତାଧିକାରୀ ଙ୍କ ନାମ ରେ ସରୋଜ ଦଳ ବେହେରା ସେହି ଝିଅକୁ ଆଶାଳିନ ଭାଷା କହିବା ସହିତ ରାତ୍ର ସାଢ଼େ ଏଗାର ଆସି ଝଗଡ଼ା ମଧ୍ୟ କରିଥିବା ସହିତ ଏକ କେସ ରୁଜୁ କଲେ l ସେହି ଦିନ ହିଁ ହିତାଧିକାରୀ ଝିଅ ଟି ସରୋଜ ଦଳ ବେହେରା ଙ୍କ ନାମ ରେ କେସ ରୁଜୁ କଲେ l
ଶେଷ ରେ ସରୋଜ ଦଳ ବେହେରା ଙ୍କ ନାମ ରେ ଲାଗିଛି  4 ଟି ଦଫା 296, 75,351(2), 3  ( 5) ଦୀର୍ଘ ଦିନ ଧରି ନିରୀହ ଗରିବ ଲୋକଙ୍କ  ଚାଉଳ ହଡପ କରି ଅଧିକ ସ୍ମାର୍ଟ ଦେଖାଇ ହେଉ ଥିବା ବ୍ୟକ୍ତି ର ମୁଖା ଖୋଲି ଦେଇଛି ଆଇନ ଅଭିଯୁକ୍ତ ଙ୍କ ବିରୋଧ ରେ ପୋଲିସ୍ ପ୍ରଶାସନ କଣ କାର୍ଯ୍ୟ ଅନୁଷ୍ଟାନ ଗ୍ରହଣ କରୁଛି ତାହା ଦେଖିବାକୁ ବାକି ରହିଲା


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like