-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ଏକ ଦିବସୀୟ ମହିଳା ମଙ୍ଗଳ ଅଭିଯାନ ପରିକଳ୍ପନା ର ପ୍ରଶିକ୍ଷଣ ଶିବିର ।

10-Sep-2025



ବରପାଲି (ସୁଦାମ ଦୀପ)
ବରଗଡ଼ ଜିଲ୍ଲା ଅନ୍ତର୍ଗତ ବରପାଲି ସ୍ଥିତ ମାରୱାଡି ଧର୍ମଶାଳା ଠାରେ ମାଁ ଫାଉଣ୍ଡେସନ ଚୌଦ୍ଵାର ଓ  ରତ୍ନାଭି ଫାଉଣ୍ଡେସନ ବିଜେପୁର ର ମିଳିତ ଆନୁକୂଲ୍ୟରେ ମହିଳା ମଙ୍ଗଳ ଅଭିଯାନ ପରିକଳ୍ପନା  ବିଷୟ କୁ ନେଇ ଏକ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମା ଫାଉଣ୍ଡେସନ ର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶକ  ଅମ୍ବିକା କୁମାର ଲେଙ୍କା, କୌଶଲ୍ୟା ସାହୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଅନୁଷ୍ଠିତ କାର୍ଯ୍ୟକ୍ରମରେ ରତ୍ନାଭି ଫାଉଣ୍ଡେସନ ର ଚେୟାରମ୍ଯାନ  ରତ୍ନମାଲା ଗୁରୁ ,ସମ୍ପାଦକ  ଭଗବାନ ଦାଶ, ଏମ୍.ଡି କମ୍ ସିଇଓ  ଶୁଭେନ୍ଦୁ ଶେଖର ଗୁରୁ, କୋଷାଧ୍ୟକ୍ଷ  ରବିନାରାୟଣ ଗୁରୁ ଉପସ୍ଥିତ ଥିଲେ। ପ୍ରଶିକ୍ଷଣ ଶିବିର କୁ ରତ୍ନାଭି ଫାଉଣ୍ଡେସନ ର ପ୍ରକଳ୍ପ ମୁଖ୍ୟ ରୁଦ୍ରପ୍ରସାଦ ଗୁରୁ ପରିଚାଳନା କରିଥିଲେ । ପ୍ରଶିକ୍ଷଣ ଶିବିର ରେ କେବଳ ମହିଳା ମାନଙ୍କୁ ହେଉ ଥିବା ଗର୍ଭାଶୟ କ୍ଯାନ୍ସର କାରଣ ଓ ନିରାକରଣ ବିଷୟ ରେ ସମ୍ପୂର୍ଣ୍ଣ ଆଲୋଚନା କରିଥିବାବେଳେ ମହିଳା ମଙ୍ଗଳ ଅଭିଯାନ ପରିକଳ୍ପନା ର ସମ୍ପୂର୍ଣ୍ଣ ଦିଗପ୍ରତି ସଚେତନ କରାଇ ଥିଲେ । ଉକ୍ତ ଶିବିରରେ ବରଗଡ଼, ବଲାଙ୍ଗୀର, କଳାହାଣ୍ଡି, ସୁବର୍ଣ୍ଣପୁର, ଝାରସୁଗୁଡ଼ା ଆଦି ଜିଲ୍ଳାରେ ନିଯୁକ୍ତି ପାଇଥିବା ଫାଉଣ୍ଡେସନ ର ସମସ୍ତ ଜିଲ୍ଲା ସଂଯୋଜକ, ବ୍ଲକ ସଂଯୋଜକ, ପଞ୍ଚାୟତ ସଂଯୋଜକ ମାନେ ଅଂଶଗ୍ରହଣ କରିଥିଲେ। ।ରତ୍ନାଭି ଫାଉଣ୍ଡେସନ ପାଇଁ ନିଷ୍ଠା ର ସହ କାର୍ଯ୍ୟ କରିଥିବା ଝାରସୁଗୁଡ଼ା ର ସଂଯୋଜକ  ହେମନ୍ତ ପୋଖରା ଓ ସଇଁତଳା ବ୍ଳକ ସଂଯୋଜକ ପ୍ରତାପ ରଣା ଙ୍କୁ ମାନପତ୍ର ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ପରି ଶେଷ ରେ କଳାହାଣ୍ଡି ଜିଲ୍ଲା ସଂଯୋଜକ ଯୁଧିଷ୍ଠିର ଯୋଶୀ ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ। ।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like