-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||      ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||     

HOME   ଜିଲ୍ଲା

ସ୍କ୍ୟାଇଲାଇଟ ଭାଙ୍ଗି ଦୋକାନରୁ ନଗଦ ୨୨ହଜାର ଟଙ୍କା ଓ ସାମଗ୍ରୀ ଚୋରୀ

10-Sep-2025



ବିନିକା(ହିମାଂଶୁ ଶେଖର ପୁଟେଲ) ସୁବର୍ଣ୍ଣପୁର ଜିଲ୍ଲା ବିନିକା ସହର ବସଷ୍ଟାଣ୍ଡ ସମ୍ମୁଖରେ ଥିବା ମା ମାହେଶ୍ୱରୀ ଫେନସି ଷ୍ଟୋର ଦୋକାନ ସ୍କାଇଲାଇଟ ଭାଙ୍ଗି ଗତକାଲି ମଙ୍ଗଳବାର ବିଳମ୍ବିତ ରାତ୍ରିରେ ଚୋରି ହୋଇଥିବା ବିନିକା ଥାନାରେ ଲିଖିତ ଅଭିଯୋଗ ହୋଇଛି l ସୂଚନା ଯୋଗ୍ୟ ଯେ ଆଜି ସକାଳେ ଦୋକାନ ମାଲିକ କପିଳେଶ୍ୱର ପାତ୍ର ଦୋକାନ ସଟର ଖୋଲି ଭିତରକୁ ଯିବା ପରେ ଦୋକାନର ସାମଗ୍ରୀ ଛିନ୍ନ ଛତ୍ର ହୋଇପଡିଥିଲା l ପରେ ଦୋକାନ ଭିତତକୁ ଯାଇ ଦେଖିବା ପରେ ଦୋକାନରେ ଥିବା ବିଭିନ୍ନ ପ୍ରକାରର ସାମଗ୍ରୀ ଚୋରି ହେବା ସହ ଦୋକାନ ଡ୍ର ରେ ଥିବା ନଗଦ ୨୨ହଜାର ଟଙ୍କା ମଧ୍ୟ ଚୋରି ହୋଇଥିବା ଦେଖିଥିଲେ l ସେହିପରି ୧୫ରୁ ଊର୍ଦ୍ଧ୍ବ ଟଙ୍କାର ବିଭିନ୍ନ ପ୍ରକାରର ଫେନସି ସାମଗ୍ରୀ ହଜାର ଟଙ୍କାର ସାମଗ୍ରୀ ଚୋରୀ ହୋଇଥିବା ଜଣାପଡିଥିଲା । ଏନେଇ ଦୋକାନ ମାଲିକ ଶ୍ରୀ ପାତ୍ର ଥାନାରେ ଲଖିତ ଅଭିଯୋଗ କରିବା ପରେ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଅଧିକ ତଦନ୍ତ ପାଇଁ ସାଇଣ୍ଟିଫକ ଟିମକୁ ମଧ୍ୟ ପୋଲିସ ଖବର ଦେଇଥିବା ସୂଚନା ଦେଇଛି l ତେବେ ଏଠାରେ ପ୍ରଶ୍ନ ଉଠୁଛି ଜନବହୁଳ ବସଷ୍ଟାଣ୍ଡ ପରିସରରେ ରାତ୍ରି ସମୟରେ ପୋଲିସ ତରଫରୁ  ପେଟ୍ରୋଲିଙ୍ଗ କରାଯାଉଛି ।ସେହିପରି ବସଷ୍ଟାଣ୍ଡକୁ ଆସୁଥିବା ଯାତ୍ରୀ ମାନଙ୍କ ସୁରକ୍ଷା ପାଇଁ ବିଭିନ୍ନ ସ୍ଥାନରେ ସିସିଟିଭି କ୍ୟାମେରା ଲାଗିଥିବା ବେଳେ ଶାନ୍ତି ଶୃଙ୍ଖଳା ଦାୟୀତ୍ୱରେ ସିକ୍ୟୁରୀଟି ଗାର୍ଡ ମଧ୍ୟ ନିୟୋଜିତ ହୋଇ କାମ କରୁଛନ୍ତି l ଏତେ ସୁରକ୍ଷା ଥିଲେ ମଧ୍ୟ ଚୋର ମାନେ ପୋଲିସକୁ ଚ୍ୟାଲେଞ୍ଚ ଦେବାଭଳି ଖୁଲମଖୁଲା ଚୋରି କରୁଛନ୍ତି କି ବୋଲି ସାଧାରଣରେ ଆଲୋଚନା ପର୍ଯ୍ୟାଲୋଚନା ହେଉଛି। ତେଣୁ ଦିନକୁ ଦିନ ବଢୁଥିବା ଚୋରୀ,ରାହାଜାନୀ,ଲୁଟ ଘଟଣା ଉପରେ ଆଇନର ରକ୍ଷକ ପୋଲିସ ପ୍ରଶାସନ ସଜାଗ ରହି ପଦକ୍ଷେପ ନେବା ଜରୁରୀ ବୋଲି ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି।


News Comment




Photo in News

Advertisment
Lastest News
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026
  ଜିଲ୍ଲା  
*ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   16-Sep-2026
  ରାଜ୍ୟ  
ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   16-Sep-2026
  ଜିଲ୍ଲା  
ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ   16-Sep-2026
  ଜିଲ୍ଲା  
ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   16-Sep-2026

You Might Also Like