-+91-9937148622 |

prerana_bgr@rediffmail.com |

  Monday 27th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   (26-Apr-2026)       ||      ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ    (26-Apr-2026)       ||      ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   (26-Apr-2026)       ||      ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ    (26-Apr-2026)       ||      *ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   (26-Apr-2026)       ||      *ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   (26-Apr-2026)       ||      କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ    (26-Apr-2026)       ||      ଜନ ଆକ୍ରୋଶ ମହିଳା ସମାବେଶ    (26-Apr-2026)       ||      *ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   (26-Apr-2026)       ||      ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   (26-Apr-2026)       ||      ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   (26-Apr-2026)       ||       ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    (26-Apr-2026)       ||      ବାଲିଗୁଡ଼ା ବନଖଣ୍ଡରୁ ପ୍ରଥମ ଥର ପାଇଁ ପୁରୀ ରଥଯାତ୍ରାରେ ରଥ ନିର୍ମାଣ ପାଇଁ କାଠ ଗଲା   (26-Apr-2026)       ||      ଶ୍ରୀରାମ ମନ୍ଦିର ବାନ୍ଧନଘୋରରେ ପବିତ୍ର ସୀତା ନବମୀ ଉତ୍ସବ ଅନୁଷ୍ଠିତ   (26-Apr-2026)       ||      ରାଜ୍ୟସ୍ତରୀୟ ଜାତୀୟ ପଞ୍ଚାୟତିରାଜ ଦିବସରେ ସୁନ୍ଦରଗଡ଼ ଜିଲ୍ଲା ପୁରସ୍କୃତ   (26-Apr-2026)       ||      କଟକରେ ବିଶ୍ୱ ପ୍ରାଣିଚିକିତ୍ସା ଦିବସ ପାଳିତ : କ୍ଲଷ୍ଟର ଆଧାରିତ ପ୍ରାଣିପାଳନ ଉପରେ ଗୁରୁତ୍ବ    (25-Apr-2026)       ||      କଂଗ୍ରେସ ବହୁପୂର୍ବରୁ ମହିଳାଙ୍କୁ ପ୍ରଧାନମନ୍ତ୍ରୀ,ବାଚସ୍ପତି ଓ ରାଷ୍ଟ୍ରପତି ପଦ ଦେଇସାରିଛି-କୁକୁସିଂ   (25-Apr-2026)       ||      କଟକରେ ଗ୍ୟାସ ସିଲିଣ୍ଡର ର ନକଲି କାରବାରର ଆଡ୍ଡା ଉପରେ ମାଡି ବସିଲା ପୋଲିସ    (25-Apr-2026)       ||      ଲାବଣ୍ୟବତୀ ଚାରିଟେବୁଲ ଟ୍ରଷ୍ଟର ୩ୟ ବାର୍ଷିକ ଉତ୍ସବ ଅନୁଷ୍ଠିତ   (25-Apr-2026)       ||      ପୂର୍ବତନ ଅଧ୍ୟକ୍ଷ ପ୍ରଶନ୍ନ ଛୋଟରାୟ ଙ୍କ ବିୟୋଗରେ ପୁରାତନ ଛାତ୍ର ସଂଘ ପକ୍ଷରୁ ଶୋକସଭା   (25-Apr-2026)       ||     

HOME   ଜିଲ୍ଲା

ତ୍ରୀପୁରାସୁର ଦରବାର ପାଇଁ କଳାକାର ବରଣ

10-Sep-2025



ବୀରମହାରାଜପୁର,  (ବିନୋଦ ପାଣ୍ଡେ ): ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ବଡଖମାର ମାଁ ଶ୍ୟାମାକାଳୀ ପୂଜା କମିଟି ପକ୍ଷରୁ ତ୍ରୀପୁରାସୁର ଦରବାର ଉପଲକ୍ଷେ  ବୁଧବାର କଳାକାର ବରଣ ଅନୁଷ୍ଠିତ ହୋଇଯାଇଛି। ରୀତିନୀତି ଅନୁସାରେ ପୂଜାର୍ଚ୍ଚନା କରିବା ସହ ଗୁଆ, ନଡ଼ିଆ ଓ ଉପଢୌକନ ଦେଇ ତ୍ରୀପୁରାସୁର ଭୂମିକା ଅଭିନୟ କରୁଥିବା କଳାକାର ମନୋରଞ୍ଜନ ଚିରଗୁନ କୁ ବରଣ କରାଯାଇଥିଲା। ଏଥିରେ ସୁଶାନ୍ତ କୁମାର ପୁରୋହିତ ପୂଜା କାର୍ଯ୍ୟ ତୁଲାଇଥିଲେ। ଆସନ୍ତା  ଅକ୍ଟୋବର ୨୦  ଠାରୁ  ଉକ୍ତ ଦରବାର ଅନୁଷ୍ଠିତ ହେବାର କାର୍ଯ୍ୟକ୍ରମ ରହିଥିବା ନେଇ କମିଟି ପକ୍ଷରୁ ସୂଚନା ରହିଛି । ଏଥିରେ କମିଟି ସଭାପତି ଗୈାରୀଶଙ୍କର ପାଣିଗ୍ରାହୀ, ସମ୍ପାଦକ ସଞ୍ଜିବ କୁମାର ସାହୁ, ମୁଖ୍ୟ ପରିଚାଳକ ବିନୋବା ନନ୍ଦ ପ୍ରଧାନ,ସୁଧିର ପାଣିଗ୍ରାହୀ, ସହଦେବ ମହାକୁର, ଆଶିଷ କୁମାର ସାହୁ, ଗଣେଷ ବେହେରା, ଯଜ୍ଞେଶ୍ଵର ନାଏକ, ରହିମ ପ୍ରଧାନ, ଉମାକାନ୍ତ ଭୋଇ, ମହାଦେବ ସାହୁ, ସୁରେନ୍ଦ୍ର ପ୍ରଧାନ,ବାବୁ କର୍ଣ୍ଣ, ମନୋଜ କର୍ମୀ, ଗୋକୁଳାନନ୍ଦ ସାହୁ, ଶ୍ରବଣ ସାହୁ, ଜଗଦିଶ ଚ୍ଛନ୍ଦ, କୁଶ ମହାକୁର , ଅଶ୍ଵିନୀ କର୍ଣ୍ଣ, ଟିମନ କର୍ମୀ, ସଦାନନ୍ଦ ଷଡ଼ଙ୍ଗୀ ସହ  ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ କନ୍ତକାର ସେତୁ: ବାଡ଼ା ନିର୍ମାଣ ନକରି ପଥଚାରୀଙ୍କୁ ବିପଦ ମୁହଁକୁ ଠେଲୁଛି ପୂର୍ତ୍ତ ବିଭାଗ   26-Apr-2026
  ଜିଲ୍ଲା  
ସାଂସ୍କୃତିକ ଅନୁଷ୍ଠାନ କଳାଶ୍ରୀ ଆର୍ଟ ଏକାଡେମୀ  ଆନୁକୂଲ୍ୟରେ ଉନବିଂଶ ସର୍ବଭାରତୀୟ ଯୋଗିନୀ  ମହୋତ୍ସବ   26-Apr-2026
  ଜିଲ୍ଲା  
ନାଇକେନସିରାରେ ପିଇବା ପାଣି ଘୋର ଅଭାବ, ନରସିଂହଙ୍କୁ ପାଣି ପାଇଁ ଜ୍ଞହାରୀ କଲେ ଲୋକେ   26-Apr-2026
  ଜିଲ୍ଲା  
ବଙ୍ଗୋମୁଣ୍ଡା ସାମ୍ବାଦିକ ସଂଘ ର ୧୩ତମ ବାର୍ଷିକ ଉତ୍ସବ ସମାରୋହ ♦️ ସାମ୍ବାଦିକ ଙ୍କ ସୁରକ୍ଷା ସମ୍ମାନ ନିତାନ୍ତ ଜରୁରୀ   26-Apr-2026
  ଜିଲ୍ଲା  
*ବୋଡ଼େନ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ପରିସର ମଧ୍ୟରେ ବିଶ୍ୱ ମେଳେରିଆ ଦିବସ ପାଳନ, ମେଲେରିଆ ମୁକ୍ତ ବ୍ଲକ ଗଠନ କରିବା ପାଇଁ ସଂକଳ୍ପ ନେଇଥିଲେ*   26-Apr-2026
  ଜିଲ୍ଲା  
*ନାରୀ ଶକ୍ତି ବନ୍ଦନ ଅଧିନିୟମ କୁ ନେଇ ବିଜେପି ର ସାମ୍ୱାଦିକ ସମ୍ମିଳନୀ* *ଜନ ଆକ୍ରୋଶ ସମାବେଶ ରେ ଯୋଗ ଦେଲେ ହଜାର ହଜାର ମହିଳା*   26-Apr-2026
  ଜିଲ୍ଲା  
କାର କୁ ବଞ୍ଚାଇବାକୁ ଯାଇ ଯାତ୍ରୀବାହୀ ବସ ଦୁର୍ଘଟଣା : ଅଳ୍ପକେ ବର୍ତିଲେ ୪୦ ରୁ ଉର୍ଦ୍ଧ ଯାତ୍ରୀ   26-Apr-2026
  ଜିଲ୍ଲା  
ଜନ ଆକ୍ରୋଶ ମହିଳା ସମାବେଶ   26-Apr-2026
  ଜିଲ୍ଲା  
*ସପ୍ତମ ଶ୍ରେଣୀ ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ପ୍ରଧାନଶିକ୍ଷକ ନିଲମ୍ବିତ*   26-Apr-2026
  ଜିଲ୍ଲା  
ନୂଆଁବନ୍ଧରେ ବାଇପାସ୍ ଡ୍ରେନେଜ୍ କାମ ବନ୍ଦ ଦାବୀ *ସହରରେ ନୂତନ ସ୍ୱରେଜ ବ୍ୟବସ୍ଥା ଦାବୀ*   26-Apr-2026
  ଜିଲ୍ଲା  
ସାହସପୁର ପଞ୍ଚାୟତ ରେ ଜଳଛତ୍ର ବଣ୍ଟନ   26-Apr-2026
  ରାଜ୍ୟ  
 ମାଟି ମୁଠେ ମଧ୍ୟ ନ ପଡ଼ି ୮ଲକ୍ଷ ଟଙ୍କାର ହୋଇଛି ବିଲ୍ ♦️ ଦାଇତ୍ୱ ଥିବା ଅଧିକାରୀଙ୍କ ବିରୋଧରେ ଉଠିଛି କାର୍ଯ୍ୟାନୁଷ୍ଠାନ ଦାବି    26-Apr-2026

You Might Also Like