-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||      କଟକ ବିଜେପିରେ ନୂଆ ରାଜନୈତିକ ଗୋଟିଚାଳନା? ବିଜେଡିର ହେଭିୱେଟ୍‌ଙ୍କୁ ନେଇ ଚର୍ଚ୍ଚା   (15-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳ ଠାରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ୧୭୪ପଞ୍ଜିକୃତ ରୋଗୀଙ୍କ ମଧ୍ୟରୁ ୩୨ମୋତିଆବିନ୍ଦୁ ଚି଼ହ୍ନଟ

10-Sep-2025



କଣ୍ଟାମାଳ(ଜୟ କୁମାର ମହାରଣା): ଆରମ୍ଭ ସ୍ବେଛାସେବୀ ଅନୁଷ୍ଠାନ କଣ୍ଟାମାଳ ଏବଂ ତ୍ରିଲୋଚନ ନେତ୍ରାଳୟ ସମ୍ବଲପୁର ର ମିଳିତ ଉଦ୍ୟମ ରେ ବୁଧବାର କଣ୍ଟାମାଳ କଲ୍ୟାଣ ମଣ୍ଡପ ଠାରେ କମ୍ପ୍ୟୁଟର ଦ୍ୱାରା ଅତ୍ୟାଧୁନିକ ପଦ୍ଧତିରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି  l ବୁଧବାର ସକାଳ ୯ଘଣ୍ଟା ଠାରୁ ଅପରାହ୍ନ ୨ଘଣ୍ଟା ମଧ୍ୟରେ ମୋଟ ୧୭୪ଜଣ ବିଭିନ୍ନ ସମସ୍ୟା ଥିବା ଚକ୍ଷୁ ରୋଗୀ ଙ୍କ ପଞ୍ଜିକରଣ ହୋଇଥିଲା  l  ଚିକିତ୍ସିତ ରୋଗୀମାନଙ୍କ ମଧ୍ୟରୁ ୩୨ଜଣ ମୋତିଆବିନ୍ଦୁ ରୋଗୀ ଚି଼ହ୍ନଟ କରାଯାଇଛି l   ଉକ୍ତ ସମସ୍ତ ମୋତିଆବିନ୍ଦୁ ରୋଗୀଙ୍କ ମାଗଣା ଅପରେସନ ପାଇଁ ସ୍ବେଛାସେବୀ ଅନୁଷ୍ଠାନ ନିଜସ୍ୱ ଖର୍ଚ୍ଚରେ ସମ୍ବଲପୁର ନେବାପାଇଁ ରୋଗୀମାନଙ୍କୁ ପରାମର୍ଶ ଦିଆଯାଇଥିବା ଅନୁଷ୍ଠାନ ର ଯଦୁ ବିହାରୀ ବାଘ

ସୂଚନା ଦେଇଛନ୍ତି l ଶିବିରକୁ ସମାଜସେବୀ ଶ୍ରୀକାନ୍ତ ମିଶ୍ର, ବରିଷ୍ଠ ବିଜେପି ନେତା ନବୀନ କୁମାର ମହାପାତ୍ର, କଣ୍ଟାମାଳ ଓକିଲ ସଂଘ ସଭାପତି ଦୂତିଆ ଚରଣ ସାହୁ, ପୂର୍ବତନ ବିଜେପି ଜିଲ୍ଲା ସଭାପତି ଯୁଗଳ କିଶୋର ସାହୁ, କଣ୍ଟାମାଳ ବଣିକ ସଂଘ ସଭାପତି ବଜରଙ୍ଗ ଲାଲ ଅଗ୍ରୱାଲ, କନ୍ଧମାଳ ସାଂସଦ ପ୍ରତିନିଧି ଦୀପକ ବାରିକ, ଖଲିଆପାଲି ସରପଞ୍ଚ ପ୍ରତିନିଧି ପିଣ୍ଟୁ ନାୟକ, ଆଇନଜୀବୀ ଶେଷଦେବ ବଗର୍ତ୍ତୀ, ସୁରେଶ ଚନ୍ଦ୍ର ରଣା ପ୍ରମୁଖ ଅତିଥିଭାବେ ଯୋଗଦେଇ ଉଦଘାଟନ କରିଥିଲେ  l   ସମ୍ବଲପୁର ତ୍ରିଲୋଚନ ନେତ୍ରାଳୟ ର ଚକ୍ଷୁ ଡକ୍ଟର ସମେତ ଟେକନିସିଆନମାନେ ଚକ୍ଷୁ ପରୀକ୍ଷା କରି ଆବଶ୍ୟକ ସ୍ଥଳେ ମାଗଣା ଚଷମା ଓ ଔଷଧ ପ୍ରଦାନ କରିଥିଲେ  l   ସ୍ବେଛାସେବୀ ଅନୁଷ୍ଠାନ ଆରମ୍ଭ ଯାଦୁଵିହାରୀ ବାଘ ଶିବିରକୁ ପରିଚାଳନା କରିଥିବା ବେଳେ ଉମେଶ ରଣା, ଶିବ ପ୍ରସାଦ ରଥ, ଅଞ୍ଜନ ସାହୁ, ଠାକୁର ଚରଣ ନାୟକ, ଲକ୍ଷ୍ମଣ ବାରିକ ସମେତ ଅନ୍ୟମାନେ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026
  ଜିଲ୍ଲା  
ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   16-Sep-2026

You Might Also Like