-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||      ବିଶିପାଲି ରେ ନୁଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ଗମ୍ଭାରୀପାଲି ଗଣେଷ ପୂଜା କମିଟି ତରଫରୁ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   (16-Sep-2026)       ||      ପରିବାର ସହ ନୂଆଁଖାଇଲେ ନରସିଂହ ଗାଁ କୁ ଯାଇ ଲୋକଙ୍କ ସହ ହେଲେ ଜୁହାର ଭେଟ ନୂଆଁଖାଇ ଆମ ଅଂଚଳର ଏକତାକୁ ଆହୁରି ସୁଦୃଢ କରୁଛି -ନରସିଂହ   (15-Sep-2026)       ||     

HOME   ଜିଲ୍ଲା

*ଭାରତ ବିକାଶ ପରିଷଦ ପକ୍ଷରୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ପରିସର ରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ*-

10-Sep-2025



ସୋନପୁର  (ମନୋରଞ୍ଜନ ତ୍ରିପାଠୀ)
 ଭାରତ ବିକାଶ ପରିଷଦ ସୋନପୁର ଶାଖା ପକ୍ଷରୁ  ମୁଖ୍ୟ ଚିକିତ୍ସାଳୟ ପରିସର ରେ ସାମୁହିକ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି l . ବୃକ୍ଷ ଆମକୁ କିଛି ଦାନକରେ, ସେ କାଠ ହେଉ ଅବା ଔଷଧ, ଛାଇ ହେଉ ଅବା ଫଳ, ତେବେ ଆମ୍ବ ଲେମ୍ବୁ ଭଳି ଉପକାରୀ ଫଳ ଗଛ ସବୁ ଆଜି ରୋପଣ କରିବାର ସୁନ୍ଦର ପ୍ରୟାସ କରାଯାଇଛି ଅନୁଷ୍ଠାନ ପକ୍ଷରୁ l ଏହି କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲାପାଳ  ସୁବର୍ଣ୍ଣପୁର ଡ଼. ନୃପରାଜ ସାହୁ ଯୋଗଦାନ କରି ନିଜେ ବୃକ୍ଷ ରୋପଣ କରି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରିଥିଲେ.  I ଉକ୍ତ କାର୍ଯ୍ୟକ୍ରମ ରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ଼ ଜନସ୍ୱାସ୍ଥ୍ୟ ଅଧିକାରୀ ଡା ଉଷାରାଣୀ ଦାଶ ଓ଼ ଅଧିକ୍ଷକ ଜିଲ୍ଲା ମୁଖ୍ୟ ଚିକିତ୍ସଳୟ ଡା ଦୁର୍ଗାଦତ୍ତ ଦାଶ ପ୍ରମୁଖ ସମ୍ମାନିତ  ଅତିଥି ଭାବରେ ଯୋଗଦାନ କରିଥିଲେI ଭାରତ ବିକାଶ ପରିଷଦ ର ସଭାପତି ଶ୍ରୀ ଦୁର୍ୟୋଧନ ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନ ରେ ଓ଼ ଏହି ପରିଷଦ ର ପର୍ଯ୍ୟବରଣ ବିଭାଗ  ମୁଖ୍ୟ ଶ୍ରୀ ସୁଶୀଲ କୁମାର ପରଧିଆ ଙ୍କ ସମେତ ସଂଗଠନ ର ସମସ୍ତ ସଦସ୍ୟ ଙ୍କ ସହଯୋଗରେ ଏହି କାର୍ଯ୍ୟକ୍ରମ ଟି ସଫଳ ହୋଇପାରିଛି.l

ଏହି ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରେ  ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ର ହସ୍ପିଟାଲ ମ୍ୟାନେଜର ବି କେ ସାଗରୀକା ସ୍ୱାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ ସହଯୋଗ କରିଥିଲେ  I   ଏହି ଅନୁଷ୍ଠାନ ର ସମସ୍ତ ସଦସ୍ୟ ଓ ମେଡ଼ିକାଲ କର୍ମଚାରୀ ପରିସର ର ସବୁଜିମା ବୃଦ୍ଧି କରିବାକୁ ଦୃଢ଼ ସଂକଳ୍ପ ନେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026
  ଜିଲ୍ଲା  
ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   16-Sep-2026
  ଜିଲ୍ଲା  
ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ   16-Sep-2026
  ରାଜ୍ୟ  
ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   16-Sep-2026

You Might Also Like