-+91-9937148622 |

prerana_bgr@rediffmail.com |

  Thursday 17th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||      ଶରତ ଇଲେଭେନ୍ କୁ ହରାଇ ଜାରିଂ ଚାମ୍ପିଅନ   (16-Sep-2026)       ||      ନୁଆଁଖାଇ ଉପଲକ୍ଷେ ମାଁ ମାହେଶ୍ବରୀ ସେନା ପକ୍ଷରୁ ଖାଦ୍ୟବଣ୍ଟନ    (16-Sep-2026)       ||      ଆଦିବାସୀ ଭାଇ ମାନଙ୍କ ପାରମ୍ପରିକ ଗରଣ୍ଡି ଯାତ୍ରା   (16-Sep-2026)       ||     

HOME   ଜିଲ୍ଲା

ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍ କାର୍ଯ୍ୟକ୍ରମ: ଯୁବଗୋଷ୍ଠୀଙ୍କ ପ୍ରୟାସରେ ସାଂସ୍କୃତିକ ବିଭାଗ ସମ୍ଭବ, ସାଂସ୍କୃତିକ କାର୍ଯ୍ୟକ୍ରମରେ ଦୁଳୁକିଲା ମଚାନ୍

10-Sep-2025



ତୁଷୁରା/ଗୁଡଭେଲା (ପଞ୍ଚାନନ ନାଏକ) ବଲାଙ୍ଗିର ଜିଲ୍ଲା ଗୁଡଭେଳା ବ୍ଲକ ଜାମୁଟ ହାଇସ୍କୁଲ ପଡିଆରେ ଶିକେରପାଟ୍ ୟୁଥ୍ କ୍ଳବ ପକ୍ଷରୁ ନୂଆଁଖାଇ ଭେଟଘାଟ୍ ୨୦୨୫ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି । ସ୍ଥାନୀୟ କନ୍ଧେନବୁଡି ପିଠରୁ ମଶାଲ ଯାତ୍ରା ଆରମ୍ଭ ହେବା ପରେ  ସାଂସ୍କୃତିକ ଶୋଭାଯାତ୍ରାରେ ରାସ୍ତା ଦୁଳୁଉଠିବା ସହ ଶହଶହ ଛାତ୍ରଛାତ୍ରୀ, ମହିଳା ଗୋଷ୍ଠୀ ତଥା ସାଧାରଣ ଲୋକ ସାମିଲ ହୋଇଥିଲେ । ଏହାପରେ ମାଧ୍ୟହ୍ନ ୧୨ ଟା ରେ ଉଦଘାଟନୀ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କ୍ଳବର କାର୍ଯ୍ୟକାରୀ  ସଭାପତି ମହେନ୍ଦ୍ର ନନ୍ଦଙ୍କ ସଭାପତିତ୍ୱ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଜାମୁଟ ସରପଞ୍ଚ ଭାବସିଂହ ମାଝୀ ଉପସ୍ଥିତ ରହି କ୍ଳବର ଯୁବଗୋଷ୍ଠୀଙ୍କ ଦ୍ବାରା ସାଂସ୍କୃତିକ ବିକାଶ ସମ୍ଭବ ହେବା ସହ ଲୁକ୍କାୟିତ ପ୍ରତିଭାଙ୍କ ପ୍ରତିଭା ଲୋକାଲୋଚନ ଆସିବ ବୋଲି କହିଥିଲେ । ମୁଖ୍ୟ ବକ୍ତା ଭାବରେ ଲୋକସଂସ୍କୃତି ଗବେଷଣା ନବୀନ ବିଶ୍ବବନ୍ଧୁ ଯୋଗଦେଇ ଏହି ଅଞ୍ଚଳ କଳାସଂସ୍କୃତିର ବିଶେଷ କହିବା ସହ ନୂଆଁଖାଇର ପୃଷ୍ଟଭୂମି ଓ ଇଷ୍ଟଦେବୀ ଶିକେରପାଟ୍ ଉପରେ ମତଦେଇଥିଲେ । ସେହିପରି ଅନ୍ୟତମ ସମ୍ମାନିତ ଅତିଥି ଭାବରେ ସାଂସଦ ପ୍ରତିନିଧି ଦିନବନ୍ଧୁ ବେହେରା, ଗମ୍ଭାରିଗୁଡା ସରପଞ୍ଚ ଇନ୍ଦ୍ର ଭୋଇ, ଡା. ଆକାଶ ଅଗ୍ରୱାଲ, ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଜାମୁଟ ଅଧ୍ୟକ୍ଷ ଉପେନ୍ଦ୍ର ବେହେରା ଉପସ୍ଥିତ ରହି ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । ସେହିପରି ଉଦଯାପନୀ ସନ୍ଧ୍ୟା କ୍ଳବର ସଭାପତି ଶ୍ରୀ ନନ୍ଦଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ପୂର୍ବତନ ବିଧାୟକ,କଣ୍ଟାମାଳ ମହିଧର ରଣା ଉପସ୍ଥିତ ରହି ଐତିହ୍ୟ ସଂସ୍କୃତି 
ବିଷୟରେ ମନେପକାଇବା ସହ ସାଂସ୍କୃତିକ ବିକାଶ ରେ ତଥା ଅଞ୍ଚଳରେ ବିକାଶ ପାଇଁ ଯୁବଗୋଷ୍ଠୀଙ୍କ ଭୂମିକା ଗୁରୁତ୍ୱ ପୂର୍ଣ୍ଣ ବୋଲି   ନିଜର ବକ୍ତବ୍ୟ ରଖିଥିଲେ । ମୁଖବକ୍ତା ଭାବରେ ବ୍ୟଙ୍ଗକବି ରସରାଜ ଅଚ୍ୟୁତ ପୁରୋହିତ ଉପସ୍ଥିତ ରହି ତାଙ୍କ ବ୍ୟଙ୍ଗ କବିତା ମାଧ୍ୟମରେ ନିଜର ନୂଆଁଖାଇ ମହତ୍ତ୍ଵ ଉପରେ ଅଭିଭାଷଣ ରଖିବା ସହ ଉପାନ୍ତ ଅଞ୍ଚଳରେ ଯୁବଗୋଷ୍ଠୀଙ୍କ ଦ୍ବାରା ପ୍ରୟାସ ପ୍ରସଂସା କରିଥିଲେ । ଅନ୍ୟତମ ସମ୍ମାନିତ ଅତିଥି ଭାବରେ ଘୁନା ସରପଞ୍ଚ କବିତା ମହାନନ୍ଦ ଉପସ୍ଥିତ ରହି ନିଜର ବକ୍ତବ୍ୟ ରହିଥିଲେ । କାର୍ଯ୍ୟକ୍ରମରେ ଅଞ୍ଚଳର ବିଭିନ୍ନ କଳା,କ୍ରିଡା,ଶିକ୍ଷା ତଥା ପୋଲିସ ବିଭାଗରେ ସୁନାମ ଅର୍ଜନ କରିଥିବା ବ୍ୟକ୍ତି ନରୋତ୍ତମ ଧରୁଆ ଦଣ୍ଡଗୁରୁ,କଣ୍ଠଶିଳ୍ପୀ, ଜପେଶ୍ବର ଭୋଇ ବରିଷ୍ଠ ତବଳାବାଦକ,କେଶବ ବରିହା ଦଣ୍ଡକଳକାର (କୃଷ୍ଣ),ଦୁର୍ବାଶା ଭୋଇ ଅବସରପ୍ରାପ୍ତ ସୈନିକ, ଦୈତାରି ଭୋଇ ସୈନିକ,କାଳି ପ୍ରସାଦ ପୁଟେଲ ଓଡିଶା ପୋଲିସ,ଶିବାଜୀ ସାହୁ ସୈନିକ, ରାଜ୍ୟସ୍ତରୀୟ ଖେଳାଳୀ ହମିତ ଖାଁ,ଆନନ୍ଦ ବେହେରା ଏବଂ ଦଶମ ଜାମୁଟ ହାଇସ୍କୁଲ ଟପ୍ପର ପ୍ରେମରାଜ ରଣାଙ୍କୁ ସମ୍ବର୍ଦ୍ଧନା କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026
  ଜିଲ୍ଲା  
୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   17-Sep-2026
  ଜିଲ୍ଲା  
ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ   16-Sep-2026
  ଜିଲ୍ଲା  
ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ   16-Sep-2026

You Might Also Like