-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ମନୋରଞ୍ଜନ

ମୁକ୍ତିଲାଭ କଲା କୋଶଲି ଫିଲ୍ମ ‘ଭାଗ୍ୟର ଲେଖା’

27-Jan-2021



ବଲାଙ୍ଗିର,(ସନ୍ତୋଷ କୁମାର ଠାକୁର)- ଆଜି ସ୍ଥାନୀୟ ଯାଦବ ଭବନ ଠାରେ ପରଭା ଫୋକ ଅନୁଷ୍ଠାନ ତରଫରୁ କୋଶଲି ଫିଲ୍ମ “ଭାଗ୍ୟର ଲେଖା”ର ମୁକ୍ତିଲାଭ କରିବା ସହ ଏହାର ପ୍ରିମିୟର ସୋ ଅନୁଷ୍ଠିତ ହୋଇଯାଇଛି । ଭାରତର ଶହିଦ ଯାବାନମାନଙ୍କ ଉପରେ ଆଧାରିତ ଏହି ଚଳଚିତ୍ରରେ ରତନ ମେହେର, ପୁରୁଷୋତ୍ତମ ମିଶ୍ର,ରାଜିନ୍ଦ୍ର ମଲ୍ଲିକ, ଲଳିତ ପୂଜାରୀ, ନବୀନ ଲିଶୋର ବେହେରା, ବୀଣା ପଟେଲ, ସସ୍ମିତା ସାହୁ, ରୋନା ଓ ସୌଲେନ୍ଦ୍ରୀ ମିଲି ବାରିକ ଅଭିନୟ କରିଥିବା ବେଳେ ଚଳଚିତ୍ର ର ରଚନା ଓ ନିର୍ଦ୍ଦେଶନ ନିସାର  ଅହମଦ ନିସାର କରିଛନ୍ତି । ନବୀନ କିଶୋର ବେହେରା ଚଳଚିତ୍ରର  ପ୍ରଯୋଜକ ଦାଇତ୍ୱ ଗ୍ରହଣ କରିଛନ୍ତି । ଚଳଚିତ୍ରର ସଫଳତା ପାଇଁ ମାଁ ସମଲେଇଙ୍କୁ ପୁଜା ଅର୍ଚ୍ଚନା କରି ଏହାର ଶୁଭମୁକ୍ତି କରାଯାଇଥିଲା । ଏହି ଅବସରରେ ମୁଖ୍ୟ ଅତିଥି ଭାବେ ନାଟ୍ୟଭୂଷଣ ଜଗଦାନନ୍ଦ ଛୁରିଆ, ସମ୍ମାନୀତ ଅତିଥି ଭାବେ ଏନଏସଡିଏନ୍ ରାମଚନ୍ଦ୍ର ସାହୁ, ସମାଜସେବୀ ନରେନ୍ଦ୍ର ହୋତା, ଅଦର୍ଶ ଶିକ୍ଷକ ଦିଗାମ୍ବର ନାଏକ, ଚଳଚିତ୍ର କଳାକାର ରତନ ମେହେର, ପ୍ରଯୋଜକ ନବୀନ କିଶୋର ବେହେରା ଓ ନିର୍ଦ୍ଦେଶକ ନିସାର ଅହମଦ ନିସାର ମଞ୍ଚାସୀନ ଥିଲେ । କାର୍ଯ୍ୟକ୍ରମକୁ ଦୀଲିପ କୁମାର ଦୀପ ସଂଯୋଜନା କରିଥିବା ବେଳେ ବଲାଙ୍ଗିର ୟୁଥ ଏକ୍ସନ କମିଟି ସଭାପତି ବିନୋଦ କାଲସାଏ ଧନ୍ୟବାଦ ଅର୍ପଣ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like

  ମନୋରଞ୍ଜନ  

Jj

               
  ମନୋରଞ୍ଜନ  

Nnm