-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଫିଲ୍ମ ଷ୍ଟାଇଲରେ ଗାଡି ଦୁର୍ଘଟଣା, ପଲଟି ପରେ ପଲଟି ଦେଇ ଗାଡି ଚୁରମାର, ଅଳ୍ପକେ ବର୍ତିଲେ ଆରୋହୀ

11-Sep-2025



ଡୁଙ୍ଗୁରିପାଲି:ବରଗଡ-ବୋରିଗୁମା୨୬ନମ୍ବର ଜାତୀୟ ରାଜପଥ ଚିନାଜୁରି-ଖୁଣ୍ଟପାଲି ମଝୀ ନେହେରୁ ନଗରଠାରେ ଗତକାଲି ଅପରାହ୍ନରେ ଏକ କାର ଦୁର୍ଘଟଣା ଘଟି ଚୁରମାର ହୋଇ ଯାଇଛି। ପ୍ରତ୍ୟେକ୍ଷଦର୍ଶୀଙ୍କଠାରୁ ପ୍ରକାଶ ଯେ ୱେଷ୍ଟ ବେଙ୍ଗଲ ନମ୍ବର ଥିବା ଏକ କାର ଡବ୍ଲ୫୪ ପି ୦୪୦୦ ସମୟ ପ୍ରାତ ୨ଟା ପାଖାପାଖି ବରଗଡ ପଟରୁ ବଲାଙ୍ଗିର ଅଭିମୁଖେ ଯାଉଥିଲେ। ଗାଡିଟି ଚିନାଜୁରି ଅତିକ୍ରମ କରିବା ପରେ ନେହରୁ  ନଗର ସମ୍ମୁଖରେ କୌଣସି କାରଣରୁ ଗାଡିଟି ରାସ୍ତାର ବାମପାର୍ଶ୍ବକୁ ଚାଲି ଯାଇଥିଲା। ଗାଡିଟି ଏତେ ଜୋରର ରେ ଆସୁଥୁଲା ଯେ ରାସ୍ତାର ବାମ ପାର୍ଶ୍ଵରେ ରାସ୍ତାରୁ ପ୍ରାୟ ୨୦ ମିଟର ହେବ ବାହାରୁ ଚାଲି ଯାଇ ଏକ ପଲଟି ଦେଇଥିଲା। ପୁଣି ସେଠାରେ ଆଉଥରେ ଓଲଟି ପଡି ଥିଲl। ରାସ୍ତାରୁ ପ୍ରାୟ ୫୦ ମିଟର ମଧ୍ୟରେ ଦୁଇଥର ଓଲଟି ପଡିଥିଲା। ଦୁର୍ଘଟଣା ପରେ ଖବର ପାଇ ଡୁଙ୍ଗୁରିପାଲି ପୁଲିସ 

ଗାଡିରେ ଥିବା ସମସ୍ତ ୩ଜଣଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତି କରି ଥିଲେ। ତିନି ଜଣ ହେଲେ ବରଗଡ ଜିଲ୍ଲା ଭଟଲି ଗ୍ରାମର ପ୍ରଭଞ୍ଜନ ନାଏକ(୩୮), ଭଟଲି ନିକଟସୁ ଖଲିଆପାଲି ଗ୍ରାମର ମନବୋଧ ଭୋଇ(୩୦) ଓ ଦିନବନ୍ଧୁ ନାଏକ ବୋଲି ଜଣା ପଡିଛି। ଡୁଙ୍ଗୁରିପାଲି ଡାକ୍ତରଖାନାରେ ସମସ୍ତଙ୍କ ପ୍ରାଥମିକ ଚିକିତ୍ସା ପରେ ବରଗଡ ଡାକ୍ତରଖାନାକୁ ସ୍ଥନାନ୍ତରିତ କରା ଯାଇଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like