-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||      ସୁଭଦ୍ରା’ ଯୋଜନାର ସଫଳରେ ଘରେ ଘରେ ଦୀପ ଜାଳିବାକୁ ଉପମୁଖ୍ୟମନ୍ତ୍ରୀ ଆହ୍ୱାନ   (16-Sep-2026)       ||      *ମେଦନ ଗ୍ରାମରେ ବାବା ଭଙ୍ଗାରମ ପରିବାର ତରଫରୁ ନୁଆଁଖାଇ ପର୍ବ ପାଳିତ*   (16-Sep-2026)       ||     

HOME   ଜିଲ୍ଲା

ଭଣ୍ଡାରୀଗୁଡା ଠାରେ ଜୋନ ସ୍ତରୀୟ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଉଦଯାପିତ

11-Sep-2025



ନବରଙ୍ଗପୁର(ପ୍ରିୟଦର୍ଶିନୀ ପାତ୍ର)
ଉମରକୋଟ ବ୍ଲକ ଅନ୍ତର୍ଗତ ଭଣ୍ଡାରୀଗୁଡା ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଜୋନ ସ୍ତରୀୟ ବାର୍ଷିକ କ୍ରୀଡାପ୍ରତିଯୋଗିତା ମହା ସମାରୋହରେ ଉଦଯାପିତ ହୋଇଯାଇ ଅଛି। ଏକ ଦିବସିୟ ଏହି କ୍ରୀଡା ପ୍ରତିଯୋଗିତାରେ ବାମନଦେଇଭଟ୍ଟା, ରାଜପୁର, ସିଙ୍ଗିସାରି, ଜିରାଗୁଡା କ୍ଲଷ୍ଟରର ୧୮ ଟି ବିଦ୍ୟାଳୟର ସମୁଦାୟ ୧୮୦ ଛାତ୍ରଛାତ୍ରୀ  ଫୂଟବଲ, ଭଲିବଲ, କବାଡି, ଖୋ ଖୋ, ଲଙ୍ଗ ଜମ୍ପ, ହାଇ ଜମ୍ପ, ଦୌଡ଼ ଆଦି ପ୍ରତିଯୋଗିତାରେ ଅଂଶ ଗ୍ରହଣ କରି ଥିଲେ। ଅଧକ୍ଷ ଶ୍ରୀ ବାବୁରାମ ସାହୁଙ୍କ ପ୍ରତକ୍ଷ ତତ୍ୱାବଧାନ ଓ ୪ ଟି କ୍ଲଷ୍ଟରର ସଂଯୋଜକ  ଶ୍ରୀ ସନ୍ତୋଷ ସାହୁ, ମଧୁସୂଦନ ଜେନା, ମନୋଜ କୁମାର ବେହେରା ଓ ଡମ୍ବରୁ ହରିଜନଙ୍କ ସହଯୋଗରେ ଏହି କ୍ରୀଡା ପ୍ରତିଯୋଗିତା ସଫଳତାର ସହ ଉଦଯାପିତ ହୋଇଥିଲା। ବିଦ୍ୟାଳୟର କ୍ରୀଡା ଶିକ୍ଷକ ଶ୍ରୀ ପରେଶ କୁମାର ମହାପାତ୍ରଙ୍କ ମାର୍ଗ ଦର୍ଶନରେ ନିକଟସ୍ଥ ବାବା ଭୈରବ ମନ୍ଦିରରୁ ପ୍ରଥମେ କ୍ରୀଡା ମଶାଲ ଶୋଭାଯାତ୍ରାରେ ଆସିବା ପରେ କ୍ରୀଡା ପ୍ରତିଯୋଗିତାର ଶୁଭ ଉଦଘାଟନ ହୋଇଥିଲା। ଉଦଘାଟନ ପର୍ଯ୍ୟାୟରେ ଭଣ୍ଡାରୀଗୁଡା ପଂଚାୟତର ପୂର୍ବତନ ସରପଞ୍ଚ ତଥା ସମାଜସେବୀ ଉର୍ଦ୍ଧବ ନାୟକ ମୁଖ୍ୟ ଅତିଥି ଭାବେ  ଯୋଗଦେଇ ଥିଲେ। ଶ୍ରୀ ନାୟକ କ୍ରୀଡା ପତାକା ଉତ୍ତୋଳନ କରିବା ସହ ନିଜ ଅଭିଭାଷଣରେ କ୍ରୀଡ଼ାବିତ ମାନଙ୍କୁ ଶୁଭେଚ୍ଛା ଜଣାଇବା ସହ କାର୍ଯ୍ୟକ୍ରମ ର ସଫଳତା କାମନା କରିଥିଲେ। ସହକାରୀ ଶିକ୍ଷକ ଶ୍ରୀ ମିହିର ରଂଜନ ପଣ୍ଡା ଓ ଶିକ୍ଷୟିତ୍ରୀ ରୋଜିସ୍ମିତା ରାଉଳ କ୍ରୀଡାର ଧାରା ବିବରଣୀ ପ୍ରଦାନ କରିଥିଲେ।ବିଭିନ୍ନ କ୍ଲଷ୍ଟରରୁ ଆସିଥିବା ଶିକ୍ଷକ ଶିକ୍ଷୟିତ୍ରୀ ଓ ବିଦ୍ୟାଳୟର ସହକାରୀ ଶିକ୍ଷକ ଶ୍ରୀ ବିଶ୍ଵରଞ୍ଜନ ମୁଦୁଲି, ଅର୍ଜୁନ ମହାରଣା,ମମତା ସାହୁ, କୁନୁ ଭତ୍ରା, ପୂର୍ଣ୍ଣଚନ୍ଦ୍ର ନାୟକ,ରଂଜିତ ମଜୁମଦାର, ଅଙ୍କିତା ବେହେରା, ସ୍ଵପ୍ନେଶ୍ଵର ନାୟକ, ଜ୍ୟୋତିର୍ମୟ ଘରାମି, ସୋନାସ୍କି ବିଶ୍ୱାସ, ରଞ୍ଜନ ରୟ, ମିନି ସାନ୍ତା ଆଦି ବିଭିନ୍ନ କ୍ରୀଡା ପରିଚାଳନା କରିଥିଲେ। ନିର୍ଦ୍ଧାରିତ ସମୟରେ ୧୪ ବର୍ଷରୁ କମ ଓ ୧୭ ବର୍ଷରୁ କମ ବିଭାଗର ସମସ୍ତ ଖେଳ ସମ୍ପାଦିତ ହୋଇଥିଲା। କୃତି କ୍ରୀଡ଼ାବିତ ମାନଙ୍କୁ ପ୍ରମାଣ ପତ୍ର ସହ ପୁରସ୍କାର ପ୍ରଦାନ କରାଯାଇ ଉଦଯାପନୀ ସଭାରେ ସମ୍ବର୍ଦ୍ଧିତ କରାଯାଇଥିଲା। ଉଦଯାପନୀ ସଭାରେ ଉମରକୋଟର ଅତିରିକ୍ତ ବ୍ଲକ ଶିକ୍ଷା ଅଧିକାରୀ ଶ୍ରୀ ଦେବେନ୍ଦ୍ର ବାଗ ମୁଖ୍ୟ ଅତିଥି ରୂପେ ଯୋଗଦେଇ ଥିଲେ। ଶ୍ରୀ ବାଗ କ୍ରୀଡ଼ାବିତ ମାନଙ୍କର ପରବର୍ତ୍ତୀ ସଫଳତା ପାଇଁ ଶୁଭେଚ୍ଛା ଜଣାଇଥିଲେ ଓ କାର୍ଯ୍ୟକ୍ରମର ସଫଳ ଆୟୋଜନ ପାଇଁ ବିଦ୍ୟାଳୟ ଓ ୪ଟି କ୍ଲଷ୍ଟରର ସଂଯୋଜକ ଓ ପ୍ରଧାନ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ଧନ୍ୟବାଦ ଜଣାଇଥିଲେ। ମୁଖ୍ୟ ଅତିଥି ଶ୍ରୀ ବାଗଙ୍କ କର କମଳରେ କ୍ରୀଡା ପତାକା ଅବତରଣ ସହ କାର୍ଯ୍ୟକ୍ରମରୁ ସମସ୍ତେ ବିଦାୟ ନେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026
  ଜିଲ୍ଲା  
ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   17-Sep-2026
  ରାଜ୍ୟ  
କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   17-Sep-2026

You Might Also Like