-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ରାଜ୍ୟ

ଅନୁଗୁଳ ନାଲକୋ ପ୍ଲାଂଟର ସଂପ୍ରସାରଣ ପାଇଁ ପୁଞ୍ଜିନିବେଶର ଦ୍ୱାର ଫିଟିଲା: ଧର୍ମେନ୍ଦ୍ର ପ୍ରଧାନ

28-Jan-2021



ନୂଆଦିଲ୍ଲୀ/ଭୁବନେଶ୍ୱର (ପ୍ରେରଣା ଖବର) : ଅନୁଗୁଳ ଜିଲ୍ଲାର ନ୍ୟାସନାଲ ଆଲୁମିନିୟମ କମ୍ପାନୀ (ନାଲକୋ) ଆଲୁମିନିୟମ ପ୍ଲାଂଟ ସଂପ୍ରସାରଣର ପ୍ରକଳ୍ପ ଗୁଡିକ ପାଇଁ ଭାରତ ସରକାରଙ୍କ ଖଣି ଓ କୋଇଲା ମନ୍ତ୍ରଣାଳୟ ପକ୍ଷରୁ ସବୁ ପଦକ୍ଷେପ ନିଆଯାଉଛି ବୋଲି ଗତ ଜାନୁଆରୀ ୪ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏ ସମ୍ବନ୍ଧରେ ଲେଖିଥିବା ପତ୍ରର ଉତ୍ତରରେ ଚିଠି ଲେଖି ଜଣାଇଛନ୍ତି କେନ୍ଦ୍ର ଖଣି, କୋଇଲା ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ। ଏହାଦ୍ୱାରା ଅନୁଗୁଳ ନାଲକୋ ପ୍ଲାଂଟର ସଂପ୍ରସାରଣ ପାଇଁ ପୁଞ୍ଜିନିବେଶର ଦ୍ୱାର ଫିଟିଥିବା କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି।     

ଗତ ଜାନୁଆରୀ ୪ରେ ଅନୁଗୁଳ ନାଲକୋ ଆଲୁମିନିୟମ ପ୍ଲାଂଟର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧ ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ କେନ୍ଦ୍ର ଖଣି, କୋଇଲା ଓ ସଂସଦ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶ୍ରୀ ପ୍ରଧାନ ପତ୍ର ଲେଖିଥିଲେ । ଏହାର ପ୍ରତି ଉତ୍ତରରେ ଯୋଶୀ ପତ୍ର ଲେଖି ନାଲକୋର ଏହି ପ୍ରକଳ୍ପ ଭାରତ ସରକାରଙ୍କ ପ୍ରାଥମିକତାରେ ରହିଛି ଏବଂ ଏହି ପ୍ରକଳ୍ପ କମ୍ପାନୀର କ୍ଷମତା ସଂପ୍ରସାରଣ ପ୍ରକଳ୍ପରେ ପରିସରଭୁକ୍ତ ରହିଛି ବୋଲି କହିଛନ୍ତି।
ସେ ଲେଖିଥିବା ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ପ୍ରକଳ୍ପର ଡିଟେଲ୍ସ ପ୍ରଜେକ୍ଟ ରିପୋର୍ଟ (ଡିପିଆର) ପ୍ରସ୍ତୁତ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିସମ୍ପନ୍ନ ଆତ୍ମନିର୍ଭର ଭାରତକୁ ସାକାର କରିବା ପାଇଁ ଏହି ସବୁ ପ୍ରକଳ୍ପକୁ କାର୍ଯ୍ୟ କରିବା ଦିଗରେ ଖଣି ଓ କୋଇଲା ମନ୍ତ୍ରଣାଳୟ ସବୁ ପଦକ୍ଷେପ ନେଉଅଛି । ଏହି ସଂପ୍ରସାରଣ ପ୍ରକଳ୍ପ ଦେଶ ଏବଂ ରାଜ୍ୟର ବିକାଶରେ ସହାୟକ ହେବ।

ନୂଆଦିଲ୍ଲୀ/ଭୁବନେଶ୍ୱର ୨୭।୦୧: ଅନୁଗୁଳ ଜିଲ୍ଲାର ନ୍ୟାସନାଲ ଆଲୁମିନିୟମ କମ୍ପାନୀ (ନାଲକୋ) ଆଲୁମିନିୟମ ପ୍ଲାଂଟ ସଂପ୍ରସାରଣର ପ୍ରକଳ୍ପ ଗୁଡିକ ପାଇଁ ଭାରତ ସରକାରଙ୍କ ଖଣି ଓ କୋଇଲା ମନ୍ତ୍ରଣାଳୟ ପକ୍ଷରୁ ସବୁ ପଦକ୍ଷେପ ନିଆଯାଉଛି ବୋଲି ଗତ ଜାନୁଆରୀ ୪ରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏ ସମ୍ବନ୍ଧରେ ଲେଖିଥିବା ପତ୍ରର ଉତ୍ତରରେ ଚିଠି ଲେଖି ଜଣାଇଛନ୍ତି କେନ୍ଦ୍ର ଖଣି, କୋଇଲା ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଶ୍ରୀ ପ୍ରହ୍ଲାଦ ଯୋଶୀ। ଏହାଦ୍ୱାରା ଅନୁଗୁଳ ନାଲକୋ ପ୍ଲାଂଟର ସଂପ୍ରସାରଣ ପାଇଁ ପୁଞ୍ଜିନିବେଶର ଦ୍ୱାର ଫିଟିଥିବା କେନ୍ଦ୍ରମନ୍ତ୍ରୀ ପ୍ରଧାନ କହିଛନ୍ତି।     
ଗତ ଜାନୁଆରୀ ୪ରେ ଅନୁଗୁଳ ନାଲକୋ ଆଲୁମିନିୟମ ପ୍ଲାଂଟର ଉତ୍ପାଦନ କ୍ଷମତା ବାର୍ଷିକ ୦.୪୬ ମିଲିୟନ ଟନରୁ ବାର୍ଷିକ କ୍ଷମତା ୧ ମିଲିୟନ ଟନ୍ ବୃଦ୍ଧି କରିବା ପାଇଁ କେନ୍ଦ୍ର ଖଣି, କୋଇଲା ଓ ସଂସଦ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀଙ୍କୁ ଶ୍ରୀ ପ୍ରଧାନ ପତ୍ର ଲେଖିଥିଲେ । ଏହାର ପ୍ରତି ଉତ୍ତରରେ ଯୋଶୀ ପତ୍ର ଲେଖି ନାଲକୋର ଏହି ପ୍ରକଳ୍ପ ଭାରତ ସରକାରଙ୍କ ପ୍ରାଥମିକତାରେ ରହିଛି ଏବଂ ଏହି ପ୍ରକଳ୍ପ କମ୍ପାନୀର କ୍ଷମତା ସଂପ୍ରସାରଣ ପ୍ରକଳ୍ପରେ ପରିସରଭୁକ୍ତ ରହିଛି ବୋଲି କହିଛନ୍ତି।
ସେ ଲେଖିଥିବା ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ପ୍ରକଳ୍ପର ଡିଟେଲ୍ସ ପ୍ରଜେକ୍ଟ ରିପୋର୍ଟ (ଡିପିଆର) ପ୍ରସ୍ତୁତ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟିସମ୍ପନ୍ନ ଆତ୍ମନିର୍ଭର ଭାରତକୁ ସାକାର କରିବା ପାଇଁ ଏହି ସବୁ ପ୍ରକଳ୍ପକୁ କାର୍ଯ୍ୟ କରିବା ଦିଗରେ ଖଣି ଓ କୋଇଲା ମନ୍ତ୍ରଣାଳୟ ସବୁ ପଦକ୍ଷେପ ନେଉଅଛି । ଏହି ସଂପ୍ରସାରଣ ପ୍ରକଳ୍ପ ଦେଶ ଏବଂ ରାଜ୍ୟର ବିକାଶରେ ସହାୟକ ହେବ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like