-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||      ସମ୍ବଲପୁରରେ ୯୬୦ କୋଟିର ୫୦ଟି ବିକାଶମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ♦️ ୧୩୩.୪୭ କୋଟିର ଲୋକାର୍ପଣ, ୮୨୫.୮୩ କୋଟିର ଶିଳାନ୍ୟାସ   (16-Sep-2026)       ||     

HOME   ଜିଲ୍ଲା

ବରିଷ୍ଠ ନାଗରିକ ସଂଗଠନର ପ୍ରତିନିଧିଙ୍କ ଦ୍ଵାରା ଉପଖଣ୍ଡ ଡ଼ାକ୍ତରଖାନା ପରିଦର୍ଶନ

11-Sep-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ ସ୍ଥିତ ବରିଷ୍ଠ ନାଗରିକ ସଂଗଠନର ଏକ ପ୍ରତିନିଧି ଦଳ ମଙ୍ଗଳବାର ବୀରମହାରାଜପୁର ଉପଖଣ୍ଡ ଡ଼ାକ୍ତରଖାନା ପରିଦର୍ଶନ କରି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଓ ଜନସ୍ବାସ୍ଥ୍ୟ ଅଧିକାରୀ ସୁବର୍ଣ୍ଣପୁର ଙ୍କ ଉଦ୍ଦେଶ୍ୟରେ ଏକ ସ୍ମାରକପତ୍ର ସ୍ଥାନୀୟ ଅଧୀକ୍ଷକ ଙ୍କ ଜରିଆରେ ପ୍ରେରଣ କରିଛନ୍ତି। ବୀରମହାରାଜପୁର ଉପଖଣ୍ଡ ଡାକ୍ତରଖାନାରେ ଏକ ଡାଇଲିସିସ୍ ସେଣ୍ଟର ସ୍ଥାପନ କରିବା,ବ୍ଲଡ୍ ବେଙ୍କ ଖୋଲିବା,ସାପ ଓ କୁକୁର କାମୁଡ଼ା ଭେକ୍‌ସିନ୍ ମହଜୁଦ ରଖିବା ଓ ବରିଷ୍ଠ ନାଗରିକଙ୍କ ପାଇଁ ଏକ ସ୍ବତନ୍ତ୍ର ଧାଡ଼ି ମାଧ୍ୟମରେ ଡାକ୍ତର ଙ୍କୁ ସ୍ବାସ୍ଥ୍ୟ ଦେଖାଇବା ଆଦି ବିଷୟ ଏହି ସ୍ମାରକପତ୍ରରେ ଉଲ୍ଲେଖ ରହିଛି।ଏହି ପ୍ରତିନିଧି ଦଳ ଡାକ୍ତରଖାନାର ଭାର ପ୍ରାପ୍ତ ଅଧୀକ୍ଷକ ଡାକ୍ତର ସ୍ବରୂପ ବେହେରାଙ୍କୁ ସ୍ମାରକପତ୍ର ପ୍ରଦାନ କରିବା ପରେ ଡାକ୍ତର ଶ୍ରୀ ବେହେରା ସମସ୍ତ ବିଭାଗ ବୁଲାଇ ଦେଖାଇଥିଲେ ଓ ସୁବିଧା ଅସୁବିଧା ଅବଗତ କରାଇଥିଲେ। ଆବଶ୍ୟକ ସଂଖ୍ୟକ ଡାକ୍ତର ଓ କର୍ମଚାରୀ ନ ଥିବାରୁ କେତେକାଂଶରେ ଅସୁବିଧାର ସମ୍ମୁଖୀନ ହେବାକୁ ପଡୁଛି ବୋଲି କହିଥିଲେ। ଡାକ୍ତରଖାନା ପରିସର ପରିଷ୍କାର ପରିଚ୍ଛନ୍ନତା ଉପରେ ବିଶେଷ ଧ୍ୟାନ ଦେବାକୁ ପ୍ରତିନିଧି ଦଳ ପରାମର୍ଶ ଦେଇଥିଲେ।ଏହି ଅବସରରେ ଅନ୍ତର୍ବାସୀ ରୋଗୀ ମାନଙ୍କୁ ବରିଷ୍ଠ ନାଗରିକ ସଂଗଠନ ତରଫରୁ ମିଷ୍ଟାନ୍ନ, ବିସ୍କୁଟ ଓ ଫଳ ବିତରଣ କରା ଯାଇଥିଲା। ପ୍ରତିନିଧି ଦଳରେ ସଭାପତି ଡକ୍ଟର ପ୍ରଫୁଲ୍ଲ ରଥ,ସଂପାଦକ ସନ୍ତୋଷ ଷଡ଼ଙ୍ଗୀ, ସଦସ୍ୟ ପ୍ରତାପ ଶଙ୍କର ପାଣିଗ୍ରାହୀ, ଡକ୍ଟର ଦ୍ବିତୀକୃଷ୍ଣ ପଣ୍ଡା,ବାସୁଦେବ ପଣ୍ଡା, କୃଷ୍ଣଚନ୍ଦ୍ର ପାଢ଼ୀ,ସତ୍ୟ ନାରାୟଣ ନାୟକ,ଚମରା ମହାକୁର,ସୁରୁ ସାହୁ, ନାରାୟଣ ପ୍ରସାଦ ନାୟକ, ଦିଲ୍ଲିପ ମିଶ୍ର, ବଳରାମ କାଣ୍ଡ, ଜୀତେନ୍ଦ୍ର ପ୍ରଧାନ ,ଅକ୍ରୂର ଚରଣ ଦନ୍ତା ପ୍ରମୁଖ ରହିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026
  ଜିଲ୍ଲା  
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   17-Sep-2026

You Might Also Like