-+91-9937148622 |

prerana_bgr@rediffmail.com |

  Tuesday 28th April 2026 |

| | | |

R.N.I. Regd No. ODIODI/2010/46693

Breaking News

ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||      ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି    (27-Apr-2026)       ||      ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ    (27-Apr-2026)       ||      ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   (27-Apr-2026)       ||      ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ    (27-Apr-2026)       ||      ଡହ ଡହ ଖରାରେ ଲୋକଙ୍କ ତୃଷା ମେଣ୍ଟାଇବାକୁ ଆସିଲା ସାମାଜିକ ଅନୁଷ୍ଠାନ ବିଙ୍ଗ ହ୍ୟୁମାନ ♦️ ପୁରୁଣା ବସଷ୍ଟାଣ୍ଡ ନିକଟରେ ଜଳଛତ୍ର ଉଦଘାଟିତ    (27-Apr-2026)       ||      ଅଚାନକ ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ପରିଦର୍ଶନ କଲେ ବିଧାୟକ ତଥା ଅନଗୁଳ ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଅଶୋକ ମହାନ୍ତି    (27-Apr-2026)       ||      ସଂଗୀତ ମହାବିଦ୍ୟାଳୟ ପଞ୍ଚମ ର ମାସାନ୍ତ ରବିବାସରୀୟ ସଂଗୀତ ସାନ୍ଧ୍ୟ    (27-Apr-2026)       ||      କଟକ: ଗୋମାତାଙ୍କୁ ରାଷ୍ଟ୍ର-ମାତା ଘୋଷଣା ଦାବି   (27-Apr-2026)       ||      ଓଡିଶା ଭିଜିଲାନ୍ସର ବନ ବିଭାଗ କଟକର ୪୨ ମୌଜା ଥାନା ଅଧୀନରେ ବେଆଇନ କରତକଳ ଉପରେ ଚଢାଉ କରିଛି   (27-Apr-2026)       ||      ପାଳଲହଡ଼ା ବନାଞ୍ଚଳ ପକ୍ଷରୁ ବନ ସୁରକ୍ଷା ସମିତି ଓ ଗ୍ରାମ ବାସୀ ମାନଙ୍କୁ ଜଙ୍ଗଲ ସୁରକ୍ଷା ଉପଦ୍ରବ ନିରୋଧ ଉପକରଣ ବଣ୍ଟନ   (27-Apr-2026)       ||      “ମାଟି ଏକ, ମଣିଷ ଏକ… କିନ୍ତୁ ପରିଚୟ କାହିଁକି ଭିନ୍ନ? ପହରିଆଙ୍କ ଅସ୍ତିତ୍ୱ ଆଜି ନୀରବ କ୍ରନ୍ଦନରେ ଡୁବିଯାଇଛି”   (27-Apr-2026)       ||      ବରୀରେ “ଗୋ ସମ୍ମାନ ଆହ୍ୱାନ” ଅଭିଯାନରେ ସାମୂହିକ ନିବେଦନ ପତ୍ର ପ୍ରଦାନ।   (27-Apr-2026)       ||     

HOME   ଜିଲ୍ଲା

ଅହମଦାବାଦରେ ଜୈନ ଗୁରୁ ଦର୍ଶନ କଲେ ଏକା ସଙ୍ଗେ ଶତାଧିକ ଶ୍ରାବକ ଶ୍ରାବୀକା

11-Sep-2025



ତୁଷୁରା(ପଞ୍ଚାନନ ନାଏକ) ଓଡିଶା ଜୈନ ପ୍ରାନ୍ତୀୟ ସ୍ବେତାମ୍ବର ତେରାପନ୍ଥ ସଭାର ସଭାପତି ଇଞ୍ଜିନିୟର ମନୋଜ ଜୈନଙ୍କ ନେତୃତ୍ବରେ ଶତାଧିକ ଶ୍ରାବକ ଶ୍ରାବୀକାର ଏକ ଟିମ ଅହମଦାବାଦ ସହରରେ ବିରାଜିତ ତେରାପନ୍ଥ ଧର୍ମ ସଂଘର ମହାତପସ୍ବୀ ଆଚାର୍ଯ୍ଯ ମହାଶ୍ରମଣଜୀଙ୍କ ଆର୍ଶିବାଦ ନେବା ସହ  ଧର୍ମ ଆଲୋଚନା କରିଥିଲେ। ସେଠାରେ ଚାରି ଦିନ ଧରି ଜୈନ ଧର୍ମର ବିଭିନ୍ନ ସାଧୁ ସାଧବୀଙ୍କ ଆର୍ଶିବାଦ ନେବା ସହ ଅଞ୍ଚଳରେ ସୁଖ ଓ ଶାନ୍ତି ସବୁ ସମୟରେ ରହିବା ପାଇଁ ଆର୍ଶିବାଦ ଭିକ୍ଷା କରିଥିଲେ। ଗୁରୁ ଭଗବାନ ଆଚାର୍ଯ୍ଯ ମହାଶ୍ରମଣଜୀଙ୍କ କୃପାରୁ ଶ୍ରମଣୀ ନିର୍ମାଣ ପ୍ରଜ୍ଞାଜୀ ଓ ମଧ୍ୟସ୍ଥ ପ୍ରଜ୍ଞାଜୀଙ୍କୁ  ଟିଟିଲାଗଡ ସହରରେ ଅବସ୍ଥାନ କରି ଚାରି ମାସ ପର୍ଯ୍ୟନ୍ତ ଆଖପାଖ ଅଞ୍ଚଳରେ ଧର୍ମ ଆରାଧନା କରିବା ପାଇଁ ପଠାଇ ଥିବାରୁ ଓଡିଶାର ସମସ୍ତ ଜୈନ ସମାଜ ପକ୍ଷରୁ ଗୁରୁ ଆଚାର୍ଯ୍ଯଙ୍କୁ ଅଶେଷ ଅଶେଷ କୃତଜ୍ଞତା ଅର୍ପଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ସଂପାଦକ ସୁଦର୍ଶନ ଜୈନ, ସଂଗଠନ ମନ୍ତ୍ରୀ ସୁନିଲ କୁମାର ଜୈନ, ପୂର୍ବତନ ସଂପାଦକ ଅନୁପ ଜୈନ, ସଞ୍ଜୀବ ଜୈନ,ଧୂବ କୁମାର ଜୈନ, ଶୈଳେଶ ଜୈନ, ରାମୋତାର ଜୈନ, ତୁଳସୀ ଦାସ ଜୈନ,ସୁରେଷ ଜୈନ, ଦେବଦାସ ଗୋୟଳ ଆଦି କର୍ମକର୍ତ୍ତା ସହଯୋଗ କରିଥିବା ସହ ତୁଷୁରା, ବଲାଙ୍ଗୀର, ସିନାପାଲି,ଟିଟିଲାଗଡ, କଣ୍ଟାବାଞ୍ଜି, ସିନ୍ଧେକେଲା, ଉତ୍କକେଲା, ଚୁଡାପାଳି, ରିଷିଡା ଆଦି ଅଞ୍ଚଳର ଶ୍ରାବକ ଶ୍ରାବୀକା ଉପସ୍ଥିତ ରହିଥିଲେ। ମିଡିଆ ପ୍ରଭାରୀ ମନୋଜ କୁମାର ଜୈନ ପ୍ରକାଶ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   28-Apr-2026
  ଜିଲ୍ଲା  
ସିଲ୍ ହେଲା ବେଆଇନ ବାଲି ଘାଟ   28-Apr-2026
  ଜିଲ୍ଲା  
ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   28-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   28-Apr-2026
  ଜିଲ୍ଲା  
ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   27-Apr-2026
  ଜିଲ୍ଲା  
ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ   27-Apr-2026
  ଜିଲ୍ଲା  
ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   27-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ   27-Apr-2026
  ଜିଲ୍ଲା  
ଦୁଇ ନେତାଙ୍କ ଏହି ଭେଟ କେବଳ ଏକ ସାଧାରଣ ଭେଟ ନା ୟା ପଛରେ କୌଣସି ରାଜନୈତିକ କାରଣ ରହିଛି   27-Apr-2026
  ଜିଲ୍ଲା  
ରାଣ୍ଡିମହୁଲ ଛପନ ପ୍ରହାର ନାମଯଜ୍ଞର ଚତୁର୍ଥ ଦିବସ   27-Apr-2026
  ଜିଲ୍ଲା  
ଜିଲ୍ଲାପାଳଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ   27-Apr-2026
  ଜିଲ୍ଲା  
ଜନଗଣନା କାର୍ଯ୍ୟରେ ନିୟୋଜିତ ଗଣନାକାରୀମାନଙ୍କ ମନୋବଳ ବୃଦ୍ଧି କଲେ ଜିଲ୍ଲାପାଳ   27-Apr-2026

You Might Also Like