-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||      ରାଜ୍ୟପାଳ ତଥା ରାଷ୍ଟ୍ରପତି ପୁରସ୍କରପ୍ରାପ୍ତ ପ୍ରଧାଶିକ୍ଷକ ଅଭିନ କିଶୋର ରଥଙ୍କ ପରଲୋକ - ଅଞ୍ଚଳରେ ଶୋକାକୁଳ ପରିବେଶ    (16-Sep-2026)       ||     

HOME   ଜିଲ୍ଲା

ବ୍ଲକସ୍ତରୀୟ ବାର୍ଷିକ ସାଧାରଣ ବୈଠକ

11-Sep-2025



ଅତାବିରା(ଆକାଶ ମିଶ୍ର): ଆଜି ଅତାବିରା ବ୍ଲକ ଅନ୍ତର୍ଗତ ଅତାବିରା ଉଚ୍ଚବିଦ୍ୟାଳୟ ଠାରେ ଏ ବି ଇ ଓ କାର୍ତ୍ତିକ ବାଗଙ୍କ ଅଧ୍ୟକ୍ଷତା ରେ ବ୍ଲକର ପ୍ରଧାନଶିକ୍ଷକ, ଶିକ୍ଷୟତ୍ରୀ, ସ୍କାଉଟ ମାଷ୍ଟର  ଗାଇଡ କେପଟେନ୍ ଓ ଖେଳ ଶିକ୍ଷକ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ବ୍ଲକସ୍ତରୀୟ ସାଧାରଣ ବୈଠକ ଅନୁଷ୍ଠିତ ହୋଇ ଯାଇଛି । ଏହି ବୈଠକରେ ନୋଡାଲ ବିଦ୍ୟାଳୟ ପ୍ରଧାନ ଶିକ୍ଷୟିତ୍ରୀ ସୁରେନ୍ଦ୍ର ବେହେରା , ସ୍ଥାନୀୟ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ମନୋଜ ହରପାଲ , ଲାଦରପାଲି ଉଚ୍ଚ ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ ହିମାଂଶୁ ସାହୁ , ବ୍ଲକ କ୍ରୀଡା ସମ୍ପାଦକ ସୁଦୀପ୍ତ ସାହୁ ମଞ୍ଚାସିନ ଥିଲେ । ପୂର୍ବତନ ଶାରୀରିକ ଶିକ୍ଷା ଅଧିକାରୀ ତଥା ଖେଳ ଶିକ୍ଷକ ତ୍ରିଲୋକ୍ୟ ନାୟକ ଅତିଥି ପରିଚୟ ପ୍ରଦାନ କରିଥିଲେ ।ମଞ୍ଚାଷିନ ଅତିଥି ମାନଙ୍କ ଦ୍ଵାରା ମାଁ ସରସ୍ଵତୀ ଓ ମାଁ ସମଲେଶ୍ଵରୀ ଙ୍କ ଫୋଟୋ ଚିତ୍ରରେ ଦୀପ ପ୍ରଜ୍ବଳନ ପୂର୍ବକ ପୂଜାର୍ଚ୍ଚନା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା ।କ୍ରୀଡା ସମ୍ପାଦକ ଶ୍ରୀଯୁକ୍ତ ସାହୁ ବାର୍ଷିକ ବିବରଣୀ ପ୍ରଦାନ କରିବା ସହ ବର୍ଷ ବିଭିନ୍ନ ସମୟରେ ହେବାକୁ ଥିବା ବ୍ଲକସ୍ତରୀୟ , ଜିଲ୍ଲାସ୍ତରୀୟ ଖେଳ କୁଦ, ସ୍କାଉଟ୍/ ଗାଇଡ ଓ ଜୁନିୟର ରେଡକ୍ରସ ର କାର୍ଯ୍ୟକ୍ରମ ଉପରେ ଅବଗତ କରାଇଥିଲେ ।ଏହି କାର୍ଯ୍ୟକ୍ରମ କିପରି ଭାବରେ ଶୃଙ୍ଖଳିତ ଓ ସଫଳତାର ସହ ସମ୍ପନ୍ନ ହେବା , ସେ ନେଇ ଉପସ୍ଥିତ ସମସ୍ତେ ମତାମତ ଦେବା ଆହ୍ଵାନ ଜଣାଇଥିଲେ । ଏଥିରେ ଅତାବିରା ବ୍ଲକ ରେ ବିଦ୍ୟାଳୟ ସଂଖ୍ୟା ଅଧିକ ଥିବାରୁ ଏହାକୁ ପୂର୍ବରୁ ତିନିଟି ସବ ଜୋନ ପରିବର୍ତ୍ତେ ଚାରିଟି ସବଜୋନ କରାଗଲେ ଛାତ୍ର ଛାତ୍ରୀ ମାନଙ୍କ ଯିବା ଆସିବାରେ ସୁବିଧା ହେବ ବୋଲି ପ୍ରସ୍ତାବ ଆଗତ ଓ ସର୍ବ ସମ୍ମତି କ୍ରମେ ଗୃହୀତ ହୋଇଥିଲା । ସମସ୍ତ ବ୍ଲକ୍ ତଥା ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମ/ ପ୍ରତିଯୋଗିତା ରେ ବ୍ଲକ ର କିପରି ନାମ ରହିବ , ପିଲାମାନେ କିପରି ଉତ୍ତମ ପ୍ରଦର୍ଶନ କରିପାରିବେ ସେ ଦିଗରେ ବିଶେଷ ଯତ୍ନବାନ ହେବାପାଇଁ ମଞ୍ଚାସିନ ସମସ୍ତେ ଉଦବୋଧନ ଦେଇଥିଲେ । ଏଥିରେ ବ୍ଲକ ର ସମସ୍ତ ପ୍ରଧାନ ଶିକ୍ଷକ , ଶିକ୍ଷୟିତ୍ରୀ , ଖେଳଶିକ୍ଷକ, ଶିକ୍ଷୟିତ୍ରୀ, ସ୍କାଉଟ ମାଷ୍ଟର, ଗାଇଡ କେପଟେନ୍ ଉପସ୍ଥିତ ଥିଲେ ।ଶେଷରେ ଲକ୍ଷ୍ମୀ ମହାପାତ୍ର ଧନ୍ୟବାଦ୍ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026
  ଜିଲ୍ଲା  
ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   17-Sep-2026

You Might Also Like