-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

କର୍ମକ୍ଷେତ୍ରରେ ମହିଳା ମାନଙ୍କ ପ୍ରତି ଯୌନ ଉତ୍ପୀଡ଼ନ ଏବଂ POSH Act-୨୦୧୩ ସମ୍ପର୍କିତ ଏକଦିବସୀୟ କର୍ମଶାଳା ଅନୁଷ୍ଠିତ

11-Sep-2025



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ ମିଶନ ଶକ୍ତି ଭବନ ଠାରେ ଜିଲ୍ଲା ସମାଜ ମଙ୍ଗଳ ବିଭାଗ ଏବଂ ଜିଲ୍ଲା ପ୍ରଶାସନଙ୍କ ସହାୟତାରେ ଏଲ୍ ସି/ଆଇ ସି ସଦସ୍ୟ ଏବଂ ନୋଡାଲ ଅଫିସର ମାନଙ୍କ ପାଇଁ Sexual Harassment of women at work place, Prevention, Prohibition & Redressal and Posh Act- 2013 ସମ୍ପର୍କିତ ଏକ ଦିନିକିଆ ଦକ୍ଷତା ବୃଦ୍ଧି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ସମାଜ ମଙ୍ଗଳ ବିଭାଗର ପି ଓ-କମ୍-ପି ଓ ସୁଜାତା ଦୋରା ତଥା ସମସ୍ତ  ପ୍ରୋଗ୍ରାମ ଅଫିସରସ୍ , ଏଲ୍ ସି ସି ଅଧ୍ୟକ୍ଷା  କସ୍ତୁରୀ ରଥ ଏବଂ ଏଲ୍ ସି ସି  ସଦସ୍ୟା ନୂତନ ଦାସ ଯୋଗ ଦେଇଥିଲେ। ପ୍ରଶିକ୍ଷକ ଭାବରେ ଯୁଧିଷ୍ଟିର ମିଶ୍ର ଆଇନ ମହାବିଦ୍ୟାଳୟର ସହପ୍ରଫେସର  ଚଣ୍ଡିପ୍ରସାଦ ଖମାରୀ ଯୋଗ ଦେଇ କର୍ମକ୍ଷେତ୍ରରେ ମହିଳା ମାନଙ୍କ ପ୍ରତି ଯୌନ ଉତ୍ପୀଡ଼ନର ବିଭିନ୍ନ ଦିଗ ଉପରେ ଆଲୋକପାତ କରିଥିଲେ । ଶିବିରରେ ଜ଼ିଲ୍ଲାର ସମସ୍ତ ବ୍ଲକର ସି ଏଚ୍ ସି. ପି ଏଚ୍ ସି  ଏବଂ ବି ଇ ଓ  କାର୍ଯ୍ୟାଳୟର କର୍ମକର୍ତ୍ତା ତଥା  ଏଲ୍ ସି ସି/ଆଇସିସି ସଦସ୍ୟ ମାନେ ଯୋଗ ଦେଇଥିଲେ । ସମସ୍ତ କାର୍ଯ୍ୟାଳୟରେ ଇଣ୍ଟରନାଲ୍ କମିଟିର କାର୍ଯ୍ୟଦକ୍ଷତା 

ଉପରେ ଗୁରୁତ୍ୱାରୋପ କରିଯାଇଥିଲା। ଜ଼ିଲ୍ଲାର ସମସ୍ତ ବ୍ଲକରୁ ଆସିଥିବା ଅଂଶଗ୍ରହଣକାରୀ ମାନେ ଏଲ୍ ସି ସି/ଆଇ ସି ସି  ର ବିଭିନ୍ନ ଦିଗ ଉପରେ ପଚାରି ବୁଝିଥିଲେ । DC Hub ସରୋଜ ନାଏକ ନିଜ ବକ୍ତବ୍ୟରେ ମହିଳା ସଶକ୍ତିକରଣ ର SHE-Box Portal ସମ୍ପର୍କରେ ପୁଙ୍ଖାନୁପୁଙ୍ଖ ଭାବରେ ବିବରଣୀ ଦେଇଥିଲେ । ଦକ୍ଷତା ବୃଦ୍ଧି ଶିବିରର ଶେଷରେ ଡିପିସି ଶିବାନୀ ଠାକୁର ଧନ୍ୟବାଦ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like