-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||      ହରଭଙ୍ଗାରେ ନୂଆଁଖାଇ ଭେଟଘାଟ ନାଚଗୀତ ପ୍ରତିଯୋଗିତାରେ ମନମୁଗ୍ଧ କଲେ କଳାକାର, ମଞ୍ଚସ୍ଥ ହେଲା ‘ଗାଁ ବୁଡ଼ି’ ଡ୍ରାମା   (16-Sep-2026)       ||     

HOME   ଜିଲ୍ଲା

*ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀୟ ସ୍ବଚ୍ଛ ବାୟୁ ଦିବସ ପାଳିତ*

11-Sep-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
ଜିଲ୍ଲା  ସ୍ୱାସ୍ଥ୍ୟ ବିଭାଗ ତରଫରୁ ଆନ୍ତର୍ଜାତୀୟ ନୀଳ ଆକାଶ ନିମନ୍ତେ ସ୍ବଚ୍ଛ ବାୟୁ ଦିବସ ୨୦୨୫ ସାଇ କୃପା ଶିକ୍ଷା ନିକେତନ ଠାରେ ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ଡ଼ା ଉଷାରାଣୀ ଦାଶ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଯାଇଅଛି।   l ଉକ୍ତ ଉତ୍ସବ ରେ ଅତିରିକ୍ତ ଜିଲ୍ଲା ଜନ ସ୍ବାସ୍ଥ୍ୟ ଅଧିକାରୀ ରୋଗ ନିୟନ୍ତ୍ରଣ ଡ଼ା ରମେଶ ଚନ୍ଦ୍ର ସ୍ୱାଇଁ , ସ୍କୁଲ ର ଚେୟାରମେନ  ଶ୍ରୀଯୁକ୍ତ ଜଳନ୍ଧର ସାହୁ, ଅଧ୍ୟକ୍ଷ ଅମୂଲ୍ୟ କୁମାର ନନ୍ଦ,ସୋନପୁର ମହାବିଦ୍ୟାଳୟ ର ଅଧ୍ୟାପକ ଉମାକାନ୍ତ ନାଗ ଓ ଜିଲ୍ଲା କାର୍ଯ୍ୟକ୍ରମ ସଂଯୋଜକ ରୂପକ କୁମାର ମହାପାତ୍ର ଉପସ୍ଥିତ ରହି  ଆଜିକାର ଦିବସ ର ସ୍ୱାସ୍ଥ୍ୟ ବାର୍ତ୍ତା ଯଥା ନିକଟ ସ୍ଥାନ କୁ ଚାଲିକି ଯାଆନ୍ତୁ କିମ୍ବା ସାଇକେଲ ବ୍ୟବହାର କରନ୍ତୁ, ଇ -ଚାଳିତ ଯାନ ଉପଯୋଗ କରନ୍ତୁ, ପରିବେଶ ସୁରକ୍ଷା ପାଇଁ ଗଛ ଲଗାନ୍ତୁ ଓ ସୌର ଶକ୍ତି ର ଉପଯୋଗ କରି ନୀଳ ଆକାଶ ନିମନ୍ତେ ସ୍ବଚ୍ଛ ବାୟୁ ର ଆବଶ୍ୟକତା ବିଷୟ ରେ ପୁଙ୍ଖାନୁପୁଙ୍ଖ ଭାବରେ ବୁଝାଇଥିଲେ ଓ ପାଳନର ତାତ୍ପର୍ଯ୍ୟ ଉପରେ ଆଲୋକପାତ କରି ଥିଲେ l  
ଉକ୍ତ ସଭାରେ ବିଦ୍ୟାଳୟ ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ ତଥା ଛାତ୍ର ଛାତ୍ରୀ ସବୁ ,ସ୍ଵାସ୍ଥ୍ୟ ବିଭାଗ ର କର୍ମଚାରୀ ଅଧିକାରୀ ବୃନ୍ଦ ଏବଂ ସାମ୍ବାଦିକ ବନ୍ଧୁ ମାନେ  ଉପସ୍ଥିତ ଥିଲେ । ସହକାରୀ ଜିଲ୍ଲା ଜନସ୍ୱାସ୍ଥ୍ୟ ଯୋଗାଯୋଗ ଅଧିକାରୀ ବୃନ୍ଦାବନ ସାହୁ ସଭା ପରିଚାଳନା କରିଥିବାବେଳେ ତ୍ରିଲୋଚନ ଓଟା ପ୍ରଧାନଶିକ୍ଷକ,ଲୋପାମୁଦ୍ରା ମହାନ୍ତି epidemiologist, ଅଣ ସଂକ୍ରାମକ ରୋଗ ସଂଯୋଜକ ଆଲୋକ କୁମାର ମିଶ୍ର, ମହେନ୍ଦ୍ର ମହାଲିକ ଓ  ଡି ଇ ଓ ନାରାୟଣ ରଥ  କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ । ଶେଷରେ ସ୍ବାସ୍ଥ୍ୟ ପରିଦର୍ଶକ ପ୍ରମୋଦ କୁମାର ସାହୁ କୁଇଜ୍,ଡ଼ିବେଟ ଓ ଡ୍ରଇଂ ପ୍ରତିଯୋଗିତା କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଓ଼  ଉପସ୍ଥିତ ସମସ୍ତଙ୍କୁ  ଧନ୍ୟବାଦ ଅର୍ପଣ କରିଥିଲେ । ୩୪ ଜଣ ଛାତ୍ର ଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରାଯାଇଥିଲା l.ଉକ୍ତ ଦିବସ ପାଳନ ଅବସରରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଯାଇଥିଲା ଓ଼  ଏକ ଲିଫ ଲେଟ ବଣ୍ଟନ ଓ ପ୍ରଦର୍ଶନ କରାଯାଇ ସମସ୍ତ ଙ୍କୁ ସଚେତନ କରାଯାଇଥିଲା।


News Comment




Photo in News

Advertisment
Lastest News
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026
  ଜିଲ୍ଲା  
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   17-Sep-2026

You Might Also Like