-+91-9937148622 |

prerana_bgr@rediffmail.com |

  Friday 18th September 2026 |

| | | |

R.N.I. Regd No. ODIODI/2010/46693

Breaking News

ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||      ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   (18-Sep-2026)       ||       ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   (18-Sep-2026)       ||      ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   (18-Sep-2026)       ||      ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   (18-Sep-2026)       ||      ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   (17-Sep-2026)       ||      ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   (17-Sep-2026)       ||      ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   (17-Sep-2026)       ||      ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   (17-Sep-2026)       ||      ନବଜାତ ଶିଶୁ କନ୍ୟା ଉଦ୍ଧାର   (17-Sep-2026)       ||      ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   (17-Sep-2026)       ||      ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ    (17-Sep-2026)       ||      ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ହସ୍ପିଟାଲରେ ଫଳ ବଣ୍ଟନ :ମୋଦୀଙ୍କ ଦୀର୍ଘାୟୁ କାମନା କଲେ ବିଧାୟକ ଲକ୍ଷ୍ମଣ ବାଗ   (17-Sep-2026)       ||      ଡାବୁଗାଁ ଠାରେ ଏକ ପେଡ୍ ମାକେ ନାମ କାର୍ଯ୍ୟକ୍ରମ ଅନୁଷ୍ଠିତ   (17-Sep-2026)       ||      ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ   (17-Sep-2026)       ||      ଅବକାରୀ ବିଭାଗ ର ନିଷ୍କ୍ରିୟତା କୁ ନେଇ ଅସନ୍ତୋଷ ବୃଦ୍ଧି ପାଉଛି   (17-Sep-2026)       ||      କୁସଙ୍ଗ ଜଗନ୍ନାଥ ମନ୍ଦିରରେ ନୂଆଖାଇ ଭେଟଘାଟ ପାଳିତ   (17-Sep-2026)       ||      ୨୭ତମ ରାଜ୍ୟସ୍ତରୀୟ ତୀରନ୍ଦାଜ ପ୍ରତିଯୋଗିତା   (17-Sep-2026)       ||      ବାପୁଜୀ ନଗର ମହିଳା କ୍ଲବ ସଂପୂର୍ଣାର ବାର୍ଷିକ ଉତ୍ସବ ଏବଂ ସମ୍ବର୍ଦ୍ଧନା ଉତ୍ସବ    (16-Sep-2026)       ||      ତରାପୁରରେ ଧୁମ ଧାମ ରେ ନୂଆଖାଇ ପାଳିତ    (16-Sep-2026)       ||     

HOME   ଜିଲ୍ଲା

*ଭି ଆଇ ପି ରେ ନୁହେଁ ମୁଁ ସ୍କୁଟି ରେ ଅଚାନକ ଆସିବି କ୍ଲାସ୍ ରେ ପିଲାଙ୍କୁ ପାଠ ପଢାଇବି*- *ଜିଲ୍ଲାରେ ଶୈକ୍ଷିକ ବାତାବରଣ ପ୍ରତି ଧ୍ୟାନ ଦେବି* *ସୁବର୍ଣ୍ଣପୁର ଜିଲ୍ଲାପାଳ*-

11-Sep-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ)
ସୁବର୍ଣ୍ଣପୁର ଜିଲ୍ଲାର ନବନିଯୁକ୍ତ ଜିଲ୍ଲାପାଳ ଡଃ ନୃପରାଜ ସାହୁ ଆଜି ସୁବର୍ଣ୍ଣପୁର ସହରରେ ଥିବା ବିଭିନ୍ନ ଶିକ୍ଷା  ସ୍ବାସ୍ଥ୍ୟ ତଥା ପର୍ଯ୍ୟଟନସ୍ଥଳୀ ପରିଦର୍ଶନ କରି ବିଭିନ୍ନ ସମସ୍ୟା ଉପରେ ପଚାରି ବୁଝିଥିଲେ I ସକାଳେ ପ୍ରଥମେ ଜିଲ୍ଲାର ମୁଖ୍ୟ ଚିକିତ୍ସାଳୟଠାରେ ବୃକ୍ଷରୋପଣ କାର୍ଯ୍ଯ ରେ ଯୋଗ ଦେବା ସହ ପରିବେଶ ସୁରକ୍ଷା ଓ ଉତ୍ତମ ସ୍ଵାସ୍ଥ୍ୟ ସେବା ପ୍ରଦାନ କରିବାକୁ ସି ଡି ଏମ୍ ଓ,ଡାକ୍ତର ଓ କର୍ମଚାରୀ ଙ୍କୁ ପରାମର୍ଶ କରିଥିଲେ l  ସହର ଉପକଣ୍ଠରେ ଥିବା ଧୋବାବାହାଲି ଗ୍ରାମ ଦେଇ  ଶ୍ରୀ ଶ୍ରୀ ଯୋଗେଶ୍ବର ମନ୍ଦିର ପହଞ୍ଚି ଦର୍ଶନ କରି ଏ ଗାଁ ର ସମସ୍ୟା ବୁଝି ଥିଲେ I ସର୍ବ ପୁରାତନ ଲେପ୍ରା ସୋସାଇଟି କାର୍ଯ୍ୟାଳୟ ଯାଇ ସେଠାରେ କୁଷ୍ଠମୁକ୍ତ ଲୋକମାନଙ୍କ ଗହଣରେ କିଛି ସମୟ ଅତିବାହିତ କରି ଥିଲେ I ସେଠାରୁ ଜିଲ୍ଲାପାଳଙ୍କ ପୋଷ୍ୟ ବିଦ୍ୟାଳୟ ମହାରାଜା ଉଚ୍ଚ ବିଦ୍ୟାଳୟ ପହଞ୍ଚି ଆଲୁମିନି କମିଟି ର କିଛି ଦାବୀ ଉପରେ ଆଲୋଚନା କରିଥିଲେ l ଓ ଏହି ସର୍ବ ପୁରାତନ ହାଇସ୍କୁଲ  ରେ ସରକାରୀ ଅନୁଦାନ ରେ ପୂର୍ବ ରୁ ହୋଇଥିବା  ଓ ହେବାକୁ ଥିବା ପ୍ରତ୍ୟେକ ଉନ୍ନତୀ ମୂଳକ କାର୍ଯ୍ୟ ର ତାଲିକା  ଓ ଖର୍ଚ୍ଚ ବଜେଟ୍ ପ୍ରସ୍ତୁତି କରି ଜିଲ୍ଲା ପ୍ରଶାସନ,  ମହାରାଜା ହାଇସ୍କୁଲ ଆଲୁମୁନି କମିଟି ଓ ସ୍କୁଲ୍ ଅଭିଯାନ କମିଟି କୁ ସ୍ପଷ୍ଟ ଭାବେ ଜଣାଇବାକୁ ମୋ ସ୍କୁଲ ଅଭିଯାନର ସଭାପତି ଗୋରେଖନାଥ ସାହୁ ଓ ଅନ୍ୟ କର୍ମ କର୍ତ୍ତା ଙ୍କୁ ଜିଲ୍ଲାପାଳ ନିର୍ଦ୍ଦେଶ କରିଥିଲେ I ଶେଷରେ କ୍ଲାସ ରୁମ୍ ପରିଦର୍ଶନ କରି ବାକୁ କମିଟି ଓ ପ୍ରଧାନ ଶିକ୍ଷକ ଅନୁରୋଧ କରିବାରୁ ଜିଲ୍ଲାପାଳ ସିଧା ସଳଖ ମନା କରି ଦେଇ ପ୍ରାୟୋଜିତ ଭାବେ "ମୁଁ ଭି ଆଇ ପି ରେ ଲାଲବତି ଏ ସି ଗାଡି  ରେ ନୁହେଁ ଆପଣଙ୍କ ଭଳି ସ୍କୁଟି ଚଳାଇ ଅଚାନକ ସ୍କୁଲ୍ ପରିଦର୍ଶନ ରେ ଆସିବି, ଫୁଲ ତୋଡା ନ ଧରି ସିଧା କ୍ଲାସ ରୁମ୍ ରେ ଚକ୍ ଡଷ୍ଟର ଧରିବି , ଯେଉଁ ବିଷୟ ଥିବ ପିଲାଙ୍କୁ ସେ ବିଷୟ ରେ ପୁରା କ୍ଲାସ୍ ସମୟ ପାଠ ପଢ଼ାଇବି l ମୁଁ ଶିକ୍ଷା ବିଭାଗ ରୁ ଆସିଛି ଜିଲ୍ଲା ରେ ପ୍ରତି ସ୍କୁଲ୍ ରେ ଶୈଖିକ ବାତାବରଣ କୁ ସଜାଡିବାକୁ ଅଧିକ ସମୟ ଦେବି ବୋଲି ଜିଲ୍ଲାପାଳ ଶିକ୍ଷକ ମାନଙ୍କୁ କହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   18-Sep-2026
  ଦେଶ ବିଦେଶ  
ଲଣ୍ଡନରେ ଯୋଗ ଦ୍ୱାରା ଶାନ୍ତି କାମନା କାର୍ଯ୍ୟକ୍ରମ ଆୟୋଜନ   18-Sep-2026
  ଜିଲ୍ଲା  
 ଲୋକସେବା ଭବନରେ ଚାରା ରୋପଣ କଲେ, ପ୍ରଦର୍ଶନୀ ପଡିଆରେ  ମେଗା-ରକ୍ତଦାନ ଶିବିର କାର୍ଯ୍ୟକ୍ରମରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ   18-Sep-2026
  ରାଜ୍ୟ  
ଲାଞ୍ଚନେବା ଘଟଣାରେ ୨ ଅଡିଟର୍ ଧରାପଡିଲେ ବଲାଙ୍ଗୀର ଓ ସୋନପୁର ଜିଲ୍ଲାରେ କେବେ  ?   18-Sep-2026
  ଜିଲ୍ଲା  
ମୁକ୍ତେଶ୍ୱର ପ୍ରାଙ୍ଗଣରେ ଆଶୀର୍ବାଦର ଦୀପ ଜାଳି ପ୍ରଧାନମନ୍ତ୍ରୀଙ୍କ ଦୀର୍ଘ ଆୟୁ କାମନା କଲେ ମୁଖ୍ୟମନ୍ତ୍ରୀ♦️ଜଳିଲା ୧୧ ହଜାର ‘ଆଶୀର୍ବାଦର ଦୀପ’   18-Sep-2026
  ଜିଲ୍ଲା  
ସମ୍ବଲପୁର ବରିଷ୍ଠ ନାଗରିକ ସମାଜ ପକ୍ଷରୁ ଵୟୋବନ୍ଦନା କାର୍ଯ୍ୟକ୍ରମ ll 94 ବର୍ଷୀୟ ଧର୍ମପରାୟଣ ବ୍ୟକ୍ତିତ୍ୱ ଶ୍ରୀବତ୍ସ ପାଣିଗ୍ରାହୀ ସମ୍ବର୍ଦ୍ଧିତ ll   17-Sep-2026
  ଜିଲ୍ଲା  
ବିଏମସି ୫୬ ନମ୍ବର ୱାର୍ଡରେ ଓଜେସିର ସାଂଗଠନିକ ବୈଠକ ସଂଗଠନ ସୁଦୃଢ଼ କରିବା ସହ ଜନସମସ୍ୟାକୁ ଗୁରୁତ୍ୱ ଦେଲେ ଓଜେସି ସଭାପତି ମହମ୍ମଦ ମୋକିମ୍   17-Sep-2026
  ଜିଲ୍ଲା  
ଅର୍ଜୁନ କୁମାର ସାହୁଙ୍କ କୋସଲି କଥାନୀ ସଂକଳନ "ଆଏଜ ବି ଟାକିଛେଁ" ଉନ୍ମୋଚିତ   17-Sep-2026
  ଜିଲ୍ଲା  
ଭଅଁରାରେ ଆନନ୍ଦ ଉଲ୍ଲାସର ସହ ଗଣେଶ ପୂଜା ଅନୁଷ୍ଠିତ ।।   17-Sep-2026
  ଜିଲ୍ଲା  
ନବଜାତ ଶିଶୁ କନ୍ୟା ଉଦ୍ଧାର   17-Sep-2026
  ଜିଲ୍ଲା  
ସରଗାଡ଼ ଠାରେ ମର୍ଣ୍ଣିଙ୍ଗ ଷ୍ଟାର ତରଫରୁ ‘୫ମ ନୂଆଁଖାଇ ଭେଟ୍‌ଘାଟ୍‌-୨୦୨୬’ ଅନୁଷ୍ଠିତ: ମୁଖ୍ୟ ଅତିଥି ଭାବେ ଯୋଗଦେଲେ ମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ   17-Sep-2026
  ଜିଲ୍ଲା  
ବଲାଙ୍ଗୀର ଓକିଲ ମାନଙ୍କ ନୂଆଁଖାଇ ଭେଟଘାଟ ସେପ୍ଟେମ୍ବର ୨୦ରେ   17-Sep-2026

You Might Also Like