-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ବିଶେଷ

ଜସୁନାଖଳା: ବିଶାଳ ତ୍ରିରଙ୍ଗାର ଶୋଭାଯାତ୍ରା

28-Jan-2021



ଜସୁନାଖଳା,(ପ୍ରେରଣା ଖବର) : ଦେଶଭକ୍ତିର ନିଆରା ପରମ୍ପରା ସୃଷ୍ଟି କଲେ ରାଜସୁନାଖଳା ଅଞ୍ଚଳର ଯୁବକ- ଯୁବତୀମାନେ। ୧୨୦ ମିଟରର ବିଶାଳ ତ୍ରିରଙ୍ଗା ପତାକା ଧରି ବୁଲିଲେ ଦୁଇଶହ ଅଧିକ ଯୁବକ- ଯୁବତୀ। ତ୍ରିରଙ୍ଗା ଶୋଭାଯାତ୍ରା କମିଟି ରାଜସୁନାଖଳାର ଇଏ ହେଉଛି ଦ୍ଵିତୀୟ ବାର୍ଷିକ ତ୍ରିରଙ୍ଗା ଶୋଭାଯାତ୍ରା। କୋଭିଡ କଟକଣା ସହିତ ବିଭିନ୍ନ ଦେଶଭକ୍ତିର ନାରାଦେଇ ସମଗ୍ର ରାଜସୁନାଖଳା ଅଞ୍ଚଳ ପରିକ୍ରମା କରିଥିଲେ। ସ୍ଥାନୀୟ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରମେଶ ଚନ୍ଦ୍ର ବଳବନ୍ତରାୟ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଶୋଭାଯାତ୍ରାର ଶୁଭ ଉଦଘାଟନ କରିଥିଲେ। ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପ୍ରଧାନାଚାର୍ଯ୍ୟ ନିରଞ୍ଜନ ତରାସ, ଯୁବ ସମାଜସେବୀ ଜଗନ ନାୟକ, ସବ୍ୟସାଚୀ ସେନାପତି ପ୍ରମୁଖ ଯୋଗଦାନ କରିଥିଲେ।

ସହର ପରିକ୍ରମା ପରେ କାଉଁରୀ ପାଟଣା ସାହି ଯୁବ ଭାରତୀ କ୍ଳବ ପରିସରରେ ଆୟୋଜିତ ସାଧାରଣ ସଭାରେ ଖୋର୍ଦ୍ଧା ଜିଲା ସମବାୟ ସମିତି ନିର୍ଦେଶକ ଶ୍ରୀଯୁକ୍ତ ପ୍ରଫୁଲ୍ଲ କୁମାର ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଜାତୀୟ ପତାକା ଉତ୍ତୋଳନ କରିଥିଲେ। ସେ ତାଙ୍କ ବକ୍ତବ୍ୟରେ ଯୁବଶକ୍ତିର ଏହିଭଳି ନିଆରା ପ୍ରୟାସର ଭୁରିୟସୀ ପ୍ରଶଂସା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like