-+91-9937148622 |

prerana_bgr@rediffmail.com |

  Wednesday 29th April 2026 |

| | | |

R.N.I. Regd No. ODIODI/2010/46693

Breaking News

କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   (28-Apr-2026)       ||      ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   (28-Apr-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ    (28-Apr-2026)       ||      *ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   (28-Apr-2026)       ||      ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      (28-Apr-2026)       ||      ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   (28-Apr-2026)       ||      Qwert   (28-Apr-2026)       ||      Jk   (28-Apr-2026)       ||      କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼    (28-Apr-2026)       ||      କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   (28-Apr-2026)       ||      *ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   (28-Apr-2026)       ||      ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   (28-Apr-2026)       ||      ବରୀ ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (28-Apr-2026)       ||      ସିଲ୍ ହେଲା ବେଆଇନ ବାଲି ଘାଟ   (28-Apr-2026)       ||      ଦେଓଗାଁ ବ୍ଲକରେ ଆଇନ ସଚେତନତା ଶିବିର ଅନୁଷ୍ଠିତ   (28-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ♦️ ମହାକାଳୀ ୱାରିଅର୍ସ ଚମ୍ପିୟାନ୍, ସ୍କାୟ ଲିଜେଣ୍ଡ ରନର୍ସ ଅପ୍   (28-Apr-2026)       ||      ଶାଖା କେନାଲ ପାର୍ଶ୍ଵ ରେ ଡ୍ରେନ ନିର୍ମାଣ ପାଇଁ ଦାବି   (27-Apr-2026)       ||      ଦ୍ଵିତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ମେ ୯ରେ    (27-Apr-2026)       ||      ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନଙ୍କୁ କମିଟିର ଦ୍ୱିତୀୟ ଅନ୍ତରୀଣ ରିପୋର୍ଟ ପ୍ରଦାନ କରାଯାଇଛି   (27-Apr-2026)       ||      ବଲାଙ୍ଗୀର ଜିଲ୍ଲାର ବୋହୂ ଡ. ସଂଗୀତା ମିଶ୍ରଙ୍କୁ ରାଜ୍ୟସ୍ତରୀୟ ସମ୍ମାନ    (27-Apr-2026)       ||     

HOME   ଜିଲ୍ଲା

ଯୁଗ୍ମ ନିର୍ଦେଶକ ସୋମନାଥ କାନ୍ଦିୟମ ଙ୍କ ଲୋଇସିଂହା ଗସ୍ତ

11-Sep-2025



ଲୋଇସିଂହା, (ବିନୋଦ ଦୀପ) ପଶ୍ଚିମ ଓଡିଶା ବିକାଶ ପରିଷଦ ଯୁଗ୍ମ ନିର୍ଦେଶକ ସୋମନାଥ କାନ୍ଦିୟମ ଲୋଇସିଂହା ଗସ୍ତ ରେ ଆସି ଲୋଇସିଂହା ବ୍ଲକ ର ବିଭିନ୍ନ ଅଂଚଳ ପରିଦର୍ଶନ କରିଥିଲେ l ସେ ପଶ୍ଚିମ ଓଡିଶା ବିକାଶ ପରିଷଦ ପାଣ୍ଠିରୁ କାର୍ଯ୍ୟକାରୀ ହୋଇଥିବା ବିଭିନ୍ନ ପ୍ରକଳ୍ପ ବୁଲି ତଦାରଖ କରିଥିଲେ l ପରିଦର୍ଶନ ବେଳେ ଶ୍ରୀ କାନ୍ଦିୟମ ବୁଢ଼ୀପଦର ପଂଚାୟତ ଗସ୍ତ କରିବା ସହ ସ୍ଥାନୀୟ ଗ୍ରାମୀଣ ପାର୍କ, ହାଇସ୍କୁଲ ର ସ୍ମାର୍ଟ କ୍ଲାସରୁମ ପରିଦର୍ଶନ କରିଥିଲେ l ଏହାସହ ଯୋଗୀସର୍ଡl ହରିହର ଉଚ୍ଚ ବିଦ୍ୟାଳୟ ର ସ୍ମାର୍ଟ କ୍ଲାସରୁମ, କୁସଙ୍ଗ ମୁଖ୍ୟମନ୍ତ୍ରୀ ସଭାଗୃହ, କୁସମେଲ କଲ୍ୟାଣମଣ୍ଡପ ଆଦି ବିଭିନ୍ନ ପ୍ରକଳ୍ପ ର କାର୍ଯ୍ୟ ବୁଲି ଦେଖିଥିଲେ l ଯୁଗ୍ମ ନିର୍ଦେଶ ଙ୍କ ପରିଦର୍ଶନ ବେଳେ ବ୍ଲକ ଅଧ୍ୟକ୍ଷ ଯତୀନ୍ଦ୍ର ପଟେଲ, ବ୍ଲକ ସହକାରୀ ଯନ୍ତ୍ରୀ ସିଦ୍ଧାର୍ଥ ପାଢ଼ୀ, ବୁଢୀପଦର ସରପଞ୍ଚ ଲକ୍ଷ୍ମୀ ପଧାନ,  ପିଇଓ ପ୍ରହଲ୍ଲାଦ ବେହେରା, ସମାଜସେବୀ ଯୁଧିଷ୍ଠିର ପଧାନ, ସମେତ ବ୍ଲକ ର କନିଷ୍ଠ ଯନ୍ତ୍ରୀ ଓ କର୍ମଚାରୀ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
କାର-ବସ ମୁହାଁମୁହିଁ ଧକ୍କା ଜଣେ,ମୃତ ୪ ଗୁରୁତର   28-Apr-2026
  ଜିଲ୍ଲା  
ସୁବର୍ଣ୍ଣପୁର ରେ ଖୋଲିଲା ବିଶାଳ ର ମେଗା ମାର୍ଟ   28-Apr-2026
  ଜିଲ୍ଲା  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘର ଲୟର୍ସ ଡେ ପାଳିତ   28-Apr-2026
  ଜିଲ୍ଲା  
*ହରେରାମ ହରେକୃଷ୍ଣ ଧ୍ବନି ରେ କମ୍ପିଲା ନବରଙ୍ଗପୁର ମାଟି*   28-Apr-2026
  ଜିଲ୍ଲା  
ଭରସୁଜା ପଂଚାୟତ ରେ ଜନ ଶୁଣାଣି ଶିବିର ଅନୁଷ୍ଠିତ      28-Apr-2026
  ଜିଲ୍ଲା  
ଜୟନ୍ତୀଙ୍କ ନେତୃତ୍ୱରେ ମହିଳା କଂଗ୍ରେସ ହେବ ସାଧାରଣ ଜନତାଙ୍କ ସ୍ୱର- ନରସିଂହ   28-Apr-2026
Qwert   28-Apr-2026
Jk   28-Apr-2026
  ଜିଲ୍ଲା  
କେବଳ କାଗଜପତ୍ର ରେ ସୀମିତ ଜିଲ୍ଲା ପ୍ରଶାସନର ଏନ୍‌ଫୋର୍ସମେଣ୍ଟ୍‌ ସ୍କୁଆଡ଼   28-Apr-2026
  ଜିଲ୍ଲା  
କଟକ ଜିଲ୍ଲା ପ୍ରଶାସନ ପକ୍ଷରୁ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ପଳିତ   28-Apr-2026
  ଜିଲ୍ଲା  
*ଜିଲ୍ଲାପାଳ ଙ୍କୁ ସମ୍ବର୍ଦ୍ଧନା*- *କଳା କେବଳ ନାଚ ଗୀତ ରେ ନ ଥାଏ ବରଂ ନିରଶ ମୁଁହ ରେ ହସ ଫୁଟାଇବା ହିଁ ବାସ୍ତବିକ କଳା* - *ପ୍ରଧ୍ୟାପକ ମଦନ ସୁନ୍ଦର କ୍ଷେତୀ*-   28-Apr-2026
  ଜିଲ୍ଲା  
ପ୍ରାକୃତିକ ସନ୍ଦର୍ଯ୍ୟର ଗନ୍ତାଘର ବିଖ୍ୟାତ ଶୈବପୀଠ କେଲିଆ""   28-Apr-2026

You Might Also Like

                   
  ଜିଲ୍ଲା  

Qwert

   
  ଜିଲ୍ଲା  

Jk