-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||     

HOME   ଜିଲ୍ଲା

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଆତ୍ମହତ୍ୟା ନିବାରଣ ସଚେତନତା କାର୍ଯ୍ୟକ୍ରମ 

11-Sep-2025



ବଲାଙ୍ଗିର(ପ୍ରେରଣା ଖବର): ସ୍ଥାନୀୟ ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ଜିଲ୍ଲା ମାନସିକ ସ୍ଵାସ୍ଥ୍ୟ କାର୍ଯ୍ୟକ୍ରମ ବିଭାଗ ଏବଂ ନିଶା ନିବାରଣ କେନ୍ଦ୍ର ବଲାଙ୍ଗିରର ମିଳିତ ପ୍ରୟାସରେ ଆତ୍ମହତ୍ୟା ନିବାରଣ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମକୁ କଲେଜର ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦର ଉଦଘାଟନ କରି  ଏହାର ଅଭିଲକ୍ଷ୍ୟ ସଂପର୍କରେ ଅବଗତ କରେଇବା ସହିତ  ଧୈର୍ଯ୍ୟ, ସଚେତନତା ଏବଂ ମାନସିକ ସ୍ଵାସ୍ଥ୍ୟ ଚିକିତ୍ସା ଦ୍ବାରା ଆତ୍ମହତ୍ୟା ରୋକାଯାଇପାରିବ ବୋଲି ମତ ପ୍ରକାଶ କରିଥିଲେ । ଚିକିତ୍ସା ମନୋବିଜ୍ଞାନୀ ସୁଶ୍ରୀ ଶ୍ରାବଣୀ କାଲସାଏ

ଏବଂ ପ୍ରିୟା ପ୍ରତୀକ୍ଷା ଧରୁଆ ଯୋଗଦେଇ ଆତ୍ମହତ୍ୟାର କାରଣ, ନିବାରଣ ଏବଂ ଉପଚାର ସଂପର୍କରେ ଗଭୀର ଆଲୋଚନା କରିବା ସହିତ ସଚେତନତାମୂଳକ ପ୍ରାମାଣିକ ଚଳଚ୍ଚିତ୍ର ଦେଖାଇଥିଲେ। ଡକ୍ଟର ଶ୍ରୀକାନ୍ତ କୁମାର ବାରିକ କାର୍ଯ୍ୟକ୍ରମକୁ ସୁଚାରୁରୂପେ ସଂଚାଳନ କରିଥିଲେ। ମହାବିଦ୍ୟାଳୟର ଜାତୀୟ ସେବା ଯୋଜନାର କାର୍ଯ୍ୟକାରୀ ଅଧିକାରୀ ଡକ୍ଟର ରମଣୀ ନାଏକ, ସାମାଜିକ କର୍ମୀ ମଳୟ

କୁମାର ନାଗ, ଶିବ କର୍ମୀ, ସବ୍ୟସାଚୀ ସିଂ ପ୍ରମୁଖ ଉପସ୍ଥିତ ରହି ମାନସିକ ଅବସାଦ ଏବଂ ତାର ପ୍ରତିକାର ସଂପର୍କରେ ବିଶ୍ଳେଷଣ କରିଥିଲେ। ଅଧ୍ୟାପିକା ସ୍ବୟଂପ୍ରଭା ମହାପାତ୍ର ଏବଂ ମୋନାଲିସା କୁମ୍ଭାରଙ୍କ ମିଳିତ ରଚନା ଓ ନିର୍ଦ୍ଦେଶନାରେ ମହାବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ଦ୍ବାରା ଅଭିନିତ ହୋଇଥିଲା ଆତ୍ମହତ୍ୟା ନିବାରଣମୂଳକ ନାଟକ 'ଆଶା' । ପରିଶେଷରେ ଅଧ୍ୟାପକ ହୃଷୀକେଶ ଦାସ ଆନୁଷ୍ଠାନିକ ଭାବେ ଧନ୍ୟବାଦ ଅର୍ପଣ କରିଥିଲେ। ଏଥିରେ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026

You Might Also Like