-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||      ଓଡ଼ିଶାର ପୌରପରିଷଦ, ଏନ୍‌.ଏ.ସି. ଓ ମହାନଗର ନିଗମ ସାଧାରଣ ନିର୍ବାଚନ♦️ ୱାର୍ଡ ସୀମା ପୁନଃନିର୍ଦ୍ଧାରଣ ଓ ଆସନ ସଂରକ୍ଷଣ ପାଇଁ ସଂଶୋଧିତ କାର୍ଯ୍ୟସୂଚୀ ଜାରି*   (18-Sep-2026)       ||      ବାଗଡିଆ ଗାଁରେ ମହାଆଡମ୍ବର ପୂର୍ଣରେ ବିଶ୍ୱକର୍ମା ପୂଜା ପାଳିତ   (18-Sep-2026)       ||     

HOME   ରାଜନୀତି

ରାଜ୍ୟସ୍ତରୀୟ ଭାରତୀୟ ସଂସ୍କୃତ ଜ୍ଞାନ ପରୀକ୍ଷାରେ ଘଣ୍ଟାପଡ଼ା କଲେଜର ଛାତ୍ରୀ ସୋନାଲୀ ହାତୀ ଦ୍ୱିତୀୟ

11-Sep-2025



କଣ୍ଟାମାଳ(ଜୟକୁମାର ମହାରଣା): ରାଜ୍ୟସ୍ତରୀୟ ଭାରତୀୟ ସଂସ୍କୃତ ଜ୍ଞାନ ପରୀକ୍ଷାରେ ବୌଦ୍ଧ ଜିଲ୍ଲା କଣ୍ଟାମାଳ ବ୍ଳକର ଘଣ୍ଟାପଡ଼ା ଟିକେଏସଏମଆରଜି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ପ୍ରଥମ ବର୍ଷର ଛାତ୍ରୀ ସୋନାଲୀ ହାତୀଦ୍ୱିତୀୟ ସ୍ଥାନ ହାସଲ କରି ଘଣ୍ଟାପଡ଼ା କଲେଜ ତଥା ଗ୍ରାମ ଜିଲ୍ଲାକୁ ଗୌରବାନିତ୍ବ କରିଛନ୍ତି । ଗୁରୁବାର ଏନେଇ ଏନେଇ ଘଣ୍ଟାପଡ଼ା କଲେଜ ପରିସରରେ ଏକ ସଭାର ଆୟୋଜନ ହୋଇଥିଲା।ଏଥିରେ ପଣ୍ଡିତ ଶ୍ରୀରାମ ଶର୍ମା ଆଚାର୍ଯ୍ୟଉତ୍କୃଷ୍ଟ ସେବା ପୁରସ୍କାରପ୍ରାପ୍ତ ଶିକ୍ଷକ ବସନ୍ତ କୁମାର ସାହୁ ଉପସ୍ଥିତ ରହି ସଂସ୍କୃତ ଅଧ୍ୟାପିକା ସସ୍ମିତା ଖ୍ଵାସଙ୍କ ଦ୍ୱାରା ଛାତ୍ରୀ ସୁନେଲୀ ହାତୀଙ୍କୁ ପ୍ରମାଣ ପତ୍ର ସହ ଟ୍ରଫି ଓ ଅନେକ ପୁସ୍ତିକା ପ୍ରଦାନ କରିଥିଲେ। ସୂଚନାନୁସାରେ ଚଳିତ ମାସ ୭ ତାରିଖରେ ଭୁବନେଶ୍ଵରଠାରେ ପୁରସ୍କାର ବିତରଣ ସଭା ଅନୁଷ୍ଠିତ ହୋଇଥିଲା। ଯେଉଁ

ସଭାରେ ଓଡ଼ିଶା ସରକାରଙ୍କ ଉଚ୍ଚଶିକ୍ଷାବିଭାଗର ନିର୍ଦ୍ଦେଶକ କାଳି ପ୍ରଶନ୍ନ ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗ ଦେଇ ଥିଲେ। ଆଜିର କାର୍ଯ୍ୟକ୍ରମରେ ଅଧ୍ୟାପକ ଝସକେଦନ ଡାଙ୍ଗଙ୍କ ଅଧ୍ୟକ୍ଷତାରେ ଅଧ୍ୟାପକ ପରେଶ କୁମାର ସାହୁ, ନୀଳକଣ୍ଠ ସା, ସତ୍ୟନାରାୟଣ ପଣ୍ଡା, ରାଜକିଶୋର ଭୋଇ, କ୍ଷୀରୋଦ୍ର ସାହୁ, ଅଶୋକ ଦେହୁରୀ ,ଦେବରାଜ ବିଶି, ବିନୟ ପ୍ରଧାନ ଓ ଛାତ୍ରଛାତ୍ରୀ ଉପସ୍ଥିତ ରହିଥିଲେ।ଏବେ ଛାତ୍ରୀ ସୁନେଲୀଙ୍କୁ ଚାରିଆଡୁ ପ୍ରଶଂସାର ସୁଅ ଛୁଟିବାରେ ଲାଗିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026
  ଜିଲ୍ଲା  
ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    18-Sep-2026
  ଜିଲ୍ଲା  
ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର   18-Sep-2026

You Might Also Like