-+91-9937148622 |

prerana_bgr@rediffmail.com |

  Saturday 19th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ନିଖିଳ ଓଡ଼ିଶା ବୈଧମାପ ବିଜ୍ଞାନ ଅଧିକାରୀ ସଂଘର ୪୦ତମ ବାର୍ଷିକ ସାଧାରଣ ଅଧିବେଶନ: ବିଭାଗକୁ ଅଧିକ କ୍ରିୟାଶୀଳ କରିବା ଉପରେ ମନ୍ତ୍ରୀଙ୍କ ଗୁରୁତ୍ୱାରୋପ

11-Sep-2025



ଭୁବନେଶ୍ୱର(ପ୍ରେରଣା ଖବର): ନିଖିଳ ଓଡ଼ିଶା ବୈଧମାପ ବିଜ୍ଞାନ ଅଧିକାରୀ ସଂଘର ୪୦ତମ ବାର୍ଷିକ ସାଧାରଣ ପରିଷଦ ବୈଠକ ଭୁବନେଶ୍ୱର ଖଣ୍ଡଗିରିସ୍ଥିତ ବୈଧମାପ ବିଜ୍ଞାନ ନିର୍ଦ୍ଦେଶାଳୟର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ମୁଖ୍ୟ ଅତିଥି ଭାବେ ଯୋଗଦେଇ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ଏହି ଅଧିବେଶନକୁ ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିଥିଲେ । ମନ୍ତ୍ରୀ ଶ୍ରୀ ପାତ୍ର ବିଭାଗକୁ ଅଧିକ କ୍ରିୟାଶୀଳ କରିବା ଉପରେ ଗୁରୁତ୍ୱାରୋପ କରିଥିଲେ । ଏଥିନିମନ୍ତେ ସମସ୍ତ ଅଧିକାରୀ ଓ କର୍ମଚାରୀଙ୍କ ସହଯୋଗ କାମନା କରିବା ସହ ବିଭାଗକୁ ଅଧିକ କ୍ରିୟାଶୀଳ କରିବା ପାଇଁ ସମସ୍ତ ସହଯୋଗ ଯୋଗାଇ ଦେବାକୁ  ବିହିତ ପଦକ୍ଷେପ ଗ୍ରହଣ କରିବାକୁ ମନ୍ତ୍ରୀ ଶ୍ରୀ ପାତ୍ର ପ୍ରକାଶ କରିଥିଲେ । ରାଜ୍ୟରେ ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବ୍ୟବସ୍ଥାକୁ ଅଧିକ ସ୍ୱଚ୍ଛ କରିବା ପାଇଁ ବୈଧମାପ ବିଜ୍ଞାନ ବିଭାଗକୁ ଅଧିକ କ୍ରିୟାଶୀଳ ହୋଇ କାର୍ଯ୍ୟ କରିବା ସହ ବିଭିନ୍ନ ସମୟରେ ନିୟମିତ ଯାଞ୍ଚ କରାଯାଇ ପାରିଲେ ଖାଉଟି ମାନେ ଉପକୃତ ହୋଇ ପାରିବେ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ମତବ୍ୟକ୍ତ କରିଥିଲେ । 

 ଏହି ବୈଠକରେ ରାଜ୍ୟର ସମସ୍ତ ବିଭାଗୀୟ ଅଧିକାରୀ ଯୋଗଦେଇଥିଲେ । ଅନ୍ୟତମ ଅତିଥି ଭାବେ ଅତିରିକ୍ତ ନିୟନ୍ତ୍ରକ ଶ୍ରୀ ତ୍ରିଲୋଚନ ଦାଶ, ବରିଷ୍ଠ ଯୁଗ୍ମ ନିୟନ୍ତ୍ରକ ଶ୍ରୀ ହରିଶଙ୍କର ପଟ୍ଟନାୟକ, ନିୟନ୍ତ୍ରକ ଶ୍ରୀ ବିଶି କେଶନ ଦେହୁରୀ ପ୍ରମୁଖ ଉପସ୍ଥିତ ସଭ୍ୟମାନଙ୍କୁ କାର୍ଯ୍ୟଦକ୍ଷତାର ସହ କର୍ତ୍ତବ୍ୟ ସଂପାଦନ ପାଇଁ ପରାମର୍ଶ ଦେଇଥିଲେ । ସଂଘର ସାଧାରଣ ସମ୍ପାଦିକା ଶ୍ରୀମତୀ ସାଗରିକା ସାବତ୍‌ ଏବଂ ସଭାପତି ଶ୍ରୀ ଅଞ୍ଜନ କୁମାର ଜେନା ମନ୍ତ୍ରୀଙ୍କ ନିକଟରେ ସଂଘର ବିଭିନ୍ନ ଦାବି ଉପସ୍ଥାପନ କରିଥିଲେ । ଉପନିୟନ୍ତ୍ରକ ଶ୍ରୀ ପ୍ରିୟବ୍ରତ ଜେନା ମଞ୍ଚ ପରିଚାଳନା କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like