-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ଗାଇସିଲାଟରେ ତୈଳିକ ବୈଶ୍ୟ ସାହୁ ସମାଜର ନୂଆଁଖାଇ ଭେଟଘାଟ

12-Sep-2025



ବରପାଲି    ( ସୁଦାମ ଦୀପ)
ବରଗଡ଼ ଜିଲ୍ଲା ଗାଇସିଲେଟ ଠାରେ ତୈଲିକ ବୈଶ୍ୟ ସାହୁସମାଜର 13 ତମ ନୂଆଖାଇ ଭେଟ ମହାସମାରୋହ ରେ ଅନୁଷ୍ଠିତ ହୋଇଯାଇଛି l ଗାଇସିଲେଟ ବ୍ଲକ ଅଧ୍ୟକ୍ଷ ପ୍ରଣୟ କୁମାର ସାହୁ, ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ ଓ ପାନୀୟ ଜଳ ମନ୍ତ୍ରୀ ରବିନାରାୟଣ  ନାୟକ ମୂଖ୍ୟ ଅତିଥ୍‌ ଭାବରେ ଯୋଗଦାନ କରିଥିଲେ। ବିଜେପୁର  ବିଧାୟକ ସନତ କୁମାର ଗଡ଼ତୀୟା ସମ୍ମାନିତ ଅତିଥ୍‌ ଭାବରେ ଯୋଗଦାନ କରିଥିବା ବେଳେ ପୂର୍ବତନ ମାର୍କଫେଡ ଅଧ୍ୟକ୍ଷ ପ୍ରଭାତ ଆଦିତ୍ୟ ମିଶ୍ର, ସାଂସଦ ପ୍ରତିନିଧି ସୁରେଶ୍ୱର ଶତପଥି, ବିଜେପି ଜିଲ୍ଲା ସଭାପତି ଡା. ଅରୁପାନନ୍ଦ ସାହୁ ଯୋଗଦାନ କରିଥିଲେ ।   ବଲାଙ୍ଗିର ମହିଳା ମହାବିଦ୍ୟାଳୟର ଅଧ୍ୟାପକ ବିଭୂତି ଭୂଷଣ ସାହୁଙ୍କ ଉପସ୍ଥିତି କାର୍ଯ୍ୟକ୍ରମକୁ ଆହୁରି ଗୌରବମୟ କରିଥିଲା। ସାହୁ ସମାଜର ୭ ଜଣ ସଦସ୍ୟ, ଯେଉଁମାନେ ବିଭିନ୍ନ କ୍ଷେତ୍ରରେ  ସଫଳତା ଲାଭ କରିଛନ୍ତି ସେମାନଂକୁ ସମ୍ବର୍ଦ୍ଧିତ କରାଯାଇଥିଲା l ସଭାକୁ ସମାଜର  ସଭାପତି ଚୈତନ୍ୟ ସାହୁ ପରିଚାଳନା କରିଥିବା ବେଳେ ରୁଦ୍ର ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ ଏବଂ ଡୋଳାମଣି ସାହୁ  ବିବରଣୀ ପାଠ କରିଥିଲେ l ବିପିନ ବିହାରୀ ସାହୁ ସଭା କୁ ସଂଯୋଜନା କରିଥିଲେ । ମାନ୍ୟବର ମନ୍ତ୍ରୀ ଗାଇସିଲାଟ କେବଳ ଗୋଟିଏ ବ୍ଲକ ନୁହେଁ, ଏହା 'ଅନୁଭବିଙ୍କ ମାଟି' । ଏଠାର ଲୋକଙ୍କ ସମସ୍ତ ସମସ୍ୟାରେ ଆମେ ସହଭାଗୀ ହେବୁ। ସରକାରୀ ପ୍ରାଥମିକତାରେ ଗାଇସିଲାଟକୁ ଉନ୍ନୟନ ପଥରେ ଆଗେଇ ନେବ, ଗ୍ରାମୀଣ ପାନୀୟ ଜଳ, ସଡ଼କ, କୃଷି ସୁବିଧା, ଯୁବକ ମାନଙ୍କ ଚାକିରି ସୁଯୋଗ, ସମସ୍ତ କଥାରେ ସରକାର ସଜାଗ।" ସେ ଆହୁରି କହିଥିଲେ ଯେ, ସାହୁ ସମାଜର ଓଡ଼ିଶାର ଅର୍ଥନୀତି, ସାମାଜିକ ସଂସ୍କୃତି ଓ ସାମ୍ପ୍ରଦାୟିକ ସମ୍ଭାବନାରେ ଅବଦାନ ରଖୁଆସିଛି। ସେହିପରି ନୂଆଁଖାଇ କେବଳ ପାଳା-ପର୍ବ ନୁହେଁ, ଏହା କୃଷିକଙ୍କ ଗୌରବ ଓ ସମାଜର ଏକତାର ପ୍ରତୀକ। ପରିଶେଷରେ ସମାଜ ର ସୁନାଧର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like