-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||      ଦକ୍ଷିଣ ଆଫି୍ରକାର କେପ୍‌ଟାଉନ୍‌ଠାରେ ବାଚସ୍ପତି ରାଜ୍ୟ ଗୋଷ୍ଠୀ ମହିଳା ସଂସଦ କାର୍ଯ୍ୟକ୍ରମରେ ଯୋଗଦାନ   (18-Sep-2026)       ||     

HOME   ଜିଲ୍ଲା

ରାୟଗଡା ପୌର ଉପାଧ୍ୟକ୍ଷା ବିରୋଧରେ ୧୯ କାଉନସିଲର ଅନାସ୍ଥା ପ୍ରସ୍ତାବ ଆଣିଲେ

12-Sep-2025



ରାୟଗଡ(ପ୍ରେରଣା ଖବର): ପ୍ରାୟ ୩ ବର୍ଷ ହେଲା  
ରାୟଗଡା ପୌରସଂସ୍ଥାର ପୌରାଧ୍ୟକ୍ଷା ଶୁଭ୍ରା ପଣ୍ଡା ପୌରସଂସ୍ଥାର କାଉନସିଲର ମାନଙ୍କ  ମତକୁ  ଅଣଦେଖା ସହ ହେଗ୍ୟାନ କରିବା , ନିଜ ସ୍ୱାର୍ଥ ପାଇଁ ପଦବୀରେ ଅପବ୍ୟବହାର କରିବା ଆଦି ଦୀର୍ଘ ତିନି ବର୍ଷ ଧରି ଅଭିଯୋଗ କରିଆସୁଥିବା ପୌରସଂସ୍ଥାର କାଉନସିଲର ମାନଙ୍କ ଠାରୁ ଶୁଣାଯାଇଥିଲା  ତାର ଆଜି ଅନ୍ତ ଘଟିଥିବା ଦେଖିବାକୁ ମିଳିଛି । ଆଜି ତାଙ୍କ ବିରୋଧରେ କାଉନସିଲର ମାନେ ଅନାସ୍ଥା ପ୍ରସ୍ତାବ ଆଣିଥିବା ଜଣାପଡିଛି I ଏନେଇ  ଆଜି  ୧୯ ଜଣ କାଉନସିଲର ଅନାସ୍ଥା ପ୍ରସ୍ତାବ ଆଣି ରାୟଗଡ଼ା ଜିଲ୍ଲାପାଳଙ୍କୁ ଲିଖିତ ଭାବେ ଦେଇଛନ୍ତି I ରାୟଗଡା ପୌରସଂସ୍ଥା ୨୪ ଜଣ କାଉନସିଲର ଦ୍ୱାରା ଗଠିତ I ଏଠାରେ ସୂଚନାଯୋଗ୍ୟ ଯେ ପୂର୍ବତନ ରାଜ୍ୟସଭା ସାଂସଦ ଏନ ଭାସ୍କର ରାଓ କିଛି ଦିନ ତଳେ ବିଜୁ ଜନତା ଦଳରୁ ଇସ୍ତଫା ଦେଇଥିଲେ I ଇସ୍ତଫା ଦେବା ପରେ ଶ୍ରୀ ରାଓଙ୍କ ସମର୍ଥିତ ନିର୍ବାଚିତ ପ୍ରତିନିଧି ମାନେ ଏହି ପଦକ୍ଷେପ ନେଇଛନ୍ତି I ରାୟଗଡା ପୌରସଂସ୍ଥା ର ଉପାଧକ୍ଷା ଶୁଭ୍ରା ପଣ୍ଡା ବିଜୁ ଜନତା ଦଳର ପୂର୍ବତନ ମନ୍ତ୍ରୀ ଆଜିର ଜିଲ୍ଲା ସଭାପତି ଜଗନ୍ନାଥ ସାରକା ଓ ସୁଧୀର ଦାସଙ୍କ ସମର୍ଥକ ଭାବେ ଜଣାଶୁଣା I ଶୁଭ୍ରା ପଣ୍ଡା ପୌରପରିଷଦର  ୩ ନମ୍ବର ୱାର୍ଡ ର କାଉନସିଲର I ଶୁଭ୍ରା ଦାୟିତ୍ୱ ନେବା ପର ଠାରୁ  ଜଗନ୍ନାଥ ସୁଧୀର  ଗୋଷ୍ଠୀ  ପ୍ରରୋଚନାରେ କାଉନସିଲର ମାନଙ୍କ ବିରୋଧରେ କାର୍ଯ୍ୟ କରୁଥିବା ଅଭିଯୋଗ ହୋଇ ଆସୁଥିଲା I ଅଗାମି ଦିନରେ ଜିଲ୍ଳାର ଆଉ କିଛି ବ୍ଲକରେ ଏଭଳି ପରିସ୍ଥିତି ଉପୁଜିବା ନେଇ ଆଶଙ୍କା ସୃଷ୍ଟି ହେବାର ଶୁଣିବାକୁ ମିଳୁଛି I


News Comment




Photo in News

Advertisment
Lastest News
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026
  ଜିଲ୍ଲା  
"ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   19-Sep-2026

You Might Also Like