-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||      ଶିଆରମାଲ ଗାଁର ୨୯ ଜଣଙ୍କୁ ଜଙ୍ଗଲ ଜମି ପଟ୍ଟା ପ୍ରଦାନ   (18-Sep-2026)       ||     

HOME   ଜିଲ୍ଲା

ଆଦି କର୍ମଯୋଗୀ ଅଭିଯାନର ବ୍ଲକ ସ୍ତରୀୟ କର୍ମଶାଳା

12-Sep-2025



ବୋଡ଼େନ  (ରାମନାଥ ପଣ୍ଡା)
ଧରତି ଆବା ଜନ ଜାତୀୟ ଗୌରବ ମନ୍ତ୍ରଣାଳୟ ଭାରତ ସରକାରଙ୍କ ଦ୍ୱାରା ଆଦିବାସୀଙ୍କ ସାମୁହିକ ଓ ବ୍ୟକ୍ତିଗତ ବିକାଶକୁ ସୁଦୃଢ଼ କରିବା ଓ ସଶକ୍ତିକରଣ ଦିଗରେ ନୂଆପଡ଼ା ଜିଲ୍ଲା ବୋଡ଼େନ ପଞ୍ଚାୟତ ସମିତି ସଭା ଗୃହରେ ବି ଡି ଓ ସୁଶାନ୍ତ କୁମାର ରଣାଙ୍କ ସଂଯୋଜନାରେ ଓ ଜିଲ୍ଲା ମାଷ୍ଟର ଟ୍ରେନର୍ କ୍ଷଣପ୍ରଭା ପାଣିଗ୍ରାହୀଙ୍କ ପରିଚାଳନାରେ ଆଦି କର୍ମଯୋଗୀ ଅଭିଯାନର ବ୍ଲକ ସ୍ତରୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।ତହସିଲଦାର ସରିତା ଗୁପ୍ତା,ଏମ ଓ ସଞ୍ଜୀବ କୁମାର ନାଏକ,ଜି ପି ଡି ଓ ଭୀଷ୍ମ କୁମାର,ସି ଡି ପି ଓ ଅର୍ଚ୍ଚନା ରାଉତ  ଏ ଏଫ୍ ଓ ସୁଚିଶ୍ମିତା ପୃଷ୍ଟି,ବି ଇ ଓ ରୁଦ୍ରେଶ୍ଵର୍ ମେହେର ପ୍ରମୁଖ ମଞ୍ଚାସିନ ଥିଲେ । କ୍ୟାଣ୍ଡଲ ଜାଳି ଶପଥ ପାଠ କରିଥିଲେ ।ବି ଡି ଓ ଶପଥ ପାଠ କରାଇଥିଲେ । ବୋଡ଼େନ ବ୍ଲକର ୭୦ ଟି ଗ୍ରାମରେ ଉପରୋକ୍ତ ଅଭିଯାନ ମାଧ୍ୟମରେ ସେହି ଗ୍ରାମରେ ସରକାରୀ ଅଧିକାରୀମାନେ ଆଦି କର୍ମଯୋଗୀ ରୂପେ ଉପସ୍ଥିତ ରହି ଆଦି ସହଯୋଗୀ ଅର୍ଥାତ୍ ସାମାଜିକ କର୍ମୀ,ଗ୍ରାମବାସୀ ଓ ଆଦି ସାଥୀ ଭାବରେ ଆଦିବାସୀ ନେତା,ଏସ ଏଚ୍ ଜି ସଦସ୍ୟ ସଦସ୍ୟା ଙ୍କ ଆଲୋଚନା କରି ସେଠାକାର ସାମାଜିକ ସମସ୍ୟା,ବ୍ୟକ୍ତିଗତ ସମସ୍ୟା ଓ ପ୍ରତ୍ୟେକ ଦିଗରେ ବିକାଶ ଦୃଷ୍ଟିରୁ ଆବଶ୍ୟକ ହେଉଥିବା ଆବଶ୍ୟକତାର ଯୋଜନା ତିଆରି କରିବେ । କର୍ମଶାଳାରେ ଜିଲ୍ଲା ମାଷ୍ଟର ଟ୍ରେନର୍ ତଥା ୟାର ଅନୁଷ୍ଠାନ ଅଧ୍ୟକ୍ଷ ମହେନ୍ଦ୍ର କୁମାର ଯୋଶୀ, ବ୍ଲକ ମାଷ୍ଟର ଟ୍ରେନର୍ ରୂପେ  ଏମ ଆଇ ଆଲୋକ ପାତ୍ର,ଜି ପି ଡି ଓ ଭୀଷ୍ମ କୁମାର,ବି ଈ ଓ ରୁଦ୍ରେଶ୍ଵର ମେହେର,ଡି ପି ଏମ ଅକ୍ଷୟ ମିଶ୍ର,ମହିଳା ସୁପର ଭାଇଯାର ଅହଲ୍ୟା ଜଗତ ପ୍ରମୁଖ ଅଂଶ ଗ୍ରହଣ କରିଥିଲେ ।ସହକାରୀ କାର୍ଯ୍ୟ ନିର୍ବାହୀ ଯନ୍ତ୍ରୀ କ୍ଷିରୋଦ ନାୟକ , ଏ ପି ଓ ରବିନାରାୟଣ ରାଉତ,ପିରାମଲ୍ ଫାଉଣ୍ଡେସନରୁ ଭବାନୀ ନାଏକ,କରୁଣା ବ୍ଲକ ଫେଲୋ,ଏସ୍ପିରସନଳ ବ୍ଲକ ଫେଲୋ ରାକେଶ କୁମାର ଷଡଙ୍ଗୀ,ବ୍ଲକର ସମସ୍ତ ବିଭାଗର ଅଧିକାରୀ ସମସ୍ତ ପି ଇ ଓ ସମେତ ବନ ବିଭାଗ ଅଧିକାରୀ ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026
  ଜିଲ୍ଲା  
ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର   19-Sep-2026

You Might Also Like