-+91-9937148622 |

prerana_bgr@rediffmail.com |

  Thursday 12th March 2026 |

| | | |

R.N.I. Regd No. ODIODI/2010/46693

Breaking News

ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   (12-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   (12-Mar-2026)       ||      ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ    (12-Mar-2026)       ||      ହରିରାଜପୁର ମେଳଣ ପଡିଆରେ ରାଜ୍ୟସ୍ତରୀୟ କବିତା ଆସର    (12-Mar-2026)       ||      ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   (12-Mar-2026)       ||      ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   (12-Mar-2026)       ||      *ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   (12-Mar-2026)       ||      ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   (11-Mar-2026)       ||      ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ    (11-Mar-2026)       ||      ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   (11-Mar-2026)       ||      ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   (11-Mar-2026)       ||      ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   (11-Mar-2026)       ||      *ନୂଆପଡ଼ାରେ ଉଦ୍ୟାନ କୃଷି ଯୋଜନାର ସମୀକ୍ଷା ବୈଠକ ଅନୁଷ୍ଠିତ, ୫ ଜଣ ପ୍ରଗତିଶୀଳ ଚାଷୀଙ୍କୁ ସମ୍ବର୍ଦ୍ଧନା*   (11-Mar-2026)       ||      *ଡାବୁଗାଁ ବ୍ଲକରେ ଆଣ୍ଠେଇ ପଡ଼ିଲାଣି ମେଗା ପାନୀୟ ଜଳ ପ୍ରକଳ୍ପ*   (11-Mar-2026)       ||      “ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ବିଶ୍ୱ ମହିଳା ଦିବସ”   (11-Mar-2026)       ||      ବିଚ ରାସ୍ତାରେ ଖଣ୍ଡା ବୁଲାଇ ଭୟଭୀତ କରୁଥିଲା ଦୃର୍ଵୣର୍ତ୍ତ   (11-Mar-2026)       ||      ଶାସ୍ତ୍ରୀୟ ଭାଷା ଦିବସ ପାଳିତ    (11-Mar-2026)       ||      ନର୍ଲା ଏକତା ସ୍ୱାଭିମାନ ସମିତି ପକ୍ଷରୁ ୧୨ ଘଣ୍ଟିଆ ରାସ୍ତାରୋକ   (11-Mar-2026)       ||      ରକ୍ତଦାନ ଶିବିର ଅନୁଷ୍ଠିତ    (11-Mar-2026)       ||      ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ    (11-Mar-2026)       ||     

HOME   ଜିଲ୍ଲା

କଳାହାଣ୍ଡି ଜିଲ୍ଲା ରାଜା ଲାଞ୍ଜିଗଡ ଠାରେ ପ୍ରଭୁ ଭୈରବଦେବଙ୍କ ଝାମୁଯାତ୍ରା ଅନୁଷ୍ଠିତ

13-Sep-2025



(ପ୍ରେରଣା ଖବର)
 ରାଜା ଲାଞ୍ଜିଗଡ ଭୈରବଦେବଙ୍କର ଝାମୁଯାତ୍ରା ରେ ନିଖିଳ ଉତ୍କଳ ଖଡୁରା ସମାଜ ତରଫରୁ ପ୍ରସାଦ ବଣ୍ଟନ ଆୟୋଜନ କରଯାଇଥିଲା ଏହି ଯାତ୍ରା ରେ ଦୂର ଦୁରାନ୍ତ ରୁ ହଜାର ହଜାର ଭକ୍ତଙ୍କ ସମାଗମ ଦେଖିବାକୁ ମିଳିଥିଲା. ନିଜର ମନସ୍କାମନା ତଥା ଦେବଙ୍କ ପାଶେ ନିଜର କଷ୍ଟ ଦୁଃଖ ଲାଘବ କରିବା ପାଇଁ ନିଜକୁ ସମର୍ପି ଦେଇଥିଲେ ଏହି ଯାତ୍ରାରେହଜାର ହଜାର ଭକ୍ତ ଙ୍କୁ ନିଖିଳ ଉତ୍କଳ ଖଡୁରା ସମାଜ,ଭବାନୀପାଟଣା 
ଆୟୋଜକ - ଲାଞ୍ଜିଗଡ଼ ଓ ଭବାନୀପାଟଣା ପକ୍ଷ ରୁ ପ୍ରସାଦ ବଣ୍ଟନ କରାଯାଇଥିଲା!ଆଜି ର କାର୍ଯ୍ୟକ୍ରମରେ  ନିଖିଳ ଉତ୍କଳ ଖଡୁରା ସମାଜ,ଭବାନୀପାଟଣା ର ସଭାପତି ରବୀନ୍ଦ୍ର ନାୟକ, କୋଷାଧ୍ୟକ୍ଷ ପ୍ରଶାନ୍ତ କୁମାର ମହାପାତ୍ର , ଜିଲ୍ଲା ସଂଯୋଜକ ନରସିଂହ ନାୟକ, ସଦସ୍ୟ ସନ୍ତୋଷ ନାୟକ,ବିଜୟ ନାୟକ ଏବଂ ଲାଞ୍ଜିଗଡର ସଦସ୍ୟ ସନାତନ ନାୟକ,ମିଲନ କୁମାର ନାୟକ, ପରେଶ ନାୟକ,ରମେଶ ନାୟକ, ସତ୍ୟନାରାୟଣ ନାୟକ, ଭୋଳାନାଥ ନାୟକ,ସତ୍ୟବାନ୍ ନାୟକ, ସିମାଞ୍ଚଳ ନାୟକ,ସୁନିଲ ସୁବୁଦ୍ଧି ଯୋଗ ଦେଇ ଭୈରବ ଦେବ ଙ୍କ କୃପା ଭିକ୍ଷା କରିଥିଲେ!


News Comment




Photo in News

Advertisment
Lastest News
  ଜିଲ୍ଲା  
ସରକାରଙ୍କ ଅଜବ ନୀତି:ଏଚ୍ ଆର ଏମ୍ ଏସ ସର୍ଭର ବନ୍ଦ,ତଥାପି ବିଲ୍ ଦାଖଲ ପାଇଁ ଡେଡ୍ ଲାଇନ୍   12-Mar-2026
  ଜିଲ୍ଲା  
ତାନଶ୍ରୀ ପାଣିଗ୍ରାହୀଙ୍କୁ ଜାତୀୟ ଉତ୍କଳ କାବ୍ୟ ରୌପ୍ୟ ରତ୍ନ ସମ୍ମାନ   12-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ବବିଦ୍ୟାଳୟର ସାଂସ୍କୃତିକ ସଂଗଠନ ଓ ନାଟ୍ୟ ପରିଷଦ ତରଫରୁ ବାର୍ଷିକ ଉତ୍ସବ ଅନୁଷ୍ଠିତ   12-Mar-2026
  ଜିଲ୍ଲା  
ହରିରାଜପୁର ମେଳଣ ପଡିଆରେ ରାଜ୍ୟସ୍ତରୀୟ କବିତା ଆସର   12-Mar-2026
  ଜିଲ୍ଲା  
ଡୁମେରପିଟା ସ୍କୁଲ ରେ ଛାତ୍ରଙ୍କୁ ମାଡ଼ ଘଟଣା,ଥାନା କୁ କଥା ଗଲା ପରେ ମଧ୍ୟ ସମ୍ପୃକ୍ତ ଶିକ୍ଷକ ଙ୍କୁ ସୁରକ୍ଷା ଦେଉଛି କିଏ ?   12-Mar-2026
  ଜିଲ୍ଲା  
ବାପୁଜୀ ପବ୍ଲିକ ସ୍କୁଲର ୧୪ ତମ ବାର୍ଷିକ ଉତ୍ସବ ପାଳିତ   12-Mar-2026
  ଜିଲ୍ଲା  
*ଗ୍ରାମ ପଞ୍ଚାୟତ ବିକାଶ ଯୋଜନା ଉପରେ ତାଲିମ ଶିବିର*   12-Mar-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱ ବିଦ୍ୟାଳୟ ଏକ ସାଇନବୋର୍ଡ ପାଲଟିଛି - ନରସିଂହ   11-Mar-2026
  ଜିଲ୍ଲା  
ବାଇକ ଧକ୍କାରେ କଲେଜେ ଛାତ୍ରୀଙ୍କ ମୃତ୍ୟୁ ପରେ ଚେତିଲା ପୋଲିସ♦️ ସ୍ପିଡ଼ ବାଇକର୍ ମାନଙ୍କୁ ସାବାଡ କରିବ ବଲାଙ୍ଗୀର ପୋଲିସ   11-Mar-2026
  ଜିଲ୍ଲା  
ଜିଲ୍ଲାପାଳ ଙ୍କ ଅସ୍ଥାୟୀ ବସଷ୍ଟାଣ୍ଡ ପରିଦର୍ଶନ* - *ବସ ଯାତ୍ରୀ ମୌଳିକ ସୁବିଧା ରୁ ବଞ୍ଚିତ ନ ହେବାକୁ ଅଧିକାରୀ ଙ୍କ ଉପରେ ଗର୍ଜିଲେ ଜିଲ୍ଲାପାଳ*- -   11-Mar-2026
  ଜିଲ୍ଲା  
ମହାରାଜା ପି ଏମ ଶ୍ରୀ ହାଇସ୍କୁଲ ର ସହକାରୀ ଶିକ୍ଷକ ନିଲମ୍ବିତ* - *ଶିକ୍ଷକ ମହଲ ରେ କୋକୁଆ ଭୟ*-   11-Mar-2026
  ଜିଲ୍ଲା  
ଚୋରି କରିବା ପଡିଲା ମହଙ୍ଗା, ୫ ଜଣ ଗିରଫ ପରେ କୋର୍ଟ ଚାଲାଣ   11-Mar-2026

You Might Also Like