-+91-9937148622 |

prerana_bgr@rediffmail.com |

  Sunday 20th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   (20-Sep-2026)       ||      ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   (20-Sep-2026)       ||      ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   (19-Sep-2026)       ||      ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ    (19-Sep-2026)       ||      ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   (19-Sep-2026)       ||      ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   (19-Sep-2026)       ||      ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   (19-Sep-2026)       ||      ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   (19-Sep-2026)       ||      କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   (19-Sep-2026)       ||      ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   (19-Sep-2026)       ||      ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା    (19-Sep-2026)       ||      *ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   (19-Sep-2026)       ||      ମନ୍ଦିରରରେ ଦୀପ ଜାଳିଲେ ବିଜେପି ପରିବାର    (19-Sep-2026)       ||      "ସଂସ୍କାର,ସଂସ୍କୃତି ଓ ଜୀବନମୂଲ୍ୟ ହିଁ ଶିକ୍ଷା କୁ ସମ୍ପୂର୍ଣ୍ଣ କରିଥାଏ"   (19-Sep-2026)       ||      ସମାଜସେବୀଙ୍କ ବଦାନ୍ୟତା♦️ ହଜାଇଥିବା ଟଙ୍କା ଓ ପର୍ସ୍ ଫେରାଇଲେ    (18-Sep-2026)       ||      ଅଖିଳ ଭାରତୀୟ ସାହିତ୍ୟ ପରିଷଦ ତରଫରୁ ଗଙ୍ଗାଧର ମେହେର ସାହିତ୍ୟ କୁ ନେଇ ଆଲୋଚନାଚକ୍ର    (18-Sep-2026)       ||      ରାମପୁର ମେହେର ପଡା ଗଣେଶ ପୂଜା ଅବସରରେ ଡାନ୍ସ ଧମାକା   (18-Sep-2026)       ||      ଜିଲ୍ଲା ଖେଳକୁଦ ପାଇଁ ବ୍ଲକସ୍ତରୀୟ ଖେଳକୁଦ ଚୟନ ଶିବିର   (18-Sep-2026)       ||      କେନାଲ ପାଣିରେ ଗୋଡ଼ ଖସି ବୃଦ୍ଧଙ୍କ ମୃତ୍ୟୁ ଅଗ୍ନିଶମ ବିଭାଗ ପକ୍ଷରୁ ମୃତ ଦେହ ଉଦ୍ଧାର   (18-Sep-2026)       ||      *ଗିର୍ଲା ଗ୍ରାମରେ ପୋଖୋରିରେ ବୁଡି ଯୁବକ ମୃତ*   (18-Sep-2026)       ||     

HOME   ଜିଲ୍ଲା

କ୍ଷୁଦ୍ର ଜଳସେଚନ ବିଭାଗ ର ବିଭିନ୍ନ ପ୍ରକଳ୍ପ ପରିଦର୍ଶନ କଲେ ଧର୍ମଗଡ଼ ବିଧାୟକ,ଚାଷି ଙ୍କ ଅଭିଯୋଗ ଶୁଣିଲେ, ବିଭାଗୀୟ ଅଧିକାରୀ ଙ୍କୁ ସମାଧାନ ନିର୍ଦେଶ କଲେ।

13-Sep-2025



କୋକସରା  (ତ୍ରିନାଥ ବେଶ୍ରା )
କୋକସରା ବ୍ଲକ କ୍ଷୁଦ୍ର ଜଳସେଚନ ବିଭାଗର ବିଭିନ୍ନ ଜଳସେଚନ ପ୍ରକଳ୍ପ ଶୁକ୍ରବାର ପରିଦର୍ଶନ କରିଛନ୍ତି ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପାଟ୍ଟଯୋଶୀ। ପ୍ରଥମେ ସେ ଗୋତମୁଣ୍ଡା ପଞ୍ଚାୟତ ରେ ଥିବା ଅଠରନାଲା, ପିପିଲ ଝାପର ନିକଟରେ ଥିବା ପେନଶାଳ ନାଲା, ବଡ ଜୋର, ଡୁଡୁକାଠେଙ୍ଗା ପଞ୍ଚାୟତ ରେ ଥିବା କ୍ଷୁଦ୍ର ଜଳସେଚନ ର ସର୍ଵ ବୃହତ ପ୍ରକଳ୍ପ ବେହେରା ଡ୍ୟାମ, ସର୍ଗିଗୁଡା ଜତାଖଲିଆ ଚେକ ଡ୍ୟାମ, ଆମପାଣି ପଞ୍ଚାୟତ କନ୍ଦାଗଡ଼ ନିକଟରେ ଥିବା ମୋଡୋସିଲ ଚେକଡ୍ୟାମ, କରକ ନାଲା ଚେକ ଡ୍ୟାମ ପରିଦର୍ଶନ କରିବା ସହ ଏହି ସବୁ ପ୍ରକଳ୍ପ ରେ ଚାଷି ଙ୍କ ପାଇଁ ଜଳସେଚନ ରେ ରହିଥିବା ସମସ୍ୟା ନେଇ ସ୍ଥାନୀୟ ଅଞ୍ଚଳର ଚାଷି ଙ୍କ ସହ ଆଲୋଚନା କରିବା ସହ ଉପସ୍ଥିତ କ୍ଷୁଦ୍ର ଜଳସେଚନ ର ନିର୍ବାହୀ ଯନ୍ତ୍ରୀ  ସରୋଜ ସା ଙ୍କୁ ଚାଷି ଙ୍କ ସମସ୍ୟା ଓ ଜଳସେଚନ କେମିତି ଶେଷ ମୁଣ୍ଡ ପର୍ଯ୍ୟନ୍ତ ଯିବ ସେନେଇ  ଆବଶ୍ୟକ ସ୍ଥଳେ ପ୍ରକଳ୍ପ ଓ କେନାଲ ମରାମତି କରି ଚାଷି ଙ୍କ ସମସ୍ୟା ସମାଧାନ କରିବାକୁ କହିଛନ୍ତି।

ତେବେ ବିଗତ ସରକାର ଙ୍କ ସମୟରେ କ୍ଷୁଦ୍ର ଜଳସେଚନ ପ୍ରକଳ୍ପ ରେ କୋଟି କୋଟି ଟଙ୍କା ଉନ୍ନତି ନାଁ ରେ ଖର୍ଚ୍ଚ ହୋଇଥିବା ବେଳେ କେବଳ ଠିକାଦାର ଓ ବିଭାଗୀୟ ଅଧିକାରୀ ଙ୍କ ପକେଟ କୁ ଯାଇଛି ଚାଷି ଆଜି ମଧ୍ୟ ବିଭିନ୍ନ କ୍ଷୁଦ୍ର ଜଳସେଚନ ଅଧୀନରେ ଥିବା ପ୍ରକଳ୍ପ ରୁ  ଜଳସେଚନ ରୁ ବଞ୍ଚିତ ଥିବା ନେଇ ଚାଷୀମାନେ ବିଧାୟକ ଙ୍କୁ ଅଭିଯୋଗ କରିଥିଲେ। ବିଧାୟକ ଙ୍କ ଏହି ଗସ୍ତ ସମୟରେ ବିଭାଗୀୟ ସହକାରୀ ଯନ୍ତ୍ରୀ ତପନ କୁମାର ଦାସ, କନିଷ୍ଠ ଯନ୍ତ୍ରୀ ସୌମ୍ୟରଂଜନ ନାଏକ,ବିଜେପି ଆମପାଣି ମଣ୍ଡଳ ସଭାପତି ମଧୁବନ ପାତ୍ର, ସାଧାରଣ ସମ୍ପାଦକ ତୁଲାରମ ନାଏକ,ଦ୍ରୋଣାଚାର୍ଯ୍ୟ ପୁଝାରୀ, ଜିଲ୍ଲା ପ୍ରତିନିଧି ଅର୍ଜୁନ ଭାଟି,    ଗୋପାଳ ଅଗ୍ରୱାଲ , କୋକସରା ମଣ୍ଡଳ ଜିଲ୍ଲା ପ୍ରତିନିଧି ଦୁର୍ଗା ପ୍ରସାଦ ପ୍ରଧାନୀ , ଯୁବ ମୋର୍ଚ୍ଚା ସଭାପତି ତ୍ରୈଲୋକ୍ୟ ବେଶ୍ରା , ସନ୍ତୋଷ କୁମାର ମାଝୀ ,  ଭୁବନେଶ୍ୱର୍, ନାଏକ,କାମଦେବ ମାଝୀ, ମକରନ୍ଦ ବାଗ, ଅଭିକ୍ଷିତ ସରାବୁ, ସନାତନ ସୁନାନୀ, ଚକ୍ରଧର ବେଶ୍ରା , ନରେଶ ଗୁପ୍ତା , ଭଜନମ ନାଏକ ସମେତ ବିଜେପି କାର୍ଯ୍ୟକର୍ତ୍ତା ଓ  ଚାଷୀ ମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଶିକ୍ଷାଠୁ ସମାଜସେବା ଯାଏଁ - ସବୁ କ୍ଷେତ୍ରରେ ଚମକିଲେ ଡକ୍ଟର ରମେଶଚନ୍ଦ୍ର ମାହାନନ୍ଦ   20-Sep-2026
  ଜିଲ୍ଲା  
ସଇଁତଲାରେ ଜିଲ୍ଲାସ୍ତରୀୟ ଥାଙ୍ଗ ଟା ପ୍ରତିଯୋଗିତା   20-Sep-2026
  ଜିଲ୍ଲା  
ଭାରତୀୟ ଗଣତନ୍ତ୍ରରେ ଅନେକ ଦିବ୍ୟାଙ୍ଗ ବ୍ୟକ୍ତି ପ୍ରତିନିଧିତ୍ୱ କରି ରାଷ୍ଟ୍ରର ପ୍ରଗତିରେ ନିଜର ଯୋଗଦାନ ଦେଇଛନ୍ତି: ବାଚସ୍ପତି   19-Sep-2026
  ଜିଲ୍ଲା  
ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ମନ୍ତ୍ରୀଙ୍କ ଦିନିକିଆ ସୁନ୍ଦରଗଡ଼ ଗସ୍ତ   19-Sep-2026
  ଜିଲ୍ଲା  
ଜିଭରେ A ରୁ Z ଟାଇପ୍ କରି ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ ରେ ଦିନେଶ   19-Sep-2026
  ଜିଲ୍ଲା  
ହିଂସା କୁ ପ୍ରଶ୍ରୟ ଦେଉଥିବା ନେତା ଲୋକ ଙ୍କ ସେବା କରି ପାରିବେନି*- *ସରୋଜ କମ୍ପ*- *ଦୀପ ଲିଭି ଲିଭି ଗଲା ବେଳେ ହୁତୁ ହୁତୁ ହୋଇ ଜଳେ* - *ନାରାୟଣ ଲୁହା*-   19-Sep-2026
  ଜିଲ୍ଲା  
ବରପାଲିର ବିଭିନ୍ନ ପୂଜା ମଣ୍ଡପ ପରିଦର୍ଶନ କଲେ ବିଜେପୁର ବିଧାୟକ ସନତ କୁମାର ଗଡତିଆ   19-Sep-2026
  ଜିଲ୍ଲା  
ମାଇକ୍ରୋ ସ୍କିଲ୍ ଉଦ୍ୟୋଗୀ ବିକାଶ କାର୍ଯ୍ୟକ୍ରମ (ଏମଏସଡିପି୦୮୧) ର ପ୍ରମାଣପତ୍ର ବଣ୍ଟନ ତଥା ଉଦଯାପନୀ ଉତ୍ସବକୁ ନିମନ୍ତ୍ରଣ ।   19-Sep-2026
  ଜିଲ୍ଲା  
କଳା ସଂସ୍କୃତି ଓ ପରମ୍ପରାର ମହାମିଳନ ନୂଆଁଖାଇ ଭେଟଘାଟ୍   19-Sep-2026
  ଜିଲ୍ଲା  
ମଦ କୋଠି ବନ୍ଦ ପାଇଁ ଗ୍ରାମବାସୀଙ୍କ ଦୃଢ଼ ନିଷ୍ପତ୍ତି ଗ୍ରାମରେ ମଦ ବିକ୍ରି ହେଲେ ଦୃଢ଼ ବିରୋଧ, ପ୍ରଶାସନର ହସ୍ତକ୍ଷେପ ଦାବି   19-Sep-2026
  ଜିଲ୍ଲା  
ସଇଁତଲାରେ ବ୍ଲକସ୍ତରୀୟ ଖେଳକୁଦ ପ୍ରତିଯୋଗିତା   19-Sep-2026
  ଜିଲ୍ଲା  
*ମଇଦଲପୁର ସେକ୍ସନ ବନପାଳ ନିଲମ୍ବିତ*   19-Sep-2026

You Might Also Like