-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||      ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   (30-Apr-2026)       ||      ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ    (30-Apr-2026)       ||      ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ    (29-Apr-2026)       ||      ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   (29-Apr-2026)       ||      ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    (29-Apr-2026)       ||      ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ    (29-Apr-2026)       ||      ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   (29-Apr-2026)       ||      ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   (29-Apr-2026)       ||      ଭାରତ ବିକାଶ ପରିଷଦ ପକ୍ଷରୁ ନାରାୟଣ କୁଷ୍ଟାଶ୍ରମ ରେ ଛତା ବଣ୍ଟନ   (29-Apr-2026)       ||      ଗୃହ ଗଣନା କାର୍ଯ୍ୟ ସଫଳତା ପାଇଁ କ୍ଷେତ୍ର ନିରୀକ୍ଷଣ କଲେ ଅତିରିକ୍ତ ଜିଲ୍ଲାପାଳ*-   (29-Apr-2026)       ||      ସମ୍ବଲପୁର ରେଳ ମଣ୍ଡଳରେ ଶାନ୍ତିପୂର୍ଣ୍ଣ ଧାରଣା:  ଦାବି ପୁରଣ ନ ହେଲେ ଏକମାସ ପରେ ରେଳରୋକୋ    (29-Apr-2026)       ||      *ରୁଦ୍ରନାଥ ମନ୍ଦିର ପାଇଁ ଦେବୋତ୍ତର ବିଭାଗ କୁ ଜମି ଦାନ କଲେ ହୃଦାନନ୍ଦ ମେହେର*- *କୃତଜ୍ଞତା ଦେଲେ ଜିଲ୍ଲା ପ୍ରଶାସନ ଓ ସହର ବାସୀ*-   (29-Apr-2026)       ||      ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ   (29-Apr-2026)       ||      ପୂର୍ବତନ ଜୁନିଅର ଇଞ୍ଜିନିୟର ଭିଜିଲାନ୍ସ ଦୁର୍ନୀତି ମାମଲାରେ ଦୋଷୀ ସାବ୍ୟସ୍ତ   (29-Apr-2026)       ||      ଅନ୍ନପୂର୍ଣ୍ଣା ଗ୍ରାମୀଣ ବଜାରରେ ପଟ୍ଟଚିତ୍ର ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ   (29-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ବଲାଙ୍ଗୀର ଜିଲ୍ଲା ପେଶାଦାର ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର   (29-Apr-2026)       ||     

HOME   ଜିଲ୍ଲା

ବରପାଲି ମହିଳା ମହାବିଦ୍ୟାଳୟରେ ବିଶ୍ଵ ପ୍ରାଥମିକ ସହାୟତା ଦିବସ(First Aid Day) ପାଳିତ

13-Sep-2025



ବରପାଲି (ସୁଦାମ ଦୀପ)
ଜଗବନ୍ଧୁ ଦାଶ ସ୍ନାତକ ମହିଳା ମହାବିଦ୍ୟାଳୟରେ ବିଶ୍ଵ ପ୍ରାଥମିକ ସହାୟତା ଦିବସ ମହାବିଦ୍ୟାଳୟର ଅଧ୍ୟକ୍ଷା ପଦ୍ମିନୀ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଅଛି।ଇତିହାସ ବିଭାଗର ଅଧ୍ୟାପିକା ତଥା ଯୁବ ରେଡକ୍ରସ ସହଯୋଗୀ କାଉନସିଲର ଯାଜ୍ଞସେନୀ ପଟେଲଙ୍କ ପରିଚାଳନା ସଭାରେ ମୁଖ୍ୟ ଅତିଥି ଭାବେ ମହାବିଦ୍ୟାଳୟର ପ୍ରତିଷ୍ଠାତା ଅନ୍ତର୍ଯ୍ୟାମୀ ପଣ୍ଡା ଯୋଗ ଦେଇ ଦୁର୍ଘଟଣାରେ ଆହତ ବ୍ୟକ୍ତିର ପ୍ରାଥମିକ ସହାୟତା କଣ ରହିବା କଥା ତତ୍ ସଙ୍ଗେ ସଙ୍ଗେ ହାର୍ଡ ଷ୍ଟୋକ,ସାପ କାମୁଡିବା,CPR ସମ୍ବନ୍ଧରେ ଅନେକ କିଛି ନୂତନ ତଥ୍ୟ ସ୍ବେଚ୍ଛାସେବୀ ମାନଙ୍କୁ ପ୍ରଦାନ କରିଥିଲେ । ଯୁବ ରେଡକ୍ରସ କାଉନସିଲର ତଥା ଫାଷ୍ଟ ଏଡ୍ ମାଷ୍ଟର ଟ୍ରେନର ଯତୀନ୍ଦ୍ର କୁମାର ସାହୁ ଆହତ ବ୍ୟକ୍ତିର ଜୀବନ ରକ୍ଷା ପ୍ରଣାଳୀର CPR ଓ Recovery positionର ବ୍ୟବହାରିକ ଉପାୟ ପ୍ରଦାନ କରିଥିଲେ।ଏ ଅବସରରେ ମହାବିଦ୍ୟାଳୟର ସମସ୍ତ  ଅଧ୍ୟାପକ ନେପାଲ ବିଶ୍ବାଲ,ଶଶାଙ୍କ ଶେଖର ପଧାନ,ସାର୍ଥକ ପାଣିଗ୍ରାହୀ, ଅଧ୍ୟାପିକା ପିଙ୍କି ବାରିକ,ଜ୍ୟୋତି ସାହୁ,ମନିଷା ଭୋଇ,ସସ୍ମିତା ମେହେର, ପୁନମ୍ ସାହୁ,ଶୋଭାବତୀ ଥପା,ସହକର୍ମୀ ବିରେନ୍ଦ୍ର ଖଟୁଆ, ନୃପରାଜ ବରିହା,ତ୍ରିପୁରା ବେହେରାଙ୍କ ସମେତ ଛାତ୍ରୀମାନେ ସାମିଲ ହୋଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   30-Apr-2026
  ଜିଲ୍ଲା  
ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   30-Apr-2026
  ଜିଲ୍ଲା  
ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   30-Apr-2026
  ଜିଲ୍ଲା  
ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା   30-Apr-2026
  ରାଜ୍ୟ  
ସେବାୟତଙ୍କ ମଧ୍ୟରେ ବିବାଦ ଏହି ପ୍ରସଙ୍ଗ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲ୍ଲାପାଳ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ ବୈଠକ   30-Apr-2026
  ରାଜ୍ୟ  
ସାମ୍ବାଦିକଙ୍କୁ ସୁରକ୍ଷା ଓ ସହାୟତା ଦାବି ନେଇ ତାତିଲେ ସାମ୍ବାଦିକ: ୬ ଦଫା ଦାବୀ ନେଇ ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଲୋକଙ୍କ ଅଭିଯୋଗ ପରେ ବଲାଙ୍ଗୀର ମୁନିସିପାଲିଟି ଅଧିକାରୀ ଲୋକଙ୍କ ପାଖରେ ପହଞ୍ଚିଲେ ♦️ ବର୍ଷା ପୂର୍ବରୁ ବରପାଲି ପଡା ତୃତୀୟ ଗଳି ରାସ୍ତା ଓ ଡ୍ରେନ କାମ ସମ୍ପୂର୍ଣ୍ଣ ହେବ   29-Apr-2026
  ଜିଲ୍ଲା  
ସଂକୀର୍ତ୍ତନ୍ୟ ମହୋତ୍ସବ ଓ ୨୧ ତମ ଲୋକକଳା ଉତ୍ସଵ ପାଇଁ ପ୍ରସ୍ତୁତି ବୈଠକ   29-Apr-2026
  ଜିଲ୍ଲା  
ପୋତାପୋଖରୀ ପ୍ରିମିୟର ଲିଗ୍ ଉଦଯାପିତ    29-Apr-2026
  ରାଜ୍ୟ  
ଯୁକ୍ତ ୨ ବିଜ୍ଞାନ ଓଡ଼ିଆରେ ପଢିବା ନିମନ୍ତେ ଏକଦିବସୀୟ ପ୍ରଶିକ୍ଷଣ   29-Apr-2026
  ରାଜ୍ୟ  
ଆଚାର୍ଯ୍ୟ ହରିହର କର୍କଟ କେନ୍ଦ୍ରରେ ବିଧାୟିକାଙ୍କ ପ୍ରତିନିଧୂ ହେଲେ ସୋନୁ   29-Apr-2026
  ଜିଲ୍ଲା  
ଜମା ହୋଇଛି ଶହଶହ ଟ୍ରିପ୍ ବାଲି,,,,, ଲଘୁ ଖଣିଜ ବିଭାଗ ପାଖରେ ଖବର ନାହିଁ   29-Apr-2026

You Might Also Like