-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||      ତଳମୁଣ୍ଡଚାଷୀ ପ୍ରତାରିତ   (20-Sep-2026)       ||      *ଆସନ୍ତା ୨୩ ତାରିଖ ରୁ ସୁବର୍ଣ୍ଣପୁର ରେ ଆରମ୍ଭ ହେବ ରାଜ୍ୟ ସ୍ତରୀୟ ମର୍ଯ୍ୟାଦାପୂର୍ଣ୍ଣ ସାହାଣୀ କପ୍ ଫୁଟବଲ୍*- *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (20-Sep-2026)       ||     

HOME   ଜିଲ୍ଲା

ବରଗଡ ଜିଲ୍ଲାପାଳଙ୍କ ବିଜେପୁର ଗସ୍ତ କୁ ନେଇ ଚର୍ଚ୍ଚା ନୂଆ ରୂପରେ ବିଜେପୁର

13-Sep-2025



ବରପାଲି  (ସୁଦାମ ଦୀପ)
ବରଗଡ ଜିଲ୍ଲାପାଳ  ଆଦିତ୍ୟ ଗୋୟଲ ବିଜେପୁର ଗସ୍ତ କରି ସ୍ଥାନୀୟ ସମସ୍ୟାଗୁଡ଼ିକୁ ସମୀକ୍ଷା କରିଥିଲେ ଓ ସହରର ସୋନ୍ଦର୍ଯ୍ୟକରଣ ପାଇଁ ବିସ୍ତୃତ ରୋଡମ୍ୟାପ ତିଆରି କରିଥିଲେ । ଏହି ଅବସରରେ ରେ ବିଜେପୁର ବିଧାୟକ ସନତ କୁମାର ଗଡିତୀୟା ମଧ୍ୟ ଉପସ୍ଥିତ ଥିଲେ l କିଛିଦିନ ପୂର୍ବରୁ ବିଜେପୁର ବସଷ୍ଟାଣ୍ଡ ଅଞ୍ଚଳରୁ ଅବୈଧ ଜବର ଦଖଳ ଉଚ୍ଛେଦ କରାଯାଇଥିଲା । ବର୍ତ୍ତମାନ ସହରକୁ ନୂଆ ରୂପରେ ପ୍ରତିଷ୍ଠା କରିବାପାଇଁ ପ୍ରଶାସନୀୟ ପଦକ୍ଷେପ ଜାରି ରହିଛି । ସହରର ପ୍ରମୁଖ ସ୍ଥାନଗୁଡ଼ିକରେ ସଫା ସୂତୁରା, ବୃକ୍ଷରୋପଣ, ବିଦ୍ୟୁତ୍ ଆଲୋକ ସଜାଣ, ଓ ସଡ଼କ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଆରମ୍ଭ ହୋଇଛି । ଜିଲ୍ଲାପାଳ ସହରର ପରିସ୍କାର ଓ ପରିମଳ ବ୍ୟବସ୍ଥାକୁ ପ୍ରାଥମିକତା ଦେଇ ସମ୍ପର୍କିତ ଅଧିକାରୀଙ୍କୁ ସ୍ପଷ୍ଟ ନିର୍ଦ୍ଦେଶ ଦେଇଛନ୍ତି । ସହରରେ  ଯାତାୟାତ, ପାର୍କିଂ ବ୍ୟବସ୍ଥା କୁ ସୁଧାରିବା ସହ ନୂଆ ବସଷ୍ଟାଣ୍ଡ ନିର୍ମାଣ ବିଷୟରେ ମଧ୍ୟ ଆଲୋଚନା ହୋଇଥିଲା । ଏହି ଗସ୍ତ ସମୟରେ ଜିଲ୍ଲାପାଳ ଡେଲି ମାର୍କେଟର ସ୍ଥାନୀୟ ବ୍ୟବସାୟୀଙ୍କ ସହ କଥାହୋଇ ବଜାରର ସୁନିୟୋଜିତ ବ୍ୟବସ୍ଥା ପାଇଁ ପ୍ରଶାସନୀୟ ଆଶ୍ୱାସନା ଦେଇଥିଲେ ।ଜିଲ୍ଲାପାଳଙ୍କ ଏହି ପଦକ୍ଷେପକୁ ବିଜେପୁର ନଗରବାସୀ ସ୍ବାଗତ କରିଥିଲେ ଓ ସହରକୁ ସୁନ୍ଦର ଓ ସୁବ୍ୟବସ୍ଥିତ କରିବାରେ ସହଯୋଗ ଦେବାର ପ୍ରତିଶ୍ରୁତି ମଧ୍ୟ କରିଥିଲେ ।  ପ୍ରଶାସନିକ ଏହି ପ୍ରୟାସ ବିଜେପୁର ସହରର ସାମାଜିକ ଓ ଆର୍ଥିକ ଉନ୍ନତିରେ ନିଶ୍ଚିତ ଭାବରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ରଖିବ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   20-Sep-2026
  ଜିଲ୍ଲା  
ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   20-Sep-2026

You Might Also Like