-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ସାଇଟ୍ କଲେଜ ରେ ଯୋଗ ଶିକ୍ଷା ତାଲିମ ଅନୁଷ୍ଠିତ

13-Sep-2025



ବଲାଙ୍ଗିର ନିକଟସ୍ଥ ସଦାଇପାଲି ପଲ୍ଲିଶ୍ରୀ ବିହାର ପରିସରରେ ସାଇଟ୍ କଲେଜ ଛାତ୍ରଛାତ୍ରୀ  ମାନଙ୍କ ପାଇଁ  ଏକ ଯୋଗ ଶିବିର ର ଆୟୋଜନ କରାଯାଇଥିଲା । ଏଥିରେ ବିନିକାର ଜଣାଶୁଣା ଯୋଗ ଶିକ୍ଷକ ସୁରେଶ ବେହେରା ଯୋଗଦାନ କରି ଶିବିରାର୍ଥୀ ମାନଙ୍କୁ ଯୋଗର ଉପାଦେୟତା ବିଷୟରେ ବୁଝାଇ ବିଜ୍ଞାନ ଯୁଗରେ ମଧ୍ୟ ଏହାର ଚାହିଦା ଥିବା ପ୍ରକାଶ କରିଥିଲେ । ଶତାଧିକ ଛାତ୍ରଛାତ୍ରୀଙ୍କୁ ବିଭିନ୍ନ ଯୋଗାସନ କରାଇଥିଲେ । ଏଥିରେ ଶ୍ରୀ ବେହେରା ଙ୍କ ଧମପତ୍ନୀ କସ୍ତୁରୀ ବେହେରା ଓ ପ୍ରକାଶ ମେହେର ସହଯୋଗ କରିଥିଲେ । କଲେଜ ର ଅଧ୍ୟକ୍ଷା ଇଂ. ନମିତା ପଟେଲ ଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି ଯୋଗ ଶିବିର ରେ ଅନ୍ୟମାନଙ୍କ ମଧ୍ୟରୁ ସାନ୍ତନୁ ମିଶ୍ର, ଅଶୋକ ପଧାନ, କମରୁନ ନିଶା, ଅମିୟ ଯୋଷୀ, ଅନୁପମା ବାଗ, ଲକ୍ଷ୍ମୀ ମେହେର, ମହମ୍ମଦ କାଜିମ, ଜତିନ ରଣା ଆଦି ସହଯୋଗ କରିଥିଲେ ।   ଆଗକୁ ମଧ୍ୟ ଏପରି ଯୋଗ ଶିବିର ଆୟୋଜନ କରି ସମସ୍ତ ଇଂଜିନିୟରିଂ ଛାତ୍ରଛାତ୍ରୀଙ୍କୁ ସାମିଲ କରାଯିବ ବୋଲି ଜଣାଯାଇଛି ।  
  
 


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like