-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||      ଗାଇ ସହ ବାଇକ୍ ଧକ୍କା ହୋଇ ବାଇକ୍ ଦୁର୍ଘଟଣା, ଜଣେ ମୃତ   (20-Sep-2026)       ||      ସୂଚନା ଓ ଲୋକସମ୍ପର୍କ ଉପନିର୍ଦ୍ଦେଶକଙ୍କ କାର୍ଯ୍ୟାଳୟ ପରିଦର୍ଶନ    (20-Sep-2026)       ||      ଭିଜିଲାନ୍ସ ଜାଲରେ ଦୁଇ ସରକାରୀ କର୍ମଚାରୀ   (20-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର  ଆମ ଆଦମି ପାର୍ଟି ପକ୍ଷରୁ ଦାବିପତ୍ର ପ୍ରଦାନ

13-Sep-2025



ବଲାଙ୍ଗିର- ବଲାଙ୍ଗିର ଆମ ଆଦମି ପାର୍ଟି ଜିଲ୍ଲା ସଭାପତି ତଥା ରାଷ୍ଟ୍ରୀୟ ପରିଷଦ ସଦସ୍ୟ ଆଶିଷ ପାଣ୍ଡେ ଙ୍କ ନେତୃତ୍ୱରେ ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସ୍ପିଟାଲ ଅଧିକ୍ଷକଙ୍କୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲ ର ବିଭିନ୍ନ ବିଷୟ ରେ ଏକ ଦାବିପତ୍ର ଦିଆଯାଇଛି ଏବଂ ଶ୍ରୀ ପାଣ୍ଡେ କହିଛନ୍ତି ବଲାଙ୍ଗିର ରେ ଦୁଇ ଦୁଇଟି ମନ୍ତ୍ରୀ ଜଣେ ଉପମୁଖ୍ୟମନ୍ତ୍ରୀ ଏବଂ ଜଣେ ସ୍ୱାସ୍ଥ୍ୟ ମନ୍ତ୍ରୀ ଥାଇ କି ଯଦି ବଲାଙ୍ଗିର ସ୍ୱାସ୍ଥ୍ୟ ବ୍ୟବସ୍ଥା ଚରମ ସୀମାରେ, ଭଗବାନ ଭରସାରେ ତା ହେଲେ ଏଥିରୁ ଆଉ ଲଜ୍ୟା ଜନକ କଥା କଣ ଅଛି । ତେଣୁ ବଲାଙ୍ଗିର ଭୀମ ଭୋଇ ମେଡିକାଲ କଲେଜ ଏବଂ ହସ୍ପିଟାଲ ରେ ବିଭିନ୍ନ ସମସ୍ୟା ରହିଛି, ବହୁତ ଦୂର ଦୂରାନ୍ତରୁ ବିଭିନ୍ନ ଜିଲ୍ଲା ରୁ ରୋଗୀ ଆସୁଛନ୍ତି କିନ୍ତୁ ରୋଗୀମାନେ ବିଭିନ୍ନ ମାଧ୍ୟମରେ ହଇରାଣ ହେଉଛନ୍ତି ତେଣୁ ବଲାଙ୍ଗିର ଆମ ଆଦମୀ ପାର୍ଟି ଦାବି କରୁଛି ହସ୍ପିଟାଲ ରେ ଥିବା ବିଭିନ୍ନ ସମସ୍ୟାର ସମାଧାନ ତୁରନ୍ତ କରାଯାଉ । ସମସ୍ୟା ଗୁଡିକ ହେଲା ସ୍ପେସାଲିଷ୍ଟ

ଡାକ୍ତର ଅଭାବୁ ରୁ ଅନକେ ରୋଗୀ ବାହାରକୁ ରେଫର କରାଯାଉଛି । ତେଣୁ ପ୍ରତ୍ୟେକ ବିଭାଗର ସ୍ପେସାଲିଷ୍ଟ, ପ୍ରଫେସର ଏବଂ ଏଚ୍‌ଓଡି ସବୁ ବିଭାଗରେ ରଖାଯାଉ, ମେଡିକାଲ କଲେଜ ହସ୍ପିଟାଲ ରେ ସ୍ଥାୟୀ ବ୍ଲଡ ବ୍ୟାଙ୍କ କରାଯାଉ, ଏମ୍‌ଆରଆଇ ଏବଂ ସିଟି ସ୍କେନ ମେଡିକାଲ କଲେଜରେ ସ୍ଥାୟୀ କରାଯାଉ, ମୋଟର ସାଇକିଲ ଷ୍ଟାଣ୍ଡ ସବୁ ଆଡେ ଛାଉଣୀ କରାଯାଉ, ହସ୍ପିଟାଲ ପରିସର ସଫା ରଖାଯାଉ, ମେନ ରୋଡରୁ ହସ୍ପିଟାଲ ପରିସର ଗେଟ ପର୍ଯ୍ୟନ୍ତ ଆସୁଥିବା ରୋଡ ରେ ଲାଇଟର ବ୍ୟବସ୍ଥା କରାଯାଉ । ଏହି ସବୁ ସମସ୍ୟା ଗୁଡାକ ର ସମାଧାନ ତୁରନ୍ତ କରାଯାଉ ନଚେତ ଆନ୍ଦୋଳନ ତୀବ୍ର ହେବ ବୋଲି ଆପ ନେତା ପାଣ୍ଡେ କହିଛନ୍ତି ଏବଂ ଆମ ଆଦମୀ ପାର୍ଟି ବଲାଙ୍ଗିର ଦାବି କରୁଛି । ଏହି କାର୍ଯ୍ୟକ୍ରମରେ ଆପ୍ ବଲାଙ୍ଗିର ସମ୍ପାଦକ ଜୟପ୍ରକାଶ ମିଶ୍ର, ମାଇନୋରିଟି ସଭାପତି ଅଶୋକ ସୁନା, ଯୁବ ବିଙ୍ଗ ଇନ୍‌ଚାର୍ଜ ରମାକାନ୍ତ ବେହେରା, ବିଧାନସଭା ସଭାପତି ସଦାଶିବ ମେହେର, ନଗର ସଂପାଦକ ଅନ୍ତର୍ଯ୍ୟାମି ସାହୁ, ପଙ୍କଜ ସାୁ, କାହ୍ନୁ କରଣ, ବାଳକୃଷ୍ଣ ନୈକ, କୁନା ତରିଆ, ଶ୍ରୀବଚ ସାହୁ ଏବଂ ଅନ୍ୟ କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026
  ଜିଲ୍ଲା  
ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   20-Sep-2026
  ଜିଲ୍ଲା  
ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍   20-Sep-2026
  ଜିଲ୍ଲା  
ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   20-Sep-2026

You Might Also Like