-+91-9937148622 |

prerana_bgr@rediffmail.com |

  Monday 21st September 2026 |

| | | |

R.N.I. Regd No. ODIODI/2010/46693

Breaking News

ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||      ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   (21-Sep-2026)       ||      ୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   (20-Sep-2026)       ||      ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   (20-Sep-2026)       ||      ୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ    (20-Sep-2026)       ||      ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   (20-Sep-2026)       ||      ଘଣ୍ଟାପଡ଼ା ଶକ୍ତିକେନ୍ଦ୍ରରେ ବିଜେପିର ସାଙ୍ଗଠନିକ ବୈଠକ   (20-Sep-2026)       ||      ଏଡ଼ଭୋକେଟ ଫ୍ରେଣ୍ଡସ୍ ଗ୍ରୁପ୍ ତରଫରୁ ନୂଆଁଖାଇ ଭେଟଘାଟ୍    (20-Sep-2026)       ||      ଦେଓଗାଁରେ ନୂଆ ସିଏଚସିର ନୂତନ ବିଲଡିଂପାଇଁ ସ୍ୱାସ୍ଥ୍ୟମନ୍ତ୍ରୀଙ୍କୁ ଦାବି   (20-Sep-2026)       ||      ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଙ୍କ ତତ୍ୱାବଧାନ ଓ ଡିବିରି ଅନୁଷ୍ଠାନ ର ମିଳିତ ସହଯୋଗ ରେ ନୁଆଁଖାଇ ଭେଟଘାଟ 2026-27 କାର୍ଯ୍ୟକ୍ରମ ଅନୁଷ୍ଠିତ   (20-Sep-2026)       ||      ନାଚ ଗୀତ ସହ ଡିଜେ ବାଜାର ଢୁମ୍ ଢୁମରେ ବିଘ୍ନରାଜ ଗଣପତିଙ୍କ ବିସର୍ଜନ ଶୋଭାଯାତ୍ରା   (20-Sep-2026)       ||      ବରୀ ବ୍ଳକ ରେ ବନ୍ୟା ସର୍ଭେ କାର୍ଯ୍ୟକ୍ରମ   (20-Sep-2026)       ||      ବାଗଡିଆରେ ବିଶ୍ୱକର୍ମା ପୂଜା ମହାସମାରୋହରେ ପାଳିତ(ନାଚ,ଗୀତ ଓ ସଂକୀର୍ତ୍ତନରେ ଭକ୍ତ ବିଭୋର)   (20-Sep-2026)       ||      ଡାବୁଗାଁ ବ୍ଲକରେ ୧୦୫ଟି ପରୀକ୍ଷା କେନ୍ଦ୍ରରେ ନବଭାରତ ସାକ୍ଷରତା ପ୍ରଥମ ଆକଳନ କାର୍ଯ୍ୟକ୍ରମ ସଫଳତାର ସହ ଅନୁଷ୍ଠିତ   (20-Sep-2026)       ||     

HOME   ଜିଲ୍ଲା

ସରକାରୀ ମହାବିଦ୍ୟାଳୟ ବଲାଙ୍ଗିରରେ ବିଶ୍ବ ପ୍ରାଥମିକ ଚିକିତ୍ସା ଦିବସ ପାଳିତ

13-Sep-2025



ବଲାଙ୍ଗୀର(ପ୍ରେରଣା ଖବର):ସ୍ଥାନୀୟ  ବଲାଙ୍ଗୀର ସରକାରୀ ମହାବିଦ୍ୟାଳୟରେ ବିଶ୍ଵ ପ୍ରାଥମିକ ଚିକିତ୍ସା ଦିବସ ପାଳିତ ହୋଇଯାଇଛି। ଏଥିରେ ମହାବିଦ୍ୟାଳୟର ଅଧ୍ୟକ୍ଷ ଡକ୍ଟର କୌତୁକ ପନ୍ଦର ସଭାପତିତ୍ବ କରିବା ସହିତ ଏବର୍ଷର ବିଷୟ" ପ୍ରାଥମିକ ଚିକିତ୍ସା ଏବଂ ଜଳବାୟୁ ପରିବର୍ତ୍ତନ "ସଂପର୍କରେ ଅବଗତ କରାଇଥିଲେ। ମୁଖ୍ୟଅତିଥି ଭାବରେ ଚୁଡ଼ାପାଲି ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ଅଧିକାରୀ ରାଧେଶ୍ୟାମ ଦିଶ୍ରୀ ଯୋଗଦେଇ ପ୍ରାଥମିକ ଚିକିତ୍ସାର ଗୁରୁତ୍ବପୂର୍ଣ୍ଣ ଉପଯୋଗିତା ଏବଂ ତାର ପ୍ରୟୋଗ ବିଧି ସଂପର୍କରେ ଆଲୋଚନା କରିବା ସହିତ ପ୍ରାଥମିକ ଚିକିତ୍ସା ଦ୍ବାରା  ମୂଲ୍ୟବାନ ଜୀବନ ରକ୍ଷା

କରାଯାଇପାରିବ ବୋଲି ମତବ୍ୟକ୍ତ କରିଥିଲେ । ବଲାଙ୍ଗିର ଜିଲ୍ଲା ଯୁବ ରେଡକ୍ରସର ଆବାହକ ସଂପାଦିକା ବନ୍ଦନା ବାର ଏହି କାର୍ଯ୍ୟକ୍ରମକୁ ସୁଚାରୁରୂପେ ସଂଚାଳନ କରିଥିବା ବେଳେ ଅଧ୍ୟାପକ ହୃଷୀକେଶ ଦାସ ଆନୁଷ୍ଠାନିକ ଭାବେ ଧନ୍ୟବାଦ

ଅର୍ପଣ କରିଥିଲେ। ଏଥିରେ ମହାବିଦ୍ୟାଳୟର ପ୍ରାଧ୍ୟାପକ ଡକ୍ଟର ବିଜୟ କୁମାର ବେହେରା, ଡକ୍ଟର ଶ୍ରୀକାନ୍ତ କୁମାର ବାରିକ, ଡକ୍ଟର ମଧୁସ୍ମିତା ମିଶ୍ରଙ୍କ ସମେତ ସମସ୍ତ ଅଧ୍ୟାପକ ଅଧ୍ୟାପିକା ଏବଂ ଛାତ୍ରଛାତ୍ରୀ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ସଫଳ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   21-Sep-2026
  ଜିଲ୍ଲା  
ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   21-Sep-2026
  ଜିଲ୍ଲା  
ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   21-Sep-2026
  ଜିଲ୍ଲା  
*ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   21-Sep-2026
  ଜିଲ୍ଲା  
ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   21-Sep-2026
  ଜିଲ୍ଲା  
ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   21-Sep-2026
  ଜିଲ୍ଲା  
ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   21-Sep-2026
  ଜିଲ୍ଲା  
ଟ୍ରେନ ଧକ୍କାରେ ଯୁବକର ହାତ ଅଲଗା ହେଲା   21-Sep-2026
  ଜିଲ୍ଲା  
୨୨୦୩ ବିଦ୍ୟାଳୟରେ ଉଲ୍ଲାସ ଏଫଏଲଏନ ଏଟି ପରୀକ୍ଷା "ପ୍ରାୟ ୪୫ ହଜାର ନବସାକ୍ଷର ପରୀକ୍ଷାର୍ଥୀଙ୍କ ଉତ୍ସାହଜନକ ଅଂଶଗ୍ରହଣ"   20-Sep-2026
  ଜିଲ୍ଲା  
ସ୍ୱଛତା ଦିବସରେ ହରିଶଙ୍କର ପୀଠରେ ଡଷ୍ଟଵିନ ସଚେତନତା   20-Sep-2026
  ଜିଲ୍ଲା  
୯୦ ତମ ଦୁର୍ଗାପୂଜା ପାଇଁ ଟିଟିଲାଗଡ ମାଉସୀମା ମନ୍ଦିର ଦୁର୍ଗାପୂଜା କମିଟି ପକ୍ଷରୁ ପ୍ରସ୍ତୁତି ବୈଠକ   20-Sep-2026
  ଜିଲ୍ଲା  
ସିଲେଟପଡ଼ାରେ ଶ୍ରୀ ସତ୍ୟସାଇ ସେବା ସଂଗଠନ ପକ୍ଷରୁ ସାମୂହିକ ବୃକ୍ଷରୋପଣ   20-Sep-2026

You Might Also Like