-+91-9937148622 |

prerana_bgr@rediffmail.com |

  Thursday 30th April 2026 |

| | | |

R.N.I. Regd No. ODIODI/2010/46693

Breaking News

ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   (30-Apr-2026)       ||      ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   (30-Apr-2026)       ||      ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   (30-Apr-2026)       ||      ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   (30-Apr-2026)       ||      ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   (30-Apr-2026)       ||      ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   (30-Apr-2026)       ||      କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା    (30-Apr-2026)       ||      ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ    (30-Apr-2026)       ||      କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   (30-Apr-2026)       ||      ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   (30-Apr-2026)       ||      ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ    (30-Apr-2026)       ||      ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   (30-Apr-2026)       ||      *ବରଗଡ଼ ଜିଲ୍ଲାରେ ବିଭିନ୍ନ ଜନ କଲ୍ୟାଣ ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ ଉତ୍ସବ ଅନୁଷ୍ଠିତ*   (30-Apr-2026)       ||      ନୃସିଂହନାଥ ଯାତ୍ରାରେ ଭାରତୀୟ କିସାନ ସଂଘ, ପାଇକମାଳ ବ୍ଲକ ଦ୍ୱାରା ଜଳଛତ୍ର ସେବା   (30-Apr-2026)       ||      Hj   (30-Apr-2026)       ||      ଗଞେଇ ଜବତ, ଚାଲାଣକାରୀ ଗିରଫ   (30-Apr-2026)       ||      ପରିକ୍ଷିତ ଟାଇଗର କଲେଜ ର ୧୩ ତମ ବାର୍ଷିକ ଉତ୍ସବ ପାଳିତ   (30-Apr-2026)       ||      ଓଏସଏପି ଷଷ୍ଠ ବାଟାଲିଅନରେ ଯୁବକ ଯୁବତୀଙ୍କୁ ନେଇ ଗଣ୍ଡଗୋଳ   (30-Apr-2026)       ||      ଜି.ସି.କଲେଜରେ ଗୋପବନ୍ଧୁ ଚୌଧୁରୀଙ୍କ ୬୮ ତମ ଶ୍ରାଦ୍ଧ ଦିବସ ପାଳିତ   (30-Apr-2026)       ||      ସ୍ବାସ୍ଥ୍ୟ ହିଁ ସମ୍ପଦ ♦️ କରତାଳି ବା ତାଳି ବଜେଇବାର ଉପକାରିତା    (30-Apr-2026)       ||     

HOME   ଜିଲ୍ଲା

ବିଜୁ ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏନଏସଏସ ୟୁନିଟ ପ୍ରଶିକ୍ଷଣ ଶିବିର ଅନୁଷ୍ଠିତ

13-Sep-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜ଼ିଲ୍ଲା ସଦର ମହକୁମା ସ୍ଥିତ ବିଜୁ  ପଟ୍ଟନାୟକ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏନଏସଏସ ୟୁନିଟର ପ୍ରଶିକ୍ଷଣ ଶିବିର ଆଜି ଅନୁଷ୍ଠିତ ହୋଇଛି l ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷl ଶ୍ରୀମତୀ ପ୍ରୀତିମୟୀ  ମିଶ୍ର ଶିବିରକୁ ଅନୁଷ୍ଠାନିକ ଭାବେ ଉଦଘାଟନ କରିଥିଲେ l ଶିବିରରେ ମୁଖ୍ୟ ଅତିଥି  ତଥା  ପ୍ରଶିକ୍ଷକ  ଭାବେ ଡ଼.ମନୋରଞ୍ଜନ ଘଡେଇ ଯୋଗଦେଇ ସ୍ଵଛlସେବୀଙ୍କୁ  ଏନ ଏସ ଏସ ସମ୍ପର୍କରେ ପ୍ରଶିକ୍ଷଣ ଦେଇ ଏହାର  ଲକ୍ଷ୍ୟ, ଆଭିମୁଖ୍ୟ ଉପରେ ଆଲୋକପlତ କରିଥିଲେ l ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷl ମିଶ୍ର ତାଙ୍କ ବକ୍ତବ୍ୟରେ ଛାତ୍ରୀମାନେ ପାଠପଢା  ସହିତ  ସମାଜସେବାରେ ନିଜକୁ ସାମିଲକରି ଏକ ସୁସ୍ଥ ସମାଜ ଗଠନ କରିବାରେ ଗୁରୁତ୍ତ୍ୱପୂର୍ଣ୍ଣ ଭୂମିକା  ରହିଛି  ବୋଲି କହିଥିଲେ l ଏନ ଏସ ଏସ  ପ୍ରୋଗ୍ରାମ ଅଫିସର  ଅଧ୍ୟlପିକା  ନିବେଦିତା ମହାପାତ୍ର ଅତିଥି ପରିଚୟ ପ୍ରଦାନ କରିଥିଲେ l ଅଧ୍ୟାପକ ମଧୁସୂଦନ ପୁଜାହାରୀ କାର୍ଯ୍ୟକ୍ରମକୁ ପରିଚାଳନା କରିଥିବାବେଳେ ଏନ ଏସ ଏସ ସ୍ଵଛlସେବୀ ସୁପ୍ରିୟା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ


News Comment




Photo in News

Advertisment
Lastest News
  ଜିଲ୍ଲା  
ଜଳଛତ୍ର ଓ ବିଶ୍ରାମାଗାର ପାଇଁ ବିଡ଼ିଓଙ୍କୁ ଦାବିପତ୍ର   30-Apr-2026
  ଜିଲ୍ଲା  
ୟୁ.କେ. ଓଡ଼ିଶା ସାମଜ ପକ୍ଷରୁ ସପ୍ତମ ଉତ୍କଳ ଦିବସ ପାଳନ   30-Apr-2026
  ଜିଲ୍ଲା  
ପୌର ପରିଷଦ ନିକଟରେ ଫେରାଦ ହେଲେ ୩ ୱାର୍ଡର ବାସିନ୍ଦା: ମୌଳିକ ସମସ୍ୟାର ସମାଧାନ ପାଇଁ ୧୦ ଦଫା ଦାବିପତ୍ର ପ୍ରଦାନ   30-Apr-2026
  ଜିଲ୍ଲା  
ଟଙ୍କା ପାଇବାକୁ ବ୍ୟାଙ୍କକୁ କଙ୍କାଳ ପ୍ରମାଣ ଧରି ଯିବା ଘଟଣାରେ ଆରଡିସି ତଦନ୍ତ ପରେ ପ୍ରାଥମିକ ଭାବେ ବ୍ୟାଙ୍କ କର୍ତ୍ତୃପକ୍ଷଙ୍କ ଭୁଲ ରହିଥିବା ଗଣମାଧ୍ୟମକୁ କହିଛନ୍ତି   30-Apr-2026
  ରାଜ୍ୟ  
ବିଧାନସଭାର ସ୍ୱତନ୍ତ୍ର ଅଧିବେଶନରେ ଆଜି ଶାସକ ବିଜେପି ସରକାରଙ୍କୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ   30-Apr-2026
  ଜିଲ୍ଲା  
ନୂଆପଡ଼ାରେ ଉପ-ନିର୍ବାଚନ ସୁପରିଚାଳନା ପାଇଁ ଅଧିକାରୀମାନଙ୍କୁ ସମ୍ୱର୍ଦ୍ଧିତ କଲେ ଜିଲ୍ଲାପାଳ   30-Apr-2026
  ଜିଲ୍ଲା  
କଣ୍ଟାମାଳ ସଙ୍କୁଳସ୍ତରୀୟ ସାମୁହିକ ଆଚାର୍ଯ୍ୟ କାର୍ଯ୍ୟଶାଳା   30-Apr-2026
  ଜିଲ୍ଲା  
ଟିପିଡବ୍ଲୁଓଡିଏଲ୍ ବିରୋଧରେ ଡବ୍ଲୁ ଓ ବି ଏସ୍ ଏମ୍ ତରଫରୁ କର୍ମଚାରୀ ଛଟେଇ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ   30-Apr-2026
  ରାଜ୍ୟ  
କଟକ ସଦର ବ୍ଲକ୍‌ରେ ୨୫୦ କୋଟିର ଦୁର୍ନୀତି:  ଗୋଟିଏ ଗୋଟିଏ କାମକୁ ଦୁଇ ଦୁଇ ଥର ବିଲ୍   30-Apr-2026
  ଜିଲ୍ଲା  
ପାର୍ବତୀଗିରି ମହିଳା ମହାବିଦ୍ୟାଳୟରେ ବିଦାୟକାଳୀନ ସମ୍ବର୍ଦ୍ଧନା ସଭା   30-Apr-2026
  ଜିଲ୍ଲା  
ଇଣ୍ଡିଆ ସ୍କେଟ ଗେମ୍ସରେ ବରଗଡ଼ ବୈଦିକ ସ୍କୁଲର କୃତିତ୍ୱ   30-Apr-2026
  ଜିଲ୍ଲା  
ବ୍ରାହ୍ମଣୀପାଲିରେ ଟ୍ରାନ୍ସଫର୍ମର ପୋଡିଲା,ଚାଷୀଙ୍କ ଧାନ ମରିବା ଆଶଂକା   30-Apr-2026

You Might Also Like