-+91-9937148622 |

prerana_bgr@rediffmail.com |

  Wednesday 23rd September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||      ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ    (22-Sep-2026)       ||      ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   (22-Sep-2026)       ||      ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ    (22-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (22-Sep-2026)       ||      ନବଭାରତ ସାକ୍ଷରତା ଅଭିଯାନ କାର୍ଯ୍ୟକ୍ରମ    (21-Sep-2026)       ||      ଲୋଇସିଂହା ବ୍ଳକ୍ କଳାକାର ସଂଘ ର ବୈଠକ   (21-Sep-2026)       ||      ବିକେପି ରାଜ୍ୟ ସଭାପତି କଳାହାଣ୍ଡି ଗସ୍ତ କାର୍ଯ୍ୟକ୍ରମ କୁ ନେଇ ପ୍ରସ୍ତୁତି ବୈଠକ।   (21-Sep-2026)       ||      ଡୁଙ୍ଗୁରିପାଲି ହାଇସ୍କୁଲରେ ବିଜ୍ଞାନ ନାଟକ ପ୍ରତିଯୋଗିତା ଅନୁଷ୍ଠିତ: ମାୟାବର୍ହା ହାଇସ୍କୁଲ ଜିଲ୍ଲା ସ୍ତରକୁ ମନୋନୀତ   (21-Sep-2026)       ||      *ସୁବର୍ଣ୍ଣପୁର ବରିଷ୍ଠ ନାଗରିକ ସଂଘ ର ବାର୍ଷିକ ଉତ୍ସବ ପାଳନ*-   (21-Sep-2026)       ||      ସିଲାଟିରେ ବ୍ଲକ ସ୍ତରୀୟ ଦୌଡକୁଦ ପ୍ରତିଯୋଗିତା   (21-Sep-2026)       ||      ବରପାଲି ବ୍ଲକ ସନାତନୀ ବ୍ରାହ୍ମଣ ସମାଜର ଇନ୍ଦ୍ର ପୂଜା   (21-Sep-2026)       ||      ଗ୍ରିଣ୍ଡୋଲା ଗ୍ରାମରେ ମା ଖୁଦୁରୁକୁଣି ପୂଜା ସମ୍ପନ୍ନ   (21-Sep-2026)       ||     

HOME   ଜିଲ୍ଲା

ଖୋର୍ଦ୍ଧା ଜିଲ୍ଲାରେ ରାଷ୍ଟ୍ରୀୟ ଲୋକ ଅଦାଲତ ୯୬୧୫୬ ମାମଲାର ଫୈସଲା

13-Sep-2025



ଭୁବନେଶ୍ୱର (ପ୍ରେରଣା ଖବର)
ଜାତୀୟ ଆଇନ ସେବା ପ୍ରାଧିକରଣ ଓ ଓଡ଼ିଶା ରାଜ୍ୟ ଆଇନ ସେବା ପ୍ରାଧିକରଣ ଙ୍କ ନିର୍ଦ୍ଦେଶ ମତେ ଖୋର୍ଦ୍ଧା ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ପକ୍ଷରୁ ଚଳିତ ବର୍ଷର  ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଆଜି ଖୋର୍ଦ୍ଧା ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ଓ ରାଜସ୍ଵ ଅଦାଲତ ପରିସର ଯଥା ଭୁବନେଶ୍ୱର, ଖୋର୍ଦ୍ଧା, ବାଣପୁର, ଜଟଣୀ, ଟାଙ୍ଗୀ, ଚିଲିକା ଓ ବେଗୁନିଆ ଠାରେ ଅନୁଷ୍ଠିତ ହୋଇଛି । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ସର୍ବମୋଟ ୧୨୬୮୦୨ ଗୋଟି ମାମଲା ଆଗତ କରାଯାଇ ୯୬୧୫୬ ଗୋଟି ମାମଲାର ଫାଇସଲା କରାଯାଇଥିବା ବେଳେ ସମୁଦାୟ ୧୭ କୋଟି ୭୧ ଲକ୍ଷ ୨୮୪୬ ଟଙ୍କା ଜୋରିମାନା/ରାଜିନାମା/ରାଜସ୍ବ ଆଦାୟ ହେବା ପାଇଁ ସ୍ଥିରୀକୃତ ହେଇଥିଲା। 

ଖୋର୍ଦ୍ଧା ଜିଲ୍ଲା ଓ ଦୌରା ଜଜ ତଥା ଭୁବନେଶ୍ୱର ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଶ୍ରୀ ବିରଞ୍ଚି ନାରାୟଣ ମହାନ୍ତିଙ୍କ ସମେତ ବହୁ ପଦସ୍ଥ ବିଚାରବିଭାଗୀୟ ଅଧିକାରୀ ମାନେ ଲୋକ ଅଦାଲତରେ ଉପସ୍ଥିତ ରହି ରେକର୍ଡ ସଂଖକ୍ୟ ମାମଲା ଫୈସଲା କରିଥିଲେ। ସୂଚନାଯୋଗ୍ୟ,ଉକ୍ତ ଲୋକ ଅଦାଲତରେ ପ୍ରାୟ ସମସ୍ତ ପ୍ରକାରର ସାଲିସ ଯୋଗ୍ୟ ଜମିଜମା, ଫୌଜଦାରୀ, ରାଜସ୍ବ, ଗାଡିମୋଟର ଦୁର୍ଘଟଣା, ପାରିବାରିକ ଓ ବୈବାହିକ ମାମଲା, ଶ୍ରମ ଓ ନିଯୁକ୍ତି, ବିଦ୍ୟୁତ୍ ଓ ଜଳ ଯୋଗାଣ, ବ୍ୟାଙ୍କ୍ ଋଣ ଅନାଦେୟ ଓ ଅନ୍ୟାନ୍ୟ ବହୁ ଜନ ଉପଯୋଗୀ ମାମଲା ମାନ ଫୈସଲା କରା ଯାଇଥିଲା। 

ପ୍ରାଧିକରଣଙ୍କ ଭାରପ୍ରାପ୍ତ ସଚିବ ଶ୍ରୀ ସବ୍ୟସାଚୀ ପ୍ରଧାନ ଉପସ୍ଥିତ ରହି ଜିଲ୍ଲାର ସମସ୍ତ ଅଦାଲତ ମାନଙ୍କରୁ ହସ୍ତଗତ ହୋଇଥିଲା ଲୋକ ଅଦାଲତର ଫଳାଫଳ କୁ ମାନ୍ୟବର ଜିଲ୍ଲା ଜଜ୍ଙ୍କ ପାଖରେ ଉପସ୍ଥାପନା କରିବା ସହ ଏହାର ସାମଗ୍ରିକ ସଫଳତାକୁ ଦୃଷ୍ଟିରେ ରଖି ଜିଲ୍ଲା ଆଇନ ସେବା ପ୍ରାଧିକରଣଙ୍କ ପକ୍ଷରୁ ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଧିକାରୀ, ରାଜସ୍ବ ଅଧିକାରୀ, ଟେଲିକମ, ଆଞ୍ଚଳିକ ତଥା ରାଷ୍ଟ୍ରୀୟ ଜାତୀୟ କାରଣ ବ୍ୟାଙ୍କ୍ ଅଧିକାରୀ ଓ ଶାଖା ପରିଚାଳକ, ଆଇନଜୀବୀ, ବୀମା ଅଧିକାରୀ, ଅଦାଲତ ଏବଂ ପ୍ରାଧିକରଣଙ୍କ କର୍ମଚାରୀ ମାନଙ୍କୁ ଧନ୍ୟବାଦ୍ ଦେବା ସହ ପରବର୍ତ୍ତୀ ରାଷ୍ଟ୍ରୀୟ ଲୋକ ଅଦାଲତ ଆସନ୍ତା ୧୩.୧୨.୨୦୨୫ ପାଇଁ ଆଗୁଆ ପଦକ୍ଷେପ ନେବାକୁ ବିଭାଗୀୟ ଅଧିକାରୀ ମାନଙ୍କୁ ଅନୁରୋଧ କରିଥିଲେ। ଉକ୍ତ ଲୋକ ଅଦାଲତରେ କୋର୍ଟ ମ୍ୟାନେଜର ଶ୍ରୀ ଶଶିକାନ୍ତ ପ୍ରଧାନ ସହଯୋଗ କରିଥିଲେ ଏବଂ ପ୍ରାଧିକରଣ ଙ୍  ନ୍ୟାୟ ଅଧିକାର ମିତ୍ର ସିତେଶ ଆଶିଷ ଜେନା,ପ୍ରଣତି ପ୍ରଧାନ ଓ ପବିତ୍ର କୁମାର ବେହେରା ପ୍ରମୁଖ ସହାୟତା କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ   22-Sep-2026
  ଜିଲ୍ଲା  
ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   22-Sep-2026
  ରାଜ୍ୟ  
ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   22-Sep-2026
  ଜିଲ୍ଲା  
ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ   22-Sep-2026
  ଜିଲ୍ଲା  
*ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   22-Sep-2026
  ଜିଲ୍ଲା  
*୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   22-Sep-2026
  ଜିଲ୍ଲା  
*ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   22-Sep-2026
  ଜିଲ୍ଲା  
ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   22-Sep-2026
  ରାଜ୍ୟ  
ନବନିର୍ମାଣ କୃଷକ ସଂଗଠନର ରାଜ୍ୟ ମୁଖ୍ୟଙ୍କ ସହ ପ୍ରମୁଖ ନେତୃତ୍ୱ ଓଜେସିରେ ସାମିଲ ଚାଷୀଙ୍କ ପାଇଁ ଲଢ଼ିବୁ, ଚାଷୀଙ୍କୁ ନେଇ ବଢ଼ିବୁ : ମହମ୍ମଦ ମୋକିମ୍ ଚାଷୀଙ୍କ ଦଳ ହେବ ଓଜେସି : ଶେଷଦେବ ନନ୍ଦ   22-Sep-2026
  ଜିଲ୍ଲା  
ମଲମୁଣ୍ଡା ଆଞ୍ଚଳିକ ସାଧନ କେନ୍ଦ୍ରଅଞ୍ଚଳରେ ନବ ଭାରତ ସାକ୍ଷରତା ପରୀକ୍ଷା ସଫଳତାର ସହ ଅନୁଷ୍ଠିତ   22-Sep-2026
  ଜିଲ୍ଲା  
ଓମ୍ଫେଡକୁ ମିଳିଲା ଟାଇମ୍ସ ଆଇକନ୍ ପୁରସ୍କାର-୨୦୨୬♦️ଦୁଗ୍ଧ କ୍ଷେତ୍ରରେ ଉତ୍କର୍ଷତା ଓ   22-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   22-Sep-2026

You Might Also Like