-+91-9937148622 |

prerana_bgr@rediffmail.com |

  Saturday 8th August 2026 |

| | | |

R.N.I. Regd No. ODIODI/2010/46693

Breaking News

ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ    (07-Aug-2026)       ||      ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   (07-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର    (07-Aug-2026)       ||      ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ    (07-Aug-2026)       ||      "ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   (07-Aug-2026)       ||      ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   (07-Aug-2026)       ||      ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   (07-Aug-2026)       ||      ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   (07-Aug-2026)       ||      ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   (07-Aug-2026)       ||      *ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   (07-Aug-2026)       ||      ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   (07-Aug-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   (07-Aug-2026)       ||      ମଣ୍ଟେସୋରୀ ପବ୍ଲିକ ସ୍କୁଲ ଛାତ୍ରୀ ମାନେ ରାଜ୍ୟ ସ୍ତରରେ ସମ୍ବର୍ଦ୍ଧିତ   (07-Aug-2026)       ||      ଅତିରିକ୍ତ ତହସିଲ ଖୋଲିବାକୁ ନେଇ ଜିଲ୍ଲାପାଳଙ୍କ ସ୍ଥାନ ପରିଦର୍ଶନ   (07-Aug-2026)       ||      ଜିଲ୍ଲାପାଳଙ୍କ ଡାକ୍ତରଖାନା ପରିଦର୍ଶନ, ସ୍ବଚ୍ଛତାକୁ ନେଇ ଅସନ୍ତୋଷ ପ୍ରକାଶ କଲେ   (07-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||     

HOME   ଜିଲ୍ଲା

ଫାଟିଗଲା ଚକା, ଭାରସାମ୍ୟ ହରାଇ କାର୍ ଦୁର୍ଘଟଣାଗ୍ରସ୍ତ ; ଜଣେ ମୃତ, ୨ ଆହତ

28-Jan-2021



ଖଲ୍ଲିକୋଟ (ପ୍ରେରଣା ଖବର) : ଗଞ୍ଜାମ ଜିଲ୍ଲା ରମ୍ଭା ଜାତୀୟ ରାଜପଥ ନିକଟରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରାଯାଇଛି ।

ଖବର ଅନୁଯାୟୀ, କାର୍‌ଟି ଭୁବନେଶ୍ୱରରୁ ପାରଳାଖେମୁଣ୍ଡି ଅଭିମୁଖେ ଯାଉଥିଲା । କିନ୍ତୁ ଗଞ୍ଜାମ ଜିଲ୍ଲା ରମ୍ଭ ଜାତୀୟ ରାଜପଥ ନିକଟରେ ହଠାତ୍‌ କାର୍‌ର ଚକା ଫାଟିଯାଇଥିଲା । ଯାହାଫଳରେ କି କାର୍‌ଟି ଭାରସାମ୍ୟ ହରାଇ ଦୁର୍ଘଟଣାର ଶିକାର ହୋଇଥିଲା । କାର୍‌ଟି ଦୁର୍ଘଟଣା ହେବା ଦ୍ୱାରା, କାର୍‌ରେ ଥିବା ଯାତ୍ରୀଙ୍କ ମଧ୍ୟରୁ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୨ଜଣ ଆହତ ହୋଇଛନ୍ତି । ଆହତଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି । ସେଠାରେ ତାଙ୍କ ଚିକିତ୍ସା ଜାରି ରହିଛି ।

ତେବେ ମୃତାହତଙ୍କ ପରିଚୟ ହସ୍ତଗତ ହୋଇଛି । ମୃତକ ଟାଙ୍ଗୀ ଅଞ୍ଚଳର ସାଜିତ ହୋଇଥିବା ବେଳେ ଆହତମାନେ ହେଲେ ସିଦ୍ଧାର୍ଥ ପଟ୍ଟନାୟକ ଓ ରଜତ କୁମାର ନାହାକ । ରଜତ ପାରଳାଖେମୁଣ୍ଡିର ବିଦ୍ୟୁତ ବିଭାଗର କନିଷ୍ଠ ଯନ୍ତ୍ରୀ ଭାବେ କାର୍ଯ୍ୟ କରୁଥିଲେ । ଛୁଟିରେ ଆସି ଭୁବନେଶ୍ୱରରୁ ଫେରୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଧର୍ମପରାୟଣା ମହିଳା କ୍ଷିତିସୂତା ମିଶ୍ରଙ୍କ ପରଲୋକ;ଶୋକରେ ଯୋଗୀସର୍ଡ଼ା ଗ୍ରାମ   07-Aug-2026
  ଜିଲ୍ଲା  
ହାତୀ ଆକ୍ରମଣରେ ଘର ସମ୍ପୂର୍ଣ୍ଣ ଧ୍ୱଂସ; ଆହତ ଆଦିବାସୀ ପରିବାରକୁ ୨୦ ଲକ୍ଷ କ୍ଷତିପୂରଣ ଦାବି କଲେ ପୂର୍ବତନ ସାଂସଦ ନିରଞ୍ଜନ ବିଶି   07-Aug-2026
  ଜିଲ୍ଲା  
ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ପାଇଁ ଏକାଠି ହେଲା ଓଷ୍ଟା;ଜିଲ୍ଲାପାଳ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ସ୍ମାରକ ପତ୍ର   07-Aug-2026
  ରାଜ୍ୟ  
ସ୍ୱାଧୀନତା କପ ଫୁଟବଲ ଚମ୍ପିୟାନସିପ :ପେନାଲଟିକ ସୁଟ ଜରିଆରେ ପାଦେରୀପଡା ଓ ସୁଣ୍ଡରୁମିଲା ଦଳ ବିଜୟୀ   07-Aug-2026
  ଜିଲ୍ଲା  
"ଇନୋଭେସନ୍ ଓ ଷ୍ଟାର୍ଟଅପ୍ ପ୍ରତିଯୋଗିତା–୨୦୨୬"   07-Aug-2026
  ଜିଲ୍ଲା  
ବର୍ଷାରେ ଭାଙ୍ଗିଲା ଘର ଅଳ୍ପେକ ବର୍ତିଲେ ବୃଦ୍ଧ ଦମ୍ପତି   07-Aug-2026
  ଜିଲ୍ଲା  
ବନ୍ୟାକ୍ଷୟକ୍ଷତିର ଆକଳନ,ଚାଷୀଙ୍କୁ ସଠିକ ଦରରେ ସାରଯୋଗାଣ ନେଇ ପ୍ରଶାସନକୁ କାଳିକେଶଙ୍କ ନିର୍ଦ୍ଦେଶ   07-Aug-2026
  ଜିଲ୍ଲା  
ବଜରଙ୍ଗୀ ସଂଘ ପକ୍ଷରୁ ଗୋଖାଦ୍ୟ ବଣ୍ଟନ   07-Aug-2026
  ଜିଲ୍ଲା  
ବରପାଲି ପ୍ରଶାସନ ପକ୍ଷରୁ ସ୍ୱାଧୀନତା ଦିବସ ଅବସର ରେ ଚିତ୍ରାଙ୍କନ ଓ ବକ୍ତୃତା ପ୍ରତିଯୋଗିତା   07-Aug-2026
  ଜିଲ୍ଲା  
*ସୁବର୍ଣ୍ଣପୁର ଗସ୍ତରେ ସ୍ୱତନ୍ତ୍ର ପର୍ଯ୍ୟବେକ୍ଷକ ଶ୍ରୀ ବି. ପରମେଶ୍ୱରନ୍*- *ଏସ ଆଇ ଆର୍ ଉପରେ କଲେ ସମୀକ୍ଷା*-   07-Aug-2026
  ରାଜ୍ୟ  
ଛତାମଖନା ବନ୍ଧର କ୍ଷୟକ୍ଷତି ଘଟଣାର ନିରପେକ୍ଷ ତଦନ୍ତ ଦାବି କଲେ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓ   07-Aug-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟରେ କ୍ୟାନ୍ସର ସଚେତନତା କାର୍ଯ୍ୟକ୍ରମ   07-Aug-2026

You Might Also Like