-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||      *୫ କ୍ଵିଣ୍ଟାଲ ୪୦ କେଜି , ୫ କୋଟି ମୂଲ୍ୟ ର ଗଞ୍ଜେଇ ସହ ୨ କାର,୧ ବାଇକ୍ ଜବତ; ୩ ଗିରଫ*-   (22-Sep-2026)       ||      *ଡାବୁଗାଁ ରେ ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିର ଅନୁଷ୍ଠିତ*   (22-Sep-2026)       ||      ନିଶା କବଳରେ ଯୁବପିଢ଼ି - ମଦ ଗଞ୍ଜେଇ ନାମକୁ ମାତ୍ର ବଦନାମ, ନିଶା ବଟିକା ଓ କଫସିରପ ଯୋଗୁଁ ଅବାଟରେ ଦେଶର ଭବିଷ୍ୟତ   (22-Sep-2026)       ||     

HOME   ରାଜ୍ୟ

କୈଳାଶ ମିଶ୍ର କଂଗ୍ରେସରେ ମିଶିଲେ

13-Sep-2025



ଭୁବନେଶ୍ୱର(ପ୍ରେରଣା ଖବର)- କଂଗ୍ରେସର କ୍ରମବର୍ଦ୍ଧିଷ୍ଣୁ ଗ୍ରହଣୀୟତାରେ ପ୍ରଭାବିତ ହୋଇ ଦଳରେ ଯୋଗଦେବା ଧାରା ଅବ୍ୟାହତ ରହିଛି। ଶନିବାର ମଧ୍ୟାହ୍ନରେ 'ବିକଳ୍ପ ଓଡିଶା' ସଭାପତି କୈଳାଶ ମିଶ୍ର କଂଗ୍ରେସରେ ଯୋଗଦେଇଛନ୍ତି। ଏଆଇସିସି ଓଡିଶା ପ୍ରଭାରୀ ଅଜୟ ଲାଲୁଙ୍କ ପୌରୋହିତ୍ୟରେ କଂଗ୍ରେସ ଭବନରେ ଆୟୋଜିତ ଏକ ସମାବେଶରେ ଶ୍ରୀ ମିଶ୍ର ଦୁଇଶହରୁ ଅଧିକ କାର୍ଯ୍ୟକର୍ତ୍ତାଙ୍କ ଗହଣରେ ଆସି ଦଳରେ ମିଶିଛନ୍ତି। ସମ୍ବର୍ଦ୍ଧନାର ଉତ୍ତରରେ ଶ୍ରୀ ମିଶ୍ର ସୂଚନା ଦେଇ କହିଥିଲେ, ରାହୁଲ ଗାନ୍ଧୀଙ୍କ ନେତୃତ୍ବରେ କଂଗ୍ରେସ ଏକ ଦାୟିତ୍ୱବାନ ବିରୋଧୀ ଦଳର ଭୂମିକା ନିଭାଉଛି। ବିଜେପି ୧୨% ଭୋଟ ଚୋରି କରିଥିବା ସ୍ପଷ୍ଟ ହୋଇଛି। ଅନ୍ୟ ପକ୍ଷରେ ବିଜେପି-ବିଜେପି ମିଶି ଓଡିଶାର ଖଣିଜ ସମ୍ପଦ ଲୁଟ୍ କରୁଛନ୍ତି। ଆଜି କେବଳ ରାଜ୍ୟ ଓ ଜିଲ୍ଲାର କାର୍ଯ୍ୟକର୍ତ୍ତାମାନେ କଂଗ୍ରେସରେ ଯୋଗ ଦେଉଛନ୍ତି। ଆଗକୁ ବ୍ଲକ୍ ସ୍ତରରେ 'ବିକଳ୍ପ ଓଡିଶା'ର ଲକ୍ଷାଧିକ ଲୋକ କଂଗ୍ରେସର ଯୋଗଦେବେ।

କୈଳାଶ ମିଶ୍ରଙ୍କୁ ଦଳକୁ ସ୍ବାଗତ କରି ପିସିସି ସଭାପତି ଭକ୍ତ ଚରଣ ଦାସ କହିଥିଲେ, ରେଭେନ୍ସା କଲେଜ ଛାତ୍ରସଂସଦର ପୂର୍ବତନ ସଭାପତି, ଡିଏସଓର ପୂର୍ବତନ ସଭାପତି, ସମାଜବାଦୀ ପାର୍ଟିର ପୂର୍ବତନ ରାଜ୍ୟ ସଭାପତି, ଦେଶରେ ମାଇକ୍ରୋଫାଇନାନ୍ସ, ସ୍ବୟଂସହାୟକ ଗୋଷ୍ଠୀ ତଥା ସମବାୟ ଆନ୍ଦୋଳନର ଜଣେ ଜଣାଶୁଣା ପ୍ରବକ୍ତା ଯୋଗଦେବା ଦ୍ବାରା କଂଗ୍ରେସ ଦଳ ଆହୁରି ଶକ୍ତିଶାଳୀ ହେବ।

ଦଲକୁ ଶ୍ରୀ ମିଶ୍ରଙ୍କୁ ସ୍ବାଗତ କରି ଶ୍ରୀ ଲଲ୍ଲୁ କହିଥିଲେ, ବିଜେପି-ବିଜେଡି ଗୋଟିଏ ମୁଦ୍ରାର ଦୁଇଟି ପାର୍ଶ୍ଵ ପରି।ମହାଦେବପୁରା ବିଧାନସଭା କ୍ଷେତ୍ରରେ ଭୋଟ ଚୋରିକୁ ରାହୁଲଜୀ ଧରାଇଦେବା ପରେ ସୃଷ୍ଟ ରାଜନୈତିକ ବାତାବରଣକୁ କଂଗ୍ରେସ ସପକ୍ଷରେ କରିବା ପାଇଁ ଶ୍ରୀ ମିଶ୍ରଙ୍କ ଯୋଗଦାନ ସହାୟକ ହେବ ବୋଲି ସେ ଆଶାପ୍ରକାଶ କରିଥିଲେ। ବରିଷ୍ଠ କଂଗ୍ରେସ ନେତା ଜଗନ୍ନାଥ ପଟ୍ଟନାୟକ ଶ୍ରୀ ମିଶ୍ରଙ୍କୁ ସ୍ବାଗତ କରିଥିଲେ। ଏହି ସମାବେଶରେ ପିସିସି ଉପସଭାପତି ସନ୍ତୋଷ ସିଂହ ସାଲୁଜା, ଏଆଇସିସି ଓଡିଶା ସଂପାଦକ ଶାହନୱାଜ ଚୌଧୁରୀ, ପିସିସି ମିଡିଆ ସେଲ ଅଧ୍ୟକ୍ଷ ଅରବିନ୍ଦ ଦାସ ପ୍ରମୁଖ ଉପସ୍ଥିତ ରହି 'ବିକଳ୍ପ ଓଡିଶା'ର ଅବଶିଷ୍ଟ କାର୍ଯ୍ୟକର୍ତ୍ତାଙ୍କୁ ଦଳରେ ମିଶାଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026
  ଜିଲ୍ଲା  
ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   23-Sep-2026
  ଜିଲ୍ଲା  
ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ   23-Sep-2026
  ଜିଲ୍ଲା  
ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   23-Sep-2026

You Might Also Like