-+91-9937148622 |

prerana_bgr@rediffmail.com |

  Thursday 24th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   (24-Sep-2026)       ||      *ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   (24-Sep-2026)       ||      ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    (24-Sep-2026)       ||      ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   (23-Sep-2026)       ||      ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   (23-Sep-2026)       ||      ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   (23-Sep-2026)       ||      ଜିଲ୍ଲା ବ୍ରାହ୍ମଣ ମହାସଭା   (23-Sep-2026)       ||      ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ    (23-Sep-2026)       ||      ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   (23-Sep-2026)       ||      *ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   (23-Sep-2026)       ||      କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   (23-Sep-2026)       ||      ଟ୍ରେନରୁ ଖସି ପଡ଼ି ଯୁବକ ମୃତ   (23-Sep-2026)       ||      ଅବକାରୀ ବିଭାଗର ଅଜବ ନୀତି - ବିଦେଶୀ ମଦ ଦୋକାନୀକୁ ଅହେତୁକ ଅନୁକମ୍ପା! ଟିଟିଲାଗଡ଼ରେ ଚର୍ଚ୍ଚା!   (23-Sep-2026)       ||      ଦେହେଲୀ ଗ୍ରାମରେ ନୂଆଁଖାଇ ଭେଟଘାଟ କାର୍ଯ୍ୟକ୍ରମ    (23-Sep-2026)       ||      ଭୂମି ଅଧିକାର ଓ ଚାଲିଥିବା ବସ୍ତି ଉଛେଦ ବନ୍ଦ ଦାବିରେ ବସ୍ତି ବାସିନ୍ଦାଙ୍କ ମିଳିତ ମଞ୍ଚର ବିଶାଳ ବିକ୍ଷୋଭ*   (23-Sep-2026)       ||      ଯୁବ ସଂଗଠକ ସଂଜୀବ ବାବୁଙ୍କ ଅକାଳ ବିୟୋଗ    (22-Sep-2026)       ||      ଚାଉଳ, ଅଣ୍ଡା, ଡାଲି ଲୁଟିନେଲେ ପାଚିକା । ଧାରଣା ଦେଲେ ଛାତ୍ର ଛାତ୍ରୀ।   (22-Sep-2026)       ||      ବଲାଙ୍ଗୀର ଟାଉନ୍ ଥାନା ପୋଲିସର ଚଢ଼ାଉ: ୬୦ ବୋତଲ ଏସ୍କଫ୍ କଫ୍ ସିରପ୍ ଜବତ, ଯୁବକ ଗିରଫ   (22-Sep-2026)       ||      ବିଲରେ ଘାସ ବାଛୁଥିବା ବେଳେ ବିଜୁଳି ମାଡ଼ରେ ଗୀତାଞ୍ଜଳୀ ଖର୍ସେଲ ମୃତ    (22-Sep-2026)       ||      *ଜିଲ୍ଲା ଅବକାରୀ ବିଭାଗ ପକ୍ଷରୁ ୩ କ୍ଵିଣ୍ଟାଲ ଗଞ୍ଜେଇ ଜବତ*-   (22-Sep-2026)       ||     

HOME   ଜିଲ୍ଲା

ଜଳବାୟୁ ପରିବର୍ତ୍ତନ ଜନିତ ମୃତ୍ୟୁସଂଖ୍ୟା ହ୍ରାସ ପାଇଁ ମୌଳିକ ପ୍ରାଥମିକ ଚିକିତ୍ସା ତାଲିମର ପରିବର୍ତ୍ତନ ଜରୁରୀ :ଡ଼ କାଳୀ ପ୍ରସାଦ ମିଶ୍ର

13-Sep-2025



 ଭୁବନେଶ୍ୱର : ଆଜି ବିଶ୍ୱରେ ବିଭିନ୍ନ ଅନୁଷ୍ଠାନ "ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ" ପାଳିତ ହେଉଛି l ଚଳିତ ବର୍ଷର ବିଷୟବସ୍ତୁ "ଜଳବାୟୁ ପରିବର୍ତ୍ତନ ଓ ପ୍ରାଥମିକ ଚିକିତ୍ସା " l ସ୍ଥାନୀୟ ମହାଲେଖାକାର କାର୍ଯ୍ୟାଳୟ ଏଜି ଆମ୍ବୁଲାନ୍ସ ଡିଭିଜନ ଆନୁକୂଲ୍ୟରେ ଓ ତ୍ରିଧା ନର୍ସିଙ୍ଗ ଡିଭିଜନ, ଟେମ୍ପଲ ସିଟି ଡିଭିଜନ ସହଯୋଗରେ ଭୁବନେଶ୍ୱରର ବିଭିନ୍ନ ବିଦ୍ୟାଳୟର ଛାତ୍ରଛାତ୍ରୀ,ବସ୍ତି ବାସିନ୍ଦା,ସାମାଜିକ ଅନୁଷ୍ଠାନର ସ୍ବେଛାସେବୀମାନଙ୍କୁ ପ୍ରାଥମିକ  ଚିକିତ୍ସା ଉପରେ ତାଲିମ ପ୍ରଦାନ କରାଯାଇଥିଲା l ଏଜି କଲୋନୀ ପରିସରରେ ଆମ୍ବୁଲାନ୍ସ ଡିଭିଜନର ସହକାରୀ ଆଯୁକ୍ତ ପୁରୁଷୋତ୍ତମ ବଳଙ୍କ ପୌରହିତ୍ୟରେ ଆୟୋଜିତ ଉଦଘାଟନୀ ଉତ୍ସବରେ ଭାରତ ସ୍କାଉଟ ଓ ଗାଇଡ଼ର ଉପ ସଭାପତି ଡ଼ କାଳୀ ପ୍ରସାଦ ମିଶ୍ର, ମୁଖ୍ୟ ଅତିଥି, ପ୍ରଫେସର ଡ଼ ସତ୍ୟଜିତ ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଜଳବାୟୁ ପରିବର୍ତ୍ତନ ଓ ତତଜନିତ ମୃତ୍ୟୁସଂଖ୍ୟା ହ୍ରାସ ପାଇଁ ପ୍ରାଥମିକ ଚିକିତ୍ସାର ଆବଶକ୍ୟତା ଏବଂ ତାଲିମ ଉପରେ ଆଲୋକପାତ କରିଥିଲେ l ଜଳବାୟୁ ପରିବର୍ତ୍ତନ ଆମ ସମୟର ସବୁଠାରୁ ବିଶ୍ୱସ୍ତରୀୟ ଗୁରୁତ୍ୱପୂର୍ଣ୍ଣ  ଚ୍ୟାଲେଞ୍ଜ ମଧ୍ୟରୁ ଗୋଟିଏ l ବର୍ଦ୍ଧିତ ତାପମାତ୍ରା, ପରିବର୍ତ୍ତନ ପାଣିପାଗ ଢାଞ୍ଚା ଏବଂ ଜଳବାୟୁ ପରିବର୍ତ୍ତନ ଜନିତ ଦୁର୍ବିପାକରେ ବହୁ ଲୋକ ପ୍ରାଣ ହରାଉଛନ୍ତି l ଏହାର ହ୍ରାସପାଇଁ ପ୍ରଚଳିତ ପ୍ରାଥମିକ ଚିକିତ୍ସା ତାଲିମର ସମ୍ୟକ ପରିବର୍ତ୍ତନ ଲୋଡ଼ା l ଏହି ତାଲିମ ଜନସାଧାରଣଙ୍କୁ ଦିଆଗଲେ ଦୁର୍ବିପାକ ବେଳେ ଜନ ସାଧାରଣ ତତ୍କାଳ ପ୍ରାଥମିକ ଚିକିତ୍ସା ଯୋଗାଇ ଦେଇପାରିଲେ ମୃତ୍ୟୁସଂଖ୍ୟା କମା ଯାଇପାରିବ ବୋଲି ମତ ବ୍ୟକ୍ତ କରିଥିଲେ l ଏହି ଅବସରରେ ଆୟୋଜିତ ପ୍ରାଥମିକ ତାଲିମ କାର୍ଯ୍ୟକ୍ରମକୁ ସହକାରୀ ଆଯୁକ୍ତ ସୁଶାନ୍ତ କୁମାର

ପଟ୍ଟନାୟକ, ଡ଼ ବସନ୍ତ କୁମାର ସାହୁ, ଡ଼ ପ୍ରମୋଦ କୁମାର ମହାପାତ୍ର, ଗିରିଶ ଚନ୍ଦ୍ର ଶତପଥି,ସଂଜିତା ମହାପାତ୍ର,ନୃସିଂହ ପ୍ରଧାନ ଓ ଭିକାରି ଚରଣ ସାହୁ ସ୍ବେଛାସେବୀମାନଙ୍କୁ ତାଲିମ ପ୍ରଦାନ କରିଥିଲେ l
ଅପରାହ୍ନରେ ରାଜ୍ୟ ସେଣ୍ଟ ଜନ ଆମ୍ବୁଲାନ୍ସ ଶାଖା ଆନୁକୂଲ୍ୟରେ ସ୍କାଉଟ ଭବନଠାରେ ସଂସ୍ଥାର ଅବତୈନିଜ ସଚିବ ନିଧି କୁମାର ରାଉତରାୟ ଅଧ୍ୟକ୍ଷତାରେ ଆୟୋଜିତ ରାଜ୍ୟସ୍ତରୀୟ ଆଲୋଚନାଚକ୍ରରେ ଡ଼ ନିବେଦିତା ପାଣି, ନିର୍ଦେଶକ ପିଜିଆଇଏମଆର, କ୍ୟାପିଟାଲ ହସ୍ପିଟାଲ, ଡ଼ ନୀଳକଣ୍ଠ ମିଶ୍ର, ନିର୍ଦେଶକ ଜନ ସ୍ୱାସ୍ଥ୍ୟ, ସ୍କାଉଟ ଗାଇଡ଼ର ମୁଖ୍ୟ କମିଶନର ଡ଼ କାଳୀ ପ୍ରସାଦ ମିଶ୍ର, ଡ଼ ସୁଧୀରଞ୍ଜନ ଦାସ ଯୋଗ ଦେଇ ଚଳିତ ବର୍ଷର ବିଷୟ ବସ୍ତୁ ଉପରେ ଆଲୋକପାତ କରିଥିଲେ l ଏହି କାର୍ଯ୍ୟକ୍ରମକୁ ଯୁଗ୍ମ ସଚିବ ନାରାୟଣ ତ୍ରିପାଠୀ ସଂଯୋଜନା ଓ ସଂଜିତା ମହାପାତ୍ର ପରିଚାଳନା କରିଥିଲେ l ଏହି ଆଲୋଚନା ଚକ୍ରରେ ରାଜ୍ୟର ବିଭିନ୍ନ ଜିଲ୍ଲାର ଡିଭିଜିନାଲ କମାଣ୍ଡର ଓ ବ୍ରିଗେଡ ସ୍ବେଛାସେବୀ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ସୁବର୍ଣ୍ଣପୁର ଜିଲ୍ଲା ରେ ଉଦ୍ଘାଟନ ହେଲା ରାଜ୍ୟ ସ୍ତରୀୟ ସାହାଣୀ କପ୍ ଫୁଟବଲ୍*- *ପ୍ରଥମ ମ୍ୟାଚ୍ ରେ ୨-୦ ଗୋଲରେ ଖୋର୍ଦ୍ଧା ଓ ଦ୍ୱିତୀୟ ମ୍ୟାଚ ରେ ୧-୦ ଗୋଲ ରେ ଗଞ୍ଜାମ ଦଳ ଵିଜୟୀ *ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଲେ କ୍ରୀଡା ସଂଘ କର୍ମ କର୍ତ୍ତା*-   24-Sep-2026
  ଜିଲ୍ଲା  
*ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ନବରଙ୍ଗପୁରରେ ମଧ୍ୟ ପଦୋନ୍ନତି ପ୍ରକ୍ରିୟା ନେଇ ଶିକ୍ଷକଙ୍କ ଆଶା ବଢ଼ିଲା*   24-Sep-2026
  ଜିଲ୍ଲା  
ବଲାଙ୍ଗୀର : ୨,୦୦୦ ଟଙ୍କାରୁ ଅଧିକ ୟୁପିଆଇ ଲେଣ ଦେଣ ୦.୪% ଏମ ଡି ଆର ପ୍ରତ୍ୟାହାର ଦାବିରେ ସ୍ମାରକ ପତ୍ର ପ୍ରଦାନ    24-Sep-2026
  ଜିଲ୍ଲା  
ଡ଼ୁମେରପାଳି ଗ୍ରାମରେ ଫୁଟବଲ ମହାକୁମ୍ଭ ଆରମ୍ଭ   23-Sep-2026
  ଜିଲ୍ଲା  
ଦୁବିଆ ଗାଁରେ ୭ ବର୍ଷ ଧରି ମଦ ବନ୍ଦ: ମଦମୁକ୍ତ ଗାଁ ଭାବେ ଆଖପାଖ ଅଞ୍ଚଳରେ ଚର୍ଚ୍ଚା   23-Sep-2026
  ଜିଲ୍ଲା  
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସ୍‌ରେ ସ୍ଥାନ ପାଇଲେ ସଚିନ ବେହେରା ୫ କେଜି ଆଙ୍କଲ୍ ୱେଟ୍ ପିନ୍ଧି ଗୋଟିଏ ଗୋଡ଼ରେ ମାରିଲେ ୮୮ଟି ନି-ଷ୍ଟ୍ରାଇକ୍   23-Sep-2026
  ଜିଲ୍ଲା  
ଜିଲ୍ଲା ବ୍ରାହ୍ମଣ ମହାସଭା   23-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସଂସ୍କୃତ ଦିବସ ମହୋତ୍ସବ ଓ ଶିକ୍ଷକ ସମ୍ମିଳନୀ   23-Sep-2026
  ଜିଲ୍ଲା  
ବ୍ଲକସ୍ତରୀୟ ସେବା ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ   23-Sep-2026
  ଜିଲ୍ଲା  
*ଉନ୍ନୟନର ଦାବି କାଗଜରେ, ଦୁର୍ଦ୍ଦଶାରେ ବାବେବିର ଠାରୁ ବର୍ତ୍ତନସିଲ ରାସ୍ତା!*   23-Sep-2026
  ଜିଲ୍ଲା  
କନବାର ପିମ୍ ଶ୍ରୀ ସରକାରୀ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ପାଇଁ ପ୍ରସ୍ତୁତି ବୈଠକ   23-Sep-2026
  ଜିଲ୍ଲା  
ଟ୍ରେନରୁ ଖସି ପଡ଼ି ଯୁବକ ମୃତ   23-Sep-2026

You Might Also Like